ଏହି ସମୟରେ ଗ୍ରୀନ୍ ଟି ପିଉଛନ୍ତି କି ?
ଶରୀର ଲାଗି ଗ୍ରୀନ୍ ଟି ଉପକାରୀ। ଏହା କୋଲେଷ୍ଟରଲ କମ୍ କରିବା ସହ ହୃଦ୍ଘାତରୁ ଆରମ୍ଭ କରି ଷ୍ଟ୍ରୋକ୍ ପର୍ଯ୍ୟନ୍ତ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। କେହି କେହି ସକାଳେ ଗ୍ରୀନ୍ ଟି ପିଇବାକୁ ଭଲ ପାଉଥିବା ବେଳେ କେହି…
୧୦ମ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ
ଜୟପୁର,୨୨ା୧: କୋରାପୁଟ ଜିଲାର ଏକ ସେବାଶ୍ରମ ବିଦ୍ୟାଳୟର ଜଣେ ୧୦ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ,…
ମୋଦିଙ୍କୁ ଧନ୍ୟବାଦ୍ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ
ଢାକା,୨୨।୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି। ପଡ଼ୋଶୀ ଦେଶକୁ ଉପହାର ଆକାରରେ ୨ ନିୟୁତ କୋଭିଡ୍-୧୯ କୋଭିଡିଲ୍ଡ ଭାକ୍ସିନ ଯୋଗାଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ବାଂଲାଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା…
ଶିକ୍ଷାନୁଷ୍ଠାନର ୨ଶହ ମିଟର ଭିତରେ ଗୁଟ୍ଖା, ସିଗାରେଟ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ
ଜୁନାଗଡ଼,୨୨।୧: କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଶିକ୍ଷାନୁଷ୍ଠାନର ୨ଶହ ମିଟର ପରିସରରେ ଖୋଲା ହୋଇଥିବା ଦୋକାନରେ ଶୁକ୍ରବାର ଚଢାଉ କରାଯାଇଥିଲା। ଚଢାଉ ବେଳେ ଅଧିକାରୀମାନେ ଦୋକାନୀଙ୍କଠାରୁ ଫାଇନ ଆଦାୟ କରିବା ସହ ଗୁଟ୍ଖା, ତମାଖୁ, ବିଡି, ସିଗାରେଟ, ଖଇନୀ ଆଦି…
ଗଛ ଉପରେ ଭାଲୁ
ବୋରିଗୁମ୍ମା,୨୨ା୧: କ୍ରମାଗତ ଭାବେ ଜଙ୍ଗଲ ନଷ୍ଟ ଏବଂ ଖାଦ୍ୟାଭାବ ଯୋଗୁ ବିଭିନ୍ନ ସମୟରେ ବନ୍ୟଜନ୍ତୁ ଜନବସତି ଆଡକୁ ମୁହାଁଉଛନ୍ତି। ଫଳରେ ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଉଛି। ସେପରି ଏକ ପରିବେଶ ଦେଖିବାକୁ ମିଳିଛି କୋରାପୁଟ ଜିଲା…
ସୁଶାନ୍ତଙ୍କ ନାମରେ ନାମିତ ହେବ ଦକ୍ଷିଣ ଦିଲ୍ଲୀର ରୋଡ୍
ନୂଆଦିଲ୍ଲୀ,୨୨।୧: ଦକ୍ଷିଣ ଦିଲ୍ଲୀର ଆଣ୍ଡ୍ରିୟୁ ଗଞ୍ଜର ଏକ ରୋଡ୍ର ନାମ ଦିବ୍ୟଙ୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ରଖାଯିବ। ଏ ନେଇ ଦିଆଯାଇଥିବା ପ୍ରସ୍ତାବକୁ ସୁଶାନ୍ତଙ୍କ ଜୟନ୍ତୀ ଅବସରରେ ଗୁରୁବାର ମଞ୍ଜୁରୀ ମିଳିଛି। ଗତବର୍ଷ ଜୁନ ୧୪ ତାରିଖରେ…
ଭାକ୍ସିନ ଉପରେ ଅଧିକ ଭରସା କରୁଛନ୍ତି ଭାରତୀୟ
ନୂଆଦିଲ୍ଲୀ,୨୨।୧: ପୂରା ଦେଶରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବାର ଏକ ସପ୍ତାହ ମଧ୍ୟରେ ୧ ନିୟୁତରୁ ଅଧିକ ଭାରତୀୟ କରୋନା ଭାକ୍ସିନ ନେଇସାରିଛନ୍ତି। ପ୍ରଥମ ଦିନ ଦେଶରେ ୨ ଲକ୍ଷ ସ୍ବାସ୍ଥ୍ୟକର୍ମୀଙ୍କ ଭ୍ୟାକସିନେଟ କରାଯାଇଥିଲା। ଯେ କୌଣସି ଦେଶରେ ଟିକାକରଣ ଆରମ୍ଭ…
ହାତୀ ମୃତ୍ୟୁ ପାଇଁ ବନ ବିଭାଗ ଦାୟୀ
ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ କସଂର ଗ୍ରାମ ନିଟକସ୍ଥ ଜଙ୍ଗଲରୁ ଗୁରୁବାର ବନ ବିଭାଗ ଏକ ମାଈ ହାତୀର ମୃତଦେହ ଜବତ କରିଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ ବିଦ୍ୟୁତ୍ ଆଘାତରେ ହାତୀର…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ
ବ୍ରହ୍ମପୁର ଅଫିସ,୨୨ା୧: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଲିଙ୍ଗରାଜ ଲ’ କଲେଜରେ ଠିକା ଭାବେ କାମ କରୁଥିବା ଟାଇପିଷ୍ଟ ପ୍ରଶାନ୍ତ କୁମାର ନାୟକ ଗିରଫ ହୋଇ ଜେଲ ଯାଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତାଙ୍କୁ ଜାମିନ ମିଳିଛି। ହାଇକୋର୍ଟ ନିର୍ଦ୍ଦେଶ ଆଧାରରେ ଶୁକ୍ରବାର…
ବାଲ୍ୟବିବାହ ସୂଚନା ଦେଲେ ମିଳିବ ୫ ହଜାର ପୁରସ୍କାର
ଛତ୍ରପୁର,୨୨ା୧(ଡି.ଏନ୍.ଏ.)- ଗଞ୍ଜାମ ଜିଲା ନିର୍ଭୟକଢି ଟାସ୍କଫୋର୍ସ କମିଟି ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ । ଗାଁରେ ବାଲ୍ୟବିବାହ ହେଲେ ସ୍ଥାନୀୟ ସ୍କୁଲ ଶିକ୍ଷକ ଓ ଅଙ୍ଗନୱାଡି…
ମାନବିକତା ଦେଖାଇଲେ ମନ୍ତ୍ରୀ: ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ପହଞ୍ଚାଇଲେ ଡାକ୍ତରଖାନାରେ
ସଇଁତଲା,୨୨।୧: ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଦୁର୍ଘଟଣାଗ୍ରସ୍ତ ଜଣେ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ମାନବିକତା ଦେଖାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବଡ଼ମାଳ ଗୋଳାବାରୁଦ କାରଖାନା କେନ୍ଦ୍ରୀୟ…
ମହାବଳ ନା କଲରାପତରିଆ ବାଘ, ପାଦ ଚିହ୍ନକୁ ନେଇ ଦ୍ୱନ୍ଦ୍ୱରେ ବନବିଭାଗ
ସଜନାଗଡ଼, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟ ୨୭୨.୭୩ ବର୍ଗକିଲୋମିଟର ପରିବ୍ୟାପ୍ତ। ଏହା ଭିତରେ କିଛି ନିର୍ଦ୍ଦିଷ୍ଟ ସ୍ଥାନୀୟ ଅଞ୍ଚଳରେ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। ଏହା ମହାବଳ ନା କଲରାପତରିଆ ବାଘ ଏଯାଏ ସ୍ପଷ୍ଟ ହୋଇପାରୁନି। ଯାହାକୁ…
Archives


