ପେନ୍ସନ୍ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…
କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ ଭ୍ୟାଲିଡେସନ ଆକ୍ଟର ପ୍ରତ୍ୟାହାର ନିମନ୍ତେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର…
ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର
ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ ପ୍ରଭାବରେ ଘନ ଘନ ବଜ୍ରପାତ ସାଙ୍ଗକୁ ଝଡ଼ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ…
୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍
ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଥିଲେ ଅଡିଟର। ତାଙ୍କଠାରୁ ରେଡ ବେଳେ ନଗଦ ୨୮ ଲକ୍ଷ ୭୦ ହଜାର…
ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …
ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ଗ୍ରୀଲ୍ ତାଲା ଭାଙ୍ଗି ଘର ଭିତରେ ଥିବା ଦୁଇଟି ଆଲମିରାରୁ ପ୍ରାୟ…
ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…
ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର ଅପରାହ୍ନରେ କୋହ୍ଲ ପଞ୍ଚାୟତ ଅଧୀନ ଓରଡ଼ା ଗ୍ରାମର ଆଦିତ୍ୟ ମହାଳିକ (୩୮)ନାମକ ଜଣେ…
ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଭାରତ ଆସିଲା ଗୁଡ୍ନ୍ୟୁଜ୍, ଶୁଣିଲେ ପାକିସ୍ତାନ-ଚାଇନାର ନିଦ ହଜିବ…
ନୂଆଦିଲ୍ଲୀ, ୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି। ବିଶ୍ୱ ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି, ଏବଂ ଯଦି ଇରାନ-ସମ୍ବନ୍ଧୀୟ ଯୁଦ୍ଧ ଜାରି ରହେ, ତେବେ ଏହା ଏକ ବଡ଼…
ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…
ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ ଓରଫ କଶା ସୋଡ଼ି ଗତ ୧୯୯୫ରେ ମାଓବାଦୀ ସଂଗଠନରେ ଯୋଗ ଦେଇ ଘରଛାଡ଼ି…
ମା’ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ଏହି ବ୍ରତ ପାଳନ କରିବା ବହୁ କଷ୍ଟ ସାଧ୍ୟ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…
ପୁରୁଷୋତ୍ତମପୁର,୨୫।୩(ସବିତା ମିଶ୍ର): ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଛି । ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଜିଲାରେ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଢୋଲ…
ଭାରତକୁ ସାହାଯ୍ୟ ମାଗିଲା ଇରାନ, ଯୁଦ୍ଧ ବନ୍ଦ କରିବା ନେଇ ମୋଦିଙ୍କୁ କହିଦେଲା ଏମିତି…
ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ତେହେରାନ ସଙ୍କେତ ଦେଇଛି ଯେ ଭାରତ ଏହି ସଂଘର୍ଷକୁ କମ କରିବାରେ “ବିଶ୍ୱସନୀୟ ଏବଂ ପ୍ରଭାବଶାଳୀ” ଭୂମିକା ଗ୍ରହଣ କରିପାରିବ। ଭାରତରେ ଇରାନର…
ପାକିସ୍ତାନକୁ ବଡ଼ ଝଟ୍କା, ହରମୁଜରେ ପାକ୍ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!
ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ ଦୃଢ଼ ମତ ଗ୍ରହଣ କରି, ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC)…
ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…
କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। କୋରାପୁଟ ସହରର ଶାବର ଶ୍ରୀକ୍ଷେତ୍ର ମନ୍ଦିର ଛକ, ପୂଜାରୀପୁଟ ରାମ ମନ୍ଦିର, ଗାନ୍ଧିନଗର…
ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର
ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ପାଳନ କରାଯାଇଥିବା ବେଳେ ଏଥିମଧ୍ୟରୁ ଧାନମଣ୍ଡି ଆରମ୍ଭ ହୋଇ ଆଜକୁ ପ୍ରାୟ…

