୫ ମାସରେ ୩୧ ଥର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଏହି ମହିଳା
ଜୟପୁର,୨୩।୧: ରାଜସ୍ଥାନର ଭରତପୁରର ଜଣେ ୩୫ ବର୍ଷୀୟା ମହିଳା ୫ ମାସ ଭିତରେ ୩୧ ଥର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ଡାକ୍ତରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ମହିଳା ଜଣଙ୍କ ରହୁଥିବା ଆଶ୍ରମର ଅଧିକାରୀ କୁହନ୍ତି,…
୨ ସପ୍ତାହରେ ସୁସ୍ଥ ହେଲା ପକ୍ଷାଘାତ ମୂଷା
ବର୍ଲିନ୍,୨୩।୧: ପକ୍ଷାଘାତ ରୋଗ ଚିକିତ୍ସା କ୍ଷେତ୍ରରେ ବୈଜ୍ଞାନିକଙ୍କୁ ବଡ଼ ସଫଳତା ମିଳିିଛି। ମୂଷାଙ୍କ ଉପରେ ହୋଇଥିବା ଗଷେଣାରେ ପକ୍ଷାଘାତ ମୂଷା ୨ ସପ୍ତାହ ମଧ୍ୟରେ ଚାଲିବାକୁ ସକ୍ଷମ ହୋଇଛି। ଜର୍ମାନୀର ରୁର୍ ୟୁନିଭରସିଟି ବୋକେମ୍ର ଗବେଷକ ମୂଷା ମସ୍ତିଷ୍କରେ ଏକ ପ୍ରକାର…
ଦଲାଲଙ୍କ ପାଇଁ ଓକିଲାତି କରୁଛି ଭାଜପା: ବିଜେଡି
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ଧାନକିଣା ପ୍ରକ୍ରିୟାରେ ଚାଷୀମାନେ ଉପକୃତ ହେଉଛନ୍ତି। ତେବେ କେତେଜଣ ଦଲାଲଙ୍କ ସହ ହାତ ମିଳାଇ ଓଡ଼ିଶା ଭାଜପା ସେମାନଙ୍କ ପାଇଁ ଓକିଲାତି କରୁଛି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର। ୨୦୧୮-୧୯ରେ ୬୫.୫ ଲକ୍ଷ…
ଭାଜପାର ୭୨ଘଣ୍ଟିଆ ଚେତାବନୀ
ସମ୍ବଲପୁର,୨୩।୧(ବ୍ୟୁରୋ): ସମ୍ବଲପୁରରେ ଅନୁଷ୍ଠିତ ଚାଷୀ ଅଧିକାର ରାଲିରେ ଗିରଫ ଭାଜପା ନେତାମାନେ ଗୁରୁବାରଠାରୁ ଥାନା ପରିସରରେ ଦେଇଥିବା ଧାରଣା ସ୍ଥଗିତ ରଖିଛନ୍ତିି। ଆର୍ଡିସି ନିରଞ୍ଜନ ସାହୁଙ୍କଠାରୁ ପ୍ରତିଶ୍ରୁତି ପାଇ ଦଳ ୭୨ ଘଣ୍ଟା ସମୟ ଦେଇ ଆନ୍ଦୋଳନରୁ ଓହରି ଯାଇଛି। ଯଦି…
ହାଲକା ଶୀତ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ହାଲକା ଶୀତ ପଡ଼ିଛି। ୧୭ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ତଳେ ରହିଛି। ତେବେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୮.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।…
ଫଟୋଗ୍ରାଫରଙ୍କୁ ହାତଯୋଡି ଏମିତି କହିଲେ ରିୟା ଚକ୍ରବର୍ତ୍ତୀ
ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରଠାରୁ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଚର୍ଚ୍ଚାରେ ରହିଛନ୍ତି। ସୁଶାନ୍ତଙ୍କ ପ୍ରେମିକା ରିୟାଙ୍କୁ ଡ୍ରଗ୍ସ କାରବାରରେ ଜେଲ ମଧ୍ୟ ଯିବାକୁ ପଡ଼ିଥିଲା। ଅଭିନେତାଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପକ୍ଷରୁ ରିୟାଙ୍କ ନାମରେ ଥାନାରେ…
ଅର୍ଣ୍ଣବ ଉପାଖ୍ୟାନ
ମୁମ୍ବାଇ/ନୂଆଦିଲ୍ଲୀ,୨୩ା୧: ବ୍ୟକ୍ତିଗତ ସ୍ବାର୍ଥ ସାଧନ ପାଇଁ ଦେଶର ସର୍ବୋଚ୍ଚ କ୍ଷମତା କେନ୍ଦ୍ର ସହିତ ଟିଭି ଚ୍ୟାନେଲର ଜଣେ ମାଲିକଙ୍କ ସମ୍ପର୍କ କେତେ ନିବିଡ଼ ହୋଇପାରେ ତାହା ମୁମ୍ବାଇ ପୋଲିସ ଦାଖଲ କରିଥିବା ଚାର୍ଜଶିଟ୍ର ପୁଞ୍ଜା ପୁଞ୍ଜା ହ୍ବାଟ୍ସଆପ୍ ଚାଟ୍ରୁ ଜଣାପଡ଼ୁଛି ।…
ପରେଡ୍ରେ ସ୍ଥାନ ପାଇବ କୋଭିଡ୍ ଟିକା
ନୂଆଦିଲ୍ଲୀ, ୨୩।୧(ଆଇଏଏନ୍ଏସ୍): ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍ରେ କୋଭିଡ୍ ଟିକାର ବିକାଶ ପ୍ରକ୍ରିୟା ପ୍ରଦର୍ଶନ ହେବ। କରୋନା ମହାମାରୀରେ ଦେଶରେ ୧,୦୬,୨୫,୪୨୮ ଲୋକ ସଂକ୍ରମିତ ହୋଇଥିବାବେଳେ ୧,୫୩,୦୩୨ ଜଣଙ୍କ ଜୀବନ ଯାଇଛି।…
ପ୍ରତିଦିନ ଗାଧୋଉଛନ୍ତି କି? ଶରୀରକୁ ପହଞ୍ଚିପାରେ ଏମିତି କ୍ଷତି
ଯେଉଁମାନେ ପ୍ରତିଦିନ ଗାଧୋଇବାକୁ ଭଲ ପାଆନ୍ତି ନାହିଁ, ସେମାନଙ୍କ ପାଇଁ ଖୁସି ଖବର। ଶୀତ ଦିନେ ପ୍ରତିଦିନ ଗାଧୋଇବା ଦ୍ୱାରା ଅନେକ କ୍ଷତି ହୋଇଥାଏ। ଅବଶ୍ୟ ଏଭଳି କଥା ଏକ ଗବେଷଣାରୁ ଜଣାପଡ଼ିଛି। ଚର୍ମ ବିଶେଷଜ୍ଞଙ୍କ କହିବାନୁଯାୟୀ, ପ୍ରତିଦିନ ଗାଧୋଇବା ଦ୍ୱାରା…
ଲାଲୁ ଗୁରୁତର
ରାଞ୍ଚତ୍, ୨୩।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆର୍ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଗୁରୁତର ଅବନତି ଦେଖାଦେଇଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ରାଞ୍ଚତ୍ର ଆର୍ଆଇଏମ୍ଏସ୍ରେ ଭର୍ତ୍ତି କରାଯାଇଥିବାବେଳେ ଝିଅ ମିସା ଭାରତୀ ସେଠାରେ ପହଞ୍ଚତ୍ଛନ୍ତି।…
ତିନି ଦିନିଆ ତାମିଲନାଡୁ ଗସ୍ତରେ ରାହୁଲ ଗାନ୍ଧୀ: ମୋଦି ସରକାରଙ୍କ ବିରୋଧରେ ମିଶିକି ଲଢିବାକୁ ଆହ୍ୱାନ
ଚେନ୍ନାଇ,୨୩ ।୧: ତାମିଲନାଡୁରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ହେଲାଣି ସରଗରମ । ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି । ଏହାକୁ ଦେଖି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୩ ଦିନିଆ ତାମିଲନାଡୁ ଗସ୍ତରେ ଯାଇଛନ୍ତି…
ଛାତ୍ରୀଛାତ୍ରଙ୍କ ଉପରୁ କମିବ ଚାପ
ଅନୁଗୋଳ ଅଫିସ, ୨୩।୧: ମହାମାରୀ କୋଭିଡ୍-୧୯ ବଦଳାଇ ଦେଇଛି ପଢ଼ା ସହ ପରୀକ୍ଷା ବ୍ୟବସ୍ଥା। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ କ୍ଷେତ୍ରରେ ନିଆଯାଇଛି ବହୁ ନୂଆ ପଦକ୍ଷେପ। ଦୀର୍ଘ ୯ ମାସର ଅନ୍ଲାଇନ୍ କ୍ଲାସ ପରେ ଏବେ ୧୦୦ ଦିନିଆ ଅଫ୍ଲାଇନ୍ କ୍ଲାସ…
Archives


