ଉଚ୍ଛେଦ, ଥଇଥାନକୁ ବିରୋଧ ଜାରି
ଭୁବନେଶ୍ୱର,୨୩।୧(ବ୍ୟୁରୋ): ସ୍ଲମ୍ ଡେଭଲପ୍ମେଣ୍ଟ ପ୍ରୋଜେକ୍ଟ ପାଇଁ ଗାଡ଼କଣ ମହାବୀର ବସ୍ତି ଉଚ୍ଛେଦ କରାଯାଉଛି। ଏଠାରେ ଥିବା ୧୦୪ ପରିବାରଙ୍କୁ ସ୍ଥାନୀୟ ମହିମାନଗର ବସ୍ତିରେ ଥଇଥାନ ବେଳେ ଗ୍ରାମବାସୀ ଓ ଏନ୍ଫୋର୍ସମେଣ୍ଟ ଟିମ୍ ୨ଦିନ ଧରି ମୁହାଁମୁହଁି ହେବା ପରେ ଏହି କାର୍ଯ୍ୟକୁ ବନ୍ଦ…
ଅମ୍ବାନୀ ପରିବାରର ବଡ଼ ବୋହୂ ସଙ୍ଗୀତ ସେରିମନିରେ ପିନ୍ଧିଥିଲେ ‘ଲଭ୍ ଷ୍ଟୋରୀ ଲେହେଙ୍ଗା’, ଜାଣନ୍ତୁ ଏହା ପଛର କାହାଣୀ…
୯ ମାାର୍ଚ୍ଚ ୨୦୧୯ରେ ଅମ୍ବାନୀ ପରିବାର ସେମାନଙ୍କ ବଡ଼ ବୋହୁ ଶ୍ଲୋକା ମେହେଟ୍ଟାଙ୍କୁ ଘରକୁ ସ୍ବାଗତ କରିଥିଲେ। ଏହି ବିବାହ ସାଧାରଣ ବିବାହ ନ ଥିଲା। ଦେଶ ବିଦେଶରୁ ଅନେକ ବଡ଼ ବଡ଼ ଲୋକ ଏହି ସମାରୋହରେ ସାମିଲ ହୋଇଥିଲେ। ଏହି…
ଉଦ୍ୟାନ କୃଷି ପାଇଁ ଚାଷୀ ମାନସିକତା ବଦଳିବା ଆବଶ୍ୟକ
ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଉଦ୍ୟାନ କୃଷିରେ ଅଳ୍ପ ଜମିରେ ଅଧିକ ଲାଭ ପାଇବାର ସୁଯୋଗ ରହିଛି। ତେଣୁ ଚାଷୀମାନେ ଅଧିକରୁ ଅଧିକ ଉଦ୍ୟାନ କୃଷି ଭିତ୍ତିକ ଚାଷ ଓ ଅର୍ଥକରୀ ଫସଲ କରିବା ନିମନ୍ତେ ମାନସିକତାରେ ପରିବର୍ତ୍ତନ ଆଣିବାର ଆବଶ୍ୟକତା ରହିଛି। ଜିଲାର…
କଂଗ୍ରେସକର୍ମୀଙ୍କୁ ଗୋଡ଼େଇ ପିଟିଲେ ପୋଲିସ
ଭୋପାଳ, ୨୩।୧: କୃଷି ଆଇନ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଶନିବାର ମଧ୍ୟାହ୍ନରେ କୃଷି ଆଇନକୁ ବିରୋଧ କରି କଂଗ୍ରେସକର୍ମୀମାନେ ଜବାହର ଛକରୁ ରାଜଭବନ ଆଡ଼କୁ ଯାଉଥିବା ସମୟରେ ପୋଲିସ ସହିତ ମୁହାଁମୁହିଁ ହୋଇଛନ୍ତି। ପୋଲିସ କଂଗ୍ରେସକର୍ମୀଙ୍କୁ ଅଧାବାଟରେ…
ବିଧାୟିକାଙ୍କୁ ୭ କି.ମି. ଚଲାଇଲେ ଲୋକେ
ଠାକୁରମୁଣ୍ଡା,୨୩।୧(ଡି.ଏନ.ଏ.): ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତରେ ଅତିଷ୍ଠ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଞ୍ଚଳବାସୀ ଶୁକ୍ରବାର କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ୭ କି.ମି. ଦୂର କ୍ଷତିଗ୍ରସ୍ତ ଗ୍ରାମକୁ ଚଲାଇ ଚଲାଇ ନେବା ଚର୍ଚ୍ଚାର ବିଷୟ ହୋଇଛି। ଉତ୍ତ୍ୟକ୍ତ ଲୋକେ…
ବିବାହ ପୂର୍ବରୁ ଜିଲାପାଳଙ୍କ ନିକଟରେ ଏମିତି ଗୁହାରି କଲେ ଯୁବତୀ, ଛୁଟୁଛି ପ୍ରଶଂସାର ସୁଅ
ଲକ୍ଷ୍ନୌ,୨୩।୧: ଉତ୍ତରପ୍ରଦେଶର ଅଲୀଗଡ଼ରୁ ହୃଦୟକୁ ଛୁଇଁଗଲା ପରି ଖବର ସାମ୍ନାକୁ ଆସିଛି। ଏଠାକାର ଜଣେ ଯୁବତୀ ନିଜ ବାହାଘରରେ ବରଯାତ୍ରୀ ଆସିବା ପାଇଁ ଗାଁକୁ ରାସ୍ତା ନ ଥିବାରୁ ସିଧା ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ଯୁବତୀ ଜଣକ ଜିଲାପାଳଙ୍କୁ କହିଛନ୍ତି,…
ରମାପୁର ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ
ଧର୍ମଶାଳା,୨୩।୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ କେଲୁଅ ନଦୀର ରମାପୁରଠାରେ ହୋଇଥିବା ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ ହୋଇଛି। ଶୁକ୍ରବାର କଟକ ଭିଜିଲାନ୍ସ ସେଲ୍ର ଏକ ୫ ଜଣିଆ ବୈଷୟିକ ଟିମ୍ ଘାଇ ସ୍ଥଳକୁ ଆସି ମାପଚୁପ କରି…
ବାଇଡେନ୍ଙ୍କ ଶପଥ ଗ୍ରହଣ ଉତ୍ସବ : ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀ କରୋନା ପଜିଟିଭ୍
ଓ୍ବାଶିଂଟନ, ୨୩।୧: ଆମେରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା କାର୍ଯ୍ୟରେ ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପିଜିଟିଭ୍ ଆସିଛି। ସୁରକ୍ଷା କାର୍ଯ୍ୟରେ ୨୫ ହଜାର ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଥିଲା।…
ଭୟ କମିଲା: ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଚଳିତବର୍ଷ ଛାତ୍ରୀଛାତ୍ରମାନେ ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ। ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କରୋନା ଭୟ ସମ୍ପୂର୍ଣ୍ଣ ଟଳି ନ ଥିବାରୁ ଅନ୍ୟ ସ୍କୁଲରେ ପରୀକ୍ଷା ହେଲେ ଛାତ୍ରୀଛାତ୍ରଙ୍କ ରହିବା ଓ ଯାତାୟାତରେ ସମସ୍ୟା ଦେଖାଯାଇପାରେ।…
ପଡ଼ିଆରେ ୯୭୦ ମିନିଟ୍ ଯାଏ ବ୍ୟାଟିଂ କରି ବିଶ୍ୱ ରେକର୍ଡ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍: ଆଜି ବି ରହିଛି…
ନୂଆଦିଲ୍ଲୀ,୨୩।୧: ବିଶ୍ୱସ୍ତରୀୟ କ୍ରିକେଟରେ ସର୍ବକାଳୀନ ଶ୍ରେଷ୍ଠ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ହେଉଛନ୍ତି ହନିଫ ମହମ୍ମଦ। ଗୁଜରାଟର ଜୁନାଗଡ଼ରେ ଜନ୍ମ ହୋଇଥିବା ହନିଫ ୧୯୫୨ରେ ଭାରତ ବିପକ୍ଷରେ ଅନ୍ତଃର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ। ନିଜ ସମୟରେ ତାଙ୍କୁ ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ଭାବେ…
ଏଥର ଇ-ବିଧାନସଭା
ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଆସନ୍ତା ବିଧାନସଭା ଅଧିବେଶନ ସମ୍ପୂର୍ଣ୍ଣ ଡିଜିଟାଲ ମୋଡରେ ହେବ। ଗୃହର ସମସ୍ତ କାର୍ଯ୍ୟବିଧି ବିନା କାଗଜରେ ଅନଲାଇନ ଜରିଆରେ ସମ୍ପାଦନ କରାଯିବ। ଅନୁରୂପ ଭାବେ ବଜେଟ ମଧ୍ୟ ଡିଜିଟାଲ ମୋଡରେ ଉପସ୍ଥାପନ ହେବ। ଶୁକ୍ରବାର ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ…
‘ଉତ୍ତମ ମାନର ଉତ୍ପାଦନ ସବୁଠାରୁ ବଡ଼ ଆବଶ୍ୟକତା’
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରପ୍ତାନି ପାଇଁ ଉତ୍ତମ ମାନର ଉତ୍ପାଦନ ହେଉଛି ସବୁଠାରୁ ବଡ଼ ଆବଶ୍ୟକତା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ରାଜ୍ୟ ରପ୍ତାନି ପୁରସ୍କାର ଉତ୍ସବ(ଷ୍ଟେଟ୍ ଏକ୍ସପୋର୍ଟ ଆଓ୍ବାର୍ଡ ସେରିମନି)-୨୦୨୧କୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱସ୍ତରୀୟ ଉତ୍ପାଦନ…
Archives


