Home Left

ଓଭର୍‌ଟେକ୍‌ କରିବା ହେଲା କାଳ: ବୋଲେରୋ ଓଲଟି ୨ଜଣଙ୍କ ଜୀବନ ଗଲା

ଉମରକୋଟ, ୨୩।୧: ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ଜବଲପୁର ନିକଟରେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇ ଡ୍ରାଇଭରଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ପଦମଝରି ଅଞ୍ଚଳର…

ଖସିଗଲେ ବେପାରୀ: ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର,୨୩।୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡେଶ୍ୱରପୁର ବସ୍ତି ଅଞ୍ଚଳ ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଏହି ଅଞ୍ଚଳରେ ବାରମ୍ବାର ଚଢାଉ କରାଯାଇ ବ୍ରାଉନସୁଗାର ଜବତ କରାଯାଉଥିଲେ ମଧ୍ୟ ଏହାକୁ ରୋକିବାରେ ପୋଲିସ ସକ୍ଷମ ହୋଇପାରିନାହିଁ। ଅପରପକ୍ଷେ ବେପାରୀମାନେ ନିଶା କାରବାର…

ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର ଶ୍ରୀପତି…

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍‌ ଉଚ୍ଚତାର ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି…

କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ

ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍‌ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଇକୋରିଟ୍ରିଟ୍‌ରେ ୨୫ଟି ଶିବିର କରାଯାଇ ତାରକା ହୋଟେଲ୍‌ର ସୁବିଧା ପ୍ରଦାନ କରାଯାଉଛି। ତେବେ…

ବ୍ୟବସାୟୀଙ୍କ ଘରୁ ସୁନା ଅଳଙ୍କାର, ୬ ଲକ୍ଷ ଟଙ୍କା ଲୁଟ

ଖପ୍ରାଖୋଲ, ୨୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅଧୀନ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି ା ଡକାୟତମାନେ ବ୍ୟବସାୟୀ ଆର୍ତ୍ତ ସାହୁଙ୍କ ଘରେ ପଶି ସୁନା ଅଳଙ୍କାର ଓ ନଗଦ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ସାଇଣ୍ଟିଫିକ…

ନୁସରତଙ୍କୁ ସାଙ୍ଗରେ ନ ନେଇ ଏକା ବୁଲିବାକୁ ଗଲେ ସ୍ବାମୀ, ଏମିତି ହେଉଛି ଚର୍ଚ୍ଚା

ମୁମ୍ବାଇ: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବେଙ୍ଗଲୀ ଅଭିନେତ୍ରୀ ନୁସରତ ଜହାଁ ଏବଂ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କ ସମ୍ପର୍କକୁ ନେଇ ଏବେ ଚର୍ଚ୍ଚା ହେଉଛି। ନୁସରତ ଅଭିନେତା ଦାସଗୁପ୍ତାଙ୍କ ସହ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ଏହି ସମୟରେ ନିଖିଲ ତାଙ୍କ…

ଆହତ ସତ୍ତ୍ୱେ ବୋଲିଂ କରିପାରିବ କି ବୋଲି ସାଇନିଙ୍କୁ ପଚାରିଥିଲେ ରାହାନେ, ମିଳିଥିଲା ଏଭଳି ଜବାବ

ନୂଆଦିଲ୍ଲୀ,୨୩।୧: ଆହତ କାରଣରୁ ବ୍ରିସବେନ ଟେଷ୍ଟରେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିପାରି ନ ଥିଲେ ନବଦୀପ ସାଇନି। ହେଲେ ଏତେ ବଡ଼ ସୁଯୋଗକୁ ହାତ ଛଡ଼ା କରିବାକୁ ଚାହୁଁ ନ ଥିଲେ ସେ। ଏଣୁ ସେ ଆହତ ଥିବା ସତ୍ତ୍ୱେ ୫…

ଅତିଥି ଭାବେ ଆମନ୍ତ୍ରିତ କରି ଅପମାନିତ କରିବା କେନ୍ଦ୍ର ସରକାରଙ୍କୁ ଶୋଭା ଦେଉନାହିଁ: ମମତା

କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ଏଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ପୂର୍ବରୁ ରାଜନୈତିକ ଉଷ୍ମତା ଜାରି ରହିଥିବା ବେଳେ ଭିକ୍ଟୋରିଆଲ ମେମୋରିଆଲରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ…

ଭିକ୍ଟୋରିଆ ମେମୋରିଆଲରେ ବିରଳ ଦୃଶ୍ୟ: ଏକାଠି ହେଲେ ଦିଦି-ମୋଦି

କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜନ୍ମ ବାର୍ଷିିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନରେ ଆସି କୋଲକାତାରେ ଓହ୍ଳାଇ ଥିଲେ। ସେଠାରୁ ସେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ…

ଆଜି ରାଜଧାନୀରେ ୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଶନିବାର ରାଜଧାନୀରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଏକ ଅଙ୍କକୁ ଖସିଛି। ତେବେ ଆଜି ରାଜଧାନୀରୁ ମାତ୍ର ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ…

ଗୋଟିଏ ସାଇକେଲରେ ୧୦ ଜଣ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri