ଦୁବାଇରେ ଚମକିଲା ଭାରତୀୟ ଯୁବ ଇଞ୍ଜିନିୟରଙ୍କ ଭାଗ୍ୟ
ଦୁବାଇ,୨୩।୧: ଦୁବାଇରେ ରହୁଥିବା ଜଣେ ଭାରତୀୟ ଯୁବ ଇଞ୍ଜନିୟରଙ୍କ ଭାଗ୍ୟ ଚମକିଛି। ଶିଭିନ୍ ଓ୍ବିଲସନ ନାମକ ଜଣେ ଇଞ୍ଜିନିୟର ଏକ ସାପ୍ତାହିକ ଲକି ଡ୍ରରେ ୪୦ ଲକ୍ଷ ଟଙ୍କାର ଲଟେରି ଜିତିଛନ୍ତି। କେରଳର ଏହି ଯୁବ ଇଞ୍ଜିନିୟର ୧୬ ଜାନୁୟାରୀରେ ଆୟୋଜିତ…
ମମତାଙ୍କ ଦାବି ଦେଶରେ ହେଉ ୪ ରାଜଧାନୀ
କୋଲକାତା,୨୩ ।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ଦାବି କରିଛନ୍ତି କି ଦେଶରେ ୪ଟି ରାଜଧାନୀ ହେଉ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତି ଅବସରରେ ରାଜଧାନୀ କୋଲକାତାରେ ଏକ ରାଲିକୁ ସମ୍ବୋଧିତ କରିବା ଅବସରରେ…
ଭାରତର ଐତିହାସିକ ବିଜୟରେ ଶତମୁଖ ଆନନ୍ଦ ମହିନ୍ଦ୍ରା: ୬ ଖେଳାଳିଙ୍କୁ ଦେବେ ଏସ୍ୟୁଭି କାର
ଅଷ୍ଟ୍ରେଲିଆ ବିପକ୍ଷରେ ସିରିଜ୍ ହାତେଇବା ପରେ ଭାରତୀୟ ଟିମ୍ର ଭୂରି ଭୂରି ପ୍ରଶଂସା କରାଯାଉଛି । ଭାରତର ଏହି ଐତିହାସିକ ବିଜୟ ପରେ ଖେଳାଳିମାନଙ୍କୁ ବିସିସିଆଇ ୫ କୋଟି ଟଙ୍କା ପୁରସ୍କାର ଦେବାକୁ ଘୋଷଣା କରିଥିଲା। ଏବେ ଆନନ୍ଦ ମହିନ୍ଦ୍ରା ଭାରତୀୟ…
କୃଷି ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲେ ଚାଷୀ
ବରଗଡ଼ ଅଫିସ,୨୩।୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରହିଛି। ଦିଲ୍ଲୀରେ ଅଖିଳ ଭାରତୀୟ କିସାନ ସଂଘର୍ଷ ସମନ୍ବୟ ସମିତି ନେତୃତ୍ୱରେ ଦୁର୍ବାର ଆନ୍ଦୋଳନ ଚାଲିଛି।…
ମୋଦିଙ୍କୁ ଧନ୍ୟବାଦ ଦେଲେ ଡବ୍ଲୁଏଚ୍ଓର ମହାନିର୍ଦ୍ଦେଶକ
ଜେନେଭା,୨୩ ।୧: କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏଥିରୁ ମୁକୁଳିବା ପାଇଁ ପ୍ରାୟତଃ ସବୁ ବିକାଶଶୀଳ ଦେଶ ଭ୍ୟାକ୍ସିନ ପ୍ରସ୍ତୁତି କାମରେ ଲାଗିଥିଲେ । ଏବେ କରୋନା ଭ୍ୟାକ୍ସିନ ବିଭିନ୍ନ ଦେଶରେ ଉପଲବ୍ଧ ହେଉଥିବା ବେଳେ ଭ୍ୟାକ୍ସିନେଶନ…
ମାରପିଟ ଅଭିଯୋଗରେ ଏଏପି ନେତା ସୋମନାଥଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ
ନୂଆଦିଲ୍ଲୀ, ୨୩।୧: ମାରପିଟ ଅଭିଯୋଗରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ନେତା ସୋମନାଥ ଭାରତୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ରାଉଜ୍ ଆଭେନ୍ୟୁ କୋର୍ଟଙ୍କ ପକ୍ଷରୁ ସୋମନାଥ ଦୋଷୀ ସାବ୍ୟସ୍ତ ହୋଇଥିବା ଦର୍ଶାଇ ଶନିବାର ଏଭଳି ଦଣ୍ଡାଦେଶ କରାଯାଇଛି। ୨୦୧୬ରେ ଏମ୍ସ୍…
ଉଚ୍ଛେଦ, ଥଇଥାନକୁ ବିରୋଧ ଜାରି
ଭୁବନେଶ୍ୱର,୨୩।୧(ବ୍ୟୁରୋ): ସ୍ଲମ୍ ଡେଭଲପ୍ମେଣ୍ଟ ପ୍ରୋଜେକ୍ଟ ପାଇଁ ଗାଡ଼କଣ ମହାବୀର ବସ୍ତି ଉଚ୍ଛେଦ କରାଯାଉଛି। ଏଠାରେ ଥିବା ୧୦୪ ପରିବାରଙ୍କୁ ସ୍ଥାନୀୟ ମହିମାନଗର ବସ୍ତିରେ ଥଇଥାନ ବେଳେ ଗ୍ରାମବାସୀ ଓ ଏନ୍ଫୋର୍ସମେଣ୍ଟ ଟିମ୍ ୨ଦିନ ଧରି ମୁହାଁମୁହଁି ହେବା ପରେ ଏହି କାର୍ଯ୍ୟକୁ ବନ୍ଦ…
ଅମ୍ବାନୀ ପରିବାରର ବଡ଼ ବୋହୂ ସଙ୍ଗୀତ ସେରିମନିରେ ପିନ୍ଧିଥିଲେ ‘ଲଭ୍ ଷ୍ଟୋରୀ ଲେହେଙ୍ଗା’, ଜାଣନ୍ତୁ ଏହା ପଛର କାହାଣୀ…
୯ ମାାର୍ଚ୍ଚ ୨୦୧୯ରେ ଅମ୍ବାନୀ ପରିବାର ସେମାନଙ୍କ ବଡ଼ ବୋହୁ ଶ୍ଲୋକା ମେହେଟ୍ଟାଙ୍କୁ ଘରକୁ ସ୍ବାଗତ କରିଥିଲେ। ଏହି ବିବାହ ସାଧାରଣ ବିବାହ ନ ଥିଲା। ଦେଶ ବିଦେଶରୁ ଅନେକ ବଡ଼ ବଡ଼ ଲୋକ ଏହି ସମାରୋହରେ ସାମିଲ ହୋଇଥିଲେ। ଏହି…
ଉଦ୍ୟାନ କୃଷି ପାଇଁ ଚାଷୀ ମାନସିକତା ବଦଳିବା ଆବଶ୍ୟକ
ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଉଦ୍ୟାନ କୃଷିରେ ଅଳ୍ପ ଜମିରେ ଅଧିକ ଲାଭ ପାଇବାର ସୁଯୋଗ ରହିଛି। ତେଣୁ ଚାଷୀମାନେ ଅଧିକରୁ ଅଧିକ ଉଦ୍ୟାନ କୃଷି ଭିତ୍ତିକ ଚାଷ ଓ ଅର୍ଥକରୀ ଫସଲ କରିବା ନିମନ୍ତେ ମାନସିକତାରେ ପରିବର୍ତ୍ତନ ଆଣିବାର ଆବଶ୍ୟକତା ରହିଛି। ଜିଲାର…
କଂଗ୍ରେସକର୍ମୀଙ୍କୁ ଗୋଡ଼େଇ ପିଟିଲେ ପୋଲିସ
ଭୋପାଳ, ୨୩।୧: କୃଷି ଆଇନ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଶନିବାର ମଧ୍ୟାହ୍ନରେ କୃଷି ଆଇନକୁ ବିରୋଧ କରି କଂଗ୍ରେସକର୍ମୀମାନେ ଜବାହର ଛକରୁ ରାଜଭବନ ଆଡ଼କୁ ଯାଉଥିବା ସମୟରେ ପୋଲିସ ସହିତ ମୁହାଁମୁହିଁ ହୋଇଛନ୍ତି। ପୋଲିସ କଂଗ୍ରେସକର୍ମୀଙ୍କୁ ଅଧାବାଟରେ…
ବିଧାୟିକାଙ୍କୁ ୭ କି.ମି. ଚଲାଇଲେ ଲୋକେ
ଠାକୁରମୁଣ୍ଡା,୨୩।୧(ଡି.ଏନ.ଏ.): ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତରେ ଅତିଷ୍ଠ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଞ୍ଚଳବାସୀ ଶୁକ୍ରବାର କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ୭ କି.ମି. ଦୂର କ୍ଷତିଗ୍ରସ୍ତ ଗ୍ରାମକୁ ଚଲାଇ ଚଲାଇ ନେବା ଚର୍ଚ୍ଚାର ବିଷୟ ହୋଇଛି। ଉତ୍ତ୍ୟକ୍ତ ଲୋକେ…
ବିବାହ ପୂର୍ବରୁ ଜିଲାପାଳଙ୍କ ନିକଟରେ ଏମିତି ଗୁହାରି କଲେ ଯୁବତୀ, ଛୁଟୁଛି ପ୍ରଶଂସାର ସୁଅ
ଲକ୍ଷ୍ନୌ,୨୩।୧: ଉତ୍ତରପ୍ରଦେଶର ଅଲୀଗଡ଼ରୁ ହୃଦୟକୁ ଛୁଇଁଗଲା ପରି ଖବର ସାମ୍ନାକୁ ଆସିଛି। ଏଠାକାର ଜଣେ ଯୁବତୀ ନିଜ ବାହାଘରରେ ବରଯାତ୍ରୀ ଆସିବା ପାଇଁ ଗାଁକୁ ରାସ୍ତା ନ ଥିବାରୁ ସିଧା ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ଯୁବତୀ ଜଣକ ଜିଲାପାଳଙ୍କୁ କହିଛନ୍ତି,…
Archives


