ଆଗାମୀ ବଜେଟରେ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ପାଇପାରେ
ନୂଆଦିଲ୍ଲୀ,୨୪ା୧: ଆସନ୍ତା ଫେବ୍ରୁଆରି ୧ରୁ ଆରମ୍ଭ ହେବାକୁ ଥିବା ସାଧାରଣ ବଜେଟ ଅଧିବେଶନରେ କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମନ ଲୋକସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଆଗତ କରିବେ। ଦେଶର ଅର୍ଥନୀତି ବର୍ତ୍ତମାନ ସମୟରେ ମାନ୍ଦାବସ୍ଥାରେ ରହିଛି। ବର୍ତ୍ତମାନ…
ନୂତନ ଅଦାଲତରୁ ତ୍ୱରିତ ନ୍ୟାୟ ଆଶା
ବଅଁରପାଳ,୨୪ା୧(ଡି.ଏନ.ଏ.) ସିଭିଲ କେସ୍ ହେଉ କି ଚୋରି, ଡକାୟତି, ମାରପିଟ୍ ମକଦ୍ଦମା, ତାରିଖ ପଡ଼ିବା ମାତ୍ରେ ଅଦାଲତରେ ହାଜିରା ଦେବା ନିଶ୍ଚିତ। ହେଲେ ବଅଁରପାଳ ବ୍ଲକରେ କୋର୍ଟ ନ ଥିବାରୁ ଏପରି ମକଦ୍ଦମା ଲଢ଼ିବାକୁ ମହକିଲ କିମ୍ବା ତାଙ୍କ ଓକିଲଙ୍କୁ ଅନୁଗୋଳ…
ଏମ୍ଜିଏମ୍ ମହିଳା ଟି୨୦ ଲିଗ: ଓଡ଼ିଶା ଭାଓଲେଟ, ଗ୍ରୀନ ବିଜୟୀ
ଭୁବନେଶ୍ୱର,୨୪।୧(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ମହିଳା ଟି୨୦ ଲିଗ୍ କ୍ରିକେଟ ଟୁର୍ନାମେଣ୍ଟରେ ଶନିବାର ଅନୁଷ୍ଠିତ ପ୍ରଥମ ମ୍ୟାଚ୍ରେ ଇଡ଼ିଶା ଭାଓଲେଟ୍ ୩୪ ରନରେ ଓଡ଼ିଶା ରେଡ୍କୁ ପରାସ୍ତ କରିଛି। ସେହିପରି ଦ୍ୱିତୀୟ ମ୍ୟାଚ୍ରେ ଓଡ଼ିଶା…
ଏହିସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ରସୁଣ
ରସୁଣ କେବଳ ସ୍ବାଦ ବଢ଼ାଇ ନ ଥାଏ। ତାହା ମଧ୍ୟ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଖାଲିପେଟରେ ରସୁଣ ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଆୟୁର୍ବେଦ ଚିକିତ୍ସା ପଦ୍ଧତିରେ ରସୁଣରୁ ଔଷଧ ପ୍ରସ୍ତୁତ ହୋଇଥାଏ। ଅନେକ ସ୍ବାସ୍ଥ୍ୟ ସମସ୍ୟାର ରସୁଣ ଘରୋଇ…
ରିୟା ସେନ୍ଙ୍କୁ ୪୦ ପୂରିଲା: ବିବାହ ପୂର୍ବରୁ ଥିଲେ ଗର୍ଭବତୀ !
ମୁମ୍ବାଇ,୨୪।୧: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ରିୟା ସେନ୍ଙ୍କୁ ରବିବାର ୪୦ ବର୍ଷ ପୂରଣ ହୋଇଛି। ସେ ୪୧ ବର୍ଷରେ ପାଦ ଦେଇଛନ୍ତି। ୧୯୮୧ ଜାନୁୟାରୀ ୨୪ରେ ସେ କୋଲକାତାଠାରେ ଜନ୍ମଗ୍ରହଣ କରିଥିଲେ। ନିଜର ହଟ୍ ଅଭିନୟ ପାଇଁ ରିୟା ବଲିଉଡ୍ରେ ବେଶ୍…
ଓସିଏ ଆନ୍ତଃଜିଲା ୧୯ ବର୍ଷରୁ କମ୍ କ୍ରିକେଟ: ସୂର୍ଯ୍ୟ, ରାଜୀବ, ଆଶୁତୋଷ, ଦୀନେଶଙ୍କ ଶତକ; ସୁଦୀପ, ସୁବାଶିଷଙ୍କୁ ୫ ଉଇକେଟ
ଭୁବନେଶ୍ୱର,୨୪।୧(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ଚାଲିଥିବା ୧୯ ବର୍ଷରୁ କମ୍ ଆନ୍ତଃଜିଲା ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟରେ ଶନିବାର ଖେଳାଯାଇଥିବା ମ୍ୟାଚ୍ଗୁଡିକରେ ଗଜପତି, ଭଦ୍ରକ, ଜଗତ୍ସିଂହପୁର, ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର – ବି ବିଜୟ…
ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ୩୮୧ରେ ଅଲ୍ଆଉଟ
ଗାଲେ,୨୪।୧(ଏପି): ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଘରୋଇ ଶ୍ରୀଲଙ୍କା ଟସ୍ ଜିତି ପ୍ରଥମ ଇନିଂସରେ ୧୩୯.୩ ଓଭରରେ ୩୮୧ ରନକରି ଅଲଆଉଟ ହୋଇଛି। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଇଂଲଣ୍ଡ ଦୁଇ…
ବ୍ରହ୍ମପୁରରେ ନକଲି ସସ୍ କାରଖାନା
ବ୍ରହ୍ମପୁର ଅଫିସ,୨୩।୧- ବ୍ରହ୍ମପୁର ସହରତଳି ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ କରୁଛି ପୋଲିସ। ବଡବଜାର ଥାନା ଫାଷ୍ଟଗେଟ୍ ଗଣପତିନଗରରୁ ଶନିବାର ରାତିରେ ଠାବ ହୋଇଛି ଏକ ନକଲି ସସ୍ କାରଖାନା। ସକାଳେ ବେଆଇନ ଗୁଟ୍ଖା କାରଖାନା ପରେ…
ଓଭର୍ଟେକ୍ କରିବା ହେଲା କାଳ: ବୋଲେରୋ ଓଲଟି ୨ଜଣଙ୍କ ଜୀବନ ଗଲା
ଉମରକୋଟ, ୨୩।୧: ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ଜବଲପୁର ନିକଟରେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇ ଡ୍ରାଇଭରଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ପଦମଝରି ଅଞ୍ଚଳର…
ଖସିଗଲେ ବେପାରୀ: ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ଜଳେଶ୍ୱର,୨୩।୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡେଶ୍ୱରପୁର ବସ୍ତି ଅଞ୍ଚଳ ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଏହି ଅଞ୍ଚଳରେ ବାରମ୍ବାର ଚଢାଉ କରାଯାଇ ବ୍ରାଉନସୁଗାର ଜବତ କରାଯାଉଥିଲେ ମଧ୍ୟ ଏହାକୁ ରୋକିବାରେ ପୋଲିସ ସକ୍ଷମ ହୋଇପାରିନାହିଁ। ଅପରପକ୍ଷେ ବେପାରୀମାନେ ନିଶା କାରବାର…
ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା
ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର ଶ୍ରୀପତି…
‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’
ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍ଏସ୍) ବିମାନ ବନ୍ଦର ପରିସରରେ ଏମ୍ସିଏଲ୍ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍ ଉଚ୍ଚତାର ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି…
Archives


