ସିଡନୀ ଟେଷ୍ଟ ପରେ ଏହି ଖେଳାଳିଙ୍କୁ ମେସେଜ୍ କରି ଏଭଳି କହିଥିଲେ ଦ୍ରାବିଡ୍
ହାଇଦ୍ରାବାଦ,୨୨।୧: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍ ହାତେଇବା ପରେ ଭାରତୀୟ ଟିମ୍ର ଭୂରି ଭୂରି ପ୍ରଶଂସା କରାଯାଉଛି। ଏହି ଜିତ୍କୁ ନେଇ ଭାରତର ପୂର୍ବ ଅଧିନାୟକ ରାହୁଲ ଦ୍ରାବିଡ ମଧ୍ୟ ଚର୍ଚ୍ଚାରେ ରହିଛନ୍ତି। ୫ ବର୍ଷ ପୂର୍ବେ ଭାରତର ଅଣ୍ଡର ୧୯ ଏବଂ…
ଆଇପିଏଲ୍ ନିଲାମ ପାଇଁ ମନୋନୀତ ହେଲେ ୬ ଓଡ଼ିଆ କ୍ରିକେଟର୍
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଚଳିତ ବର୍ଷ ଆଇପିଏଲ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଉଛି। ଏହା ପୂର୍ବରୁ ଏବେ ବିଭିନ୍ନ ଦଳ ପକ୍ଷରୁ ଖେଳାଳିଙ୍କୁ ଛାଡିବା ଏବଂ ରଖିବା ପ୍ରକ୍ରିୟା ଚାଲିଛି। ଏଥର ଆଇପିଏଲ୍ରେ ନିଲାମ ପାଇଁ ୬ ଓଡ଼ିଆ କ୍ରିକେଟର୍ ମନୋନୀତ ହୋଇଥିବା ନେଇ…
ମମତାଙ୍କୁ ଆଉ ଏକ ଧକ୍କା
କୋଲକାତା,୨୨ ।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୀତି ବେଳକୁ ବେଳ ହେଉଛି ସରଗରମ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅର୍ଥାତ୍ ଶାସକ ତ୍ରୁଣମୂଳ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଧକ୍କା ବି ଲାଗୁଛି । ଶୁକ୍ରବାର…
ସଙ୍କଟ ସମୟରେ ବୁଦ୍ଧିମାନ ବ୍ୟକ୍ତିଙ୍କୁ କ’ଣ କରିବା ଉଚିତ ? ଚାଣକ୍ୟ କହିଲେ ଏମିତି
ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ଶ୍ଳୋକ ମାଧ୍ୟମରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବର୍ଣ୍ଣନା କରିଛନ୍ତି । ଯାହାକୁ ଗ୍ରହଣ କରି ଜଣେ ଖୁସିରେ ଜୀବନ ଅତିବାହିତ କରିପାରିବ। ସେ ତାଙ୍କ ନୀତିଶାସ୍ତ୍ରରେ ସଙ୍କଟ…
ୟୁପିରେ ଅପରାଧୀ କରୁଛନ୍ତି ତାଣ୍ଡବ, ମୁଖ୍ୟମନ୍ତ୍ରୀ ରାମ ନାମ ସତ୍ୟ ଜପୁଛନ୍ତି: ଅଖିଳେଶ
ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶରେ ଆଇନ୍ ଶୃଙ୍ଖଳା ପରିସ୍ଥିତ ଭୁଶୁଡି ପଡିଛି। ଏଠାରେ ଅପରାଧୀ ତାଣ୍ଡବ କରୁଥିବାବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାମ ନାମ ସତ୍ୟ ଜପୁଥିବା କହିଛନ୍ତି ସମାଜବାଦୀ ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ। ଅପରାଧୀଙ୍କୁ ଧରିବାରେ ପୋଲିସ ବିଫଳ…
ଏହି ଯୁବତୀଙ୍କ ପଛରେ ପାଣି ପରି ପଇସା ଖର୍ଚ୍ଚ କରନ୍ତି ପୁଟିନ୍
ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ନାଁରେ ଜଣେ ବ୍ୟକ୍ତି ଏକ ଗୁରୁତର ଅଭିଯୋଗ କରିଛନ୍ତି। ତାହା ପୁଣି ସୋସିଆଲ ମିଡିଆରେ ଶେୟାର କରି କହିଛନ୍ତି। ଆଲେକ୍ସି ନାଓ୍ବଲନୀ ନିଜର ବ୍ଲଗରେ କହିଛନ୍ତି, ପୁଟିନଙ୍କ ନିକଟରେ ୧୦୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏକ…
୧୫ ବର୍ଷ ଧରି ରାସ୍ତାକଡ଼ରେ ପଡ଼ିରହିଥିଲେ ଏହି ଅନ୍ତରାଷ୍ଟ୍ରୀୟ କ୍ରିକେଟର; ଶେଷସମୟ ଥିଲା ଯନ୍ତ୍ରଣାଦାୟକ
ନୂଆଦିଲ୍ଲୀ,୨୨।୧: ଆଜିର ସମୟରେ ଜଣେ ଖେଳାଳି କ୍ରିକେଟରେ ବହୁତ ଟଙ୍କା ରୋଜଗାର କରିପାରିବେ। ଯଦି ଖେଳାଳି ଅନ୍ତର୍ଜାତୀୟସ୍ତରରେ ସଫଳ ହୁଅନ୍ତି ତେବେ ଟଙ୍କାର ଅଭାବ ରହି ନ ଥାଏ। ଦେଶ ପାଇଁ ଖେଳିବାର ମଉକା ନ ମିଳିଲେ ହେଁ ଆଇପିଏଲ୍ ଭଳି…
ଆଜି ରାଜ୍ୟରୁ ୧୫୪ ପଜିଟିଭ୍ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୧୫୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୦୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୯ ଜଣ ଚିହ୍ନଟ…
ଅରୁଣାଚଳ ପ୍ରଦେଶରେ ଗାଁ ନିର୍ମାଣ କରି ଭାରତକୁ ନାଲି ଆଖି ଦେଖାଉଛି ଚାଇନା
ବେଜିଂ,୨୨।୧: ଭାରତ ଏବଂ ଚାଇନା ମଧ୍ୟରେ ଲଦାଖରେ ସୀମା ବିବାଦ ଏପର୍ଯ୍ୟନ୍ତ ଥମି ନାହିଁ। ଚାଇନା ପୁଣିଥରେ ଅରୁଣାଚଳ ପ୍ରଦେଶ ଉପରେ ନିଜ ହକ୍ ଜାହିର କରିଛି। ଅରୁଣାଚଳ ପ୍ରଦେଶରେ ଚାଇନା ଏକ ନୂଆ ଗାଁ ନିର୍ମାଣ କରୁଥିବା ଜଣାପଡିଛି। ଏନେଇ…
୩ ବିଭାଗକୁ ରିପୋର୍ଟ ତଲବ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶିଳ୍ପସଂସ୍ଥା ଏବଂ ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟ ଜଳ ନଦୀ, ଜଳାଶୟକୁ ପ୍ରଦୂଷିତ କରୁଛି। ସ୍ପଞ୍ଜ୍ ଆଇରନ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ବଢୁଛି। ଏହାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ବିଭାଗ, ଜଙ୍ଗଲ ଓ…
ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା
ଭୁବନେଶ୍ୱର,୨୨।୧(ବ୍ୟୁରୋ): କୋଭିଡ୍ କଟକଣା ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧। ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ଏହି ମେଳାକୁ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ…
ଆର୍ଏସ୍ଏସ୍ ସହ ଜଡିତ ସଦସ୍ୟଙ୍କର ବାଇଡେନଙ୍କ ଟିମ୍ରେ ସ୍ଥାନ ନାହିଁ!
ୱାଶିଂଟନ,୨୨ ।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ୨୦ ଜାନୁୟାରୀ ବୁଧବାର ଶପଥ ଗ୍ରହଣ କରି ସାରିଛନ୍ତି । ଏବେ ତାଙ୍କ ଟିମ୍ରେ କିଏ ସାମିଲ ହୋଇଛନ୍ତି କିଏ ସାମିଲ ହୋଇ ନାହାନ୍ତି ତାକୁ ନେଇ ଆଲୋଚନା…
Archives


