ଆସନ୍ତା ମେ’ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ
ନୂଆଦିଲ୍ଲୀ,୨୨।୧: କଂଗ୍ରେସର କାର୍ଯ୍ୟକାରିଣୀ କମିଟି (ସିଡବ୍ଲୁସି) ବୈଠକରେ ଶୁକ୍ରବାର ଏକ ବଡ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ମେ’ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଏହି ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି। ଏବର୍ଷ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା…
୮୦ ଶତକ,୧୫୨ ଅର୍ଦ୍ଧଶତକ: ମାତ୍ର ୭ ସପ୍ତାହର ଅନ୍ତରାଷ୍ଟ୍ରୀୟ କ୍ୟାରିୟର ସତ୍ତ୍ୱେ ଏହି ଖେଳାଳି ପାଲଟିଥିଲେ ମହାନ ବ୍ୟାଟ୍ସମ୍ୟାନ୍
ନୂଆଦିଲ୍ଲୀ,୨୨।୧: କ୍ରିକେଟ ଇତିହାସର ଅନେକ ଅଭିଜ୍ଞ ଖେଳାଳିଙ୍କ ମଧ୍ୟରୁ ବେରୀ ରିଚାର୍ଡସ୍ ଅନ୍ୟତମ। ୧୯୭୦ ମସିହା ଆଜିର ଦିନରେ ଦକ୍ଷିଣ ଆଫ୍ରିକା ପାଇଁ ବେରି ଅନ୍ତରାଷ୍ଟ୍ରୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ। ପଦାର୍ପଣ ପରେ ନିଜର ଦମ୍ଦାର ବ୍ୟାଟିଂକୁ ନେଇ ସେ…
କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଆରମ୍ଭ
ନୂଆଦିଲ୍ଲୀ,୨୨।୧: କଂଗ୍ରେସର କାର୍ଯ୍ୟକାରିଣୀ କମିଟି (ସିଡବ୍ଲୁସି)ର ବୈଠକ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ଏହି ବୈଠକରେ ଦଳର ନୂତନ ସଭାପତି ନିର୍ବାଚନକୁ ନେଇ ସ୍ପଷ୍ଟ ହେବାର ସମ୍ଭାବନା ରହିଛି। ନୂତନ ସଭାପତି ନିର୍ବାଚନ ସହିତ କୃଷକ ଆନ୍ଦୋଳନ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ…
ରାମ ମନ୍ଦିର ନିର୍ମାଣ ପାଇଁ ଦିବ୍ୟାଙ୍ଗ ଶ୍ରମିକ ଦାନ କଲେ ୫ଶହ ଟଙ୍କା
ଜମ୍ମୁ,୨୨ ।୧: ଆଯୋଧ୍ୟାରେ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ତୋଳା କାମ । ଏଥିପାଇଁ ସାରା ଦେଶରୁ ଚାନ୍ଦା ଯୋଗାଡ କରାଯାଉଛି । ଏହି କ୍ରମରେ ଜମ୍ମୁ-କଶ୍ମୀରର ଜଣେ ଦିବ୍ୟାଙ୍ଗ ଶ୍ରମିକ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି…
ହୃଦୟ ଜିତିଲେ ପୂଜାରାଙ୍କ ୨ ବର୍ଷର ଝିଅ: କହିଲେ, ବାପାଙ୍କ ଯନ୍ତ୍ରଣାକୁ ଏମିତି ଉପଶମ କରିବି
ଭାରତୀୟ ଟେଷ୍ଟ କ୍ରିକେଟ ଦଳର ସଦସ୍ୟ ଚେତେଶ୍ୱର ପୂଜାରା ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲରଙ୍କ ସମ୍ମୁଖରେ ପାଚେରୀ ଭାବରେ ଠିଆ ହୋଇଥିଲେ। ବ୍ରିସବେନରେ ଖେଳାଯାଇଥିବା ଶେଷ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତର ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲୀୟ ବୋଲରମାନେ ତାଙ୍କ…
ପାଠପଢ଼ା ପାଇଁ ଡିବିରି ଆଲୁଅ ଭରସା
ମହାକାଳପଡ଼ା,୨୨।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତର ରାମଚଣ୍ଡୀ ପଡା ୧ ନଂ. ଓ୍ବାର୍ଡର ସଂଖ୍ୟାଲଘୁ ସମ୍ପ୍ରଦାୟ ପରିବାରକୁ ମିଳୁନି ବିଦ୍ୟୁତ୍ ସେବା। ଫଳରେ ପିଲାମାନେ ପାଠ ପଢିବାକୁ ଡିବିରି ଆଲୁଅକୁ ଭରସା କରୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ନିକଟରେ ସଂଖ୍ୟାଲଘୁ…
ଗାଁ ଶ୍ମଶାନ ଉପରେ ପଥର ମାଫିଆଙ୍କ ଆଖି
ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲାରେ ସରକାରୀ ଜମି, ଗ୍ରାମ୍ୟ ଜଙ୍ଗଲ ଏବଂ କାଜୁ ଜଙ୍ଗଲରୁ ପଥର ମାଫିଆମାନେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଥିବାବେଳେ ଏବେ ସେମାନଙ୍କ ଲୋଲୁପ ଦୃଷ୍ଟି ଗାଁ ଶ୍ମଶାନ ଜମି ଉପରେ ପଡ଼ିଛି। ଗତ କିଛିଦିନ…
ଚେନ୍ନାଇ ଦଳରେ ସାମିଲ ହେଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍
ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ ମିନି ନିଲାମ ରବିନ ଉଥାପ୍ପାଙ୍କୁ ଏଥର ଦଳରେ ନେଇ ଚେନ୍ନାଇ ସୁପର୍ କିଙ୍ଗ୍ସ। ଷ୍ଟିଭ ସ୍ମିଥଙ୍କ ଅଧିନାୟକତ୍ୱରେ ରାଜସ୍ଥାନ ପାଇଁ ଉଥାପ୍ପାଙ୍କ ପୂର୍ବ ଆଇପିଏଲ ସିଜିଜ୍ରେ ଅତ୍ୟନ୍ତ ଖରାପ ଥିଲା ଏବଂ ସେ ତିନିଥର ଆଇପିଏଲ…
୩୬ ରନ୍ରେ ଅଲଆଉଟ୍ ହେବାପରେ ଅଧରାତିରେ ହୋଇଥିଲା ଏମିତି ଯୋଜନା
ଦୁଇଟି କାରଣ ପାଇଁ ଭାରତର ଅଷ୍ଟ୍ରେଲିଆ ଗସ୍ତ ସ୍ମରଣୀୟ ହେବାକୁ ଯାଉଛି। ପ୍ରଥମ- ଏହି ଗସ୍ତରେ ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳ ୩୬ ରନରେ ଅଲଆଉଟ୍ ହୋଇଥିଲା। ଏହି ମ୍ୟାଚ୍ରେ ପରାଜୟ ପରେ ଭାରତ କ୍ରିକେଟ ଇତିହାସରେ ସବୁଠାରୁ ବିପଜ୍ଜନକ…
ଫ୍ଲାଏ ଓଭର ବ୍ରିଜ୍ ତଳ ରାସ୍ତାରେ ଭୟ
ବଡ଼ଚଣା,୨୨।୧(ଡି.ଏନ୍.ଏ.): ୧୬ନଂ. ଜାତୀୟ ରାଜପଥ ସଂପ୍ରସାରଣ କରାଯାଇ ୨ରୁ ୪ ଲାଇନ କରାଗଲା। ଜନସାଧାରଣଙ୍କ ସୁବିଧାକୁ ଆଖି ଆଗରେ ରଖି ବଜାର, ଛକ ଏବଂ ମୁଖ୍ୟସ୍ଥଳରେ ଫ୍ଲାଏ ଓଭରବ୍ରିଜ ନିର୍ମାଣ ହେଲା। ୨୦୧୫-୧୬ରେ ଏହି ପ୍ରକ୍ରିୟା ଶେଷ ହୋଇଥିଲା। ହେଲେ ନିର୍ମାଣ…
ଏଥର ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରୀଛାତ୍ର
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଛାତ୍ରୀଛାତ୍ର ନିଜ ସ୍କୁଲରେ ହିଁ ପରୀକ୍ଷା ଦେବେ। ଯଦିଓ ଏନେଇ ବିଧିବଦ୍ଧ ଘୋଷଣା କରାଯାଇ ନାହିଁ ତେବେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏପରି ସୂଚନା ଦିଆଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଏଥର…
ପୁଲଓ୍ବାମା ଆକ୍ରମଣ ଏକ ରାଜନୈତିକ ଷଡଯନ୍ତ୍ର: ଶିବସେନା
ପୁଣେ,୨୨।୧: ରିପବ୍ଲିକ ଟିଭିର ମୁଖ୍ୟ ଅର୍ନବ ଗୋସ୍ବାମୀଙ୍କ ହ୍ବାଟ୍ସଆନ୍ ଚାଟ୍ ଭାଇରାଲ ହେବା ପରେ ଭାଜପା ଉପରେ ବର୍ଷିଛି ଶିବସେନା। ଏହାର ମୁଖପତ୍ର ସାମ୍ନାରେ କୁହାଯାଇଛି ଯେ, ୨୦୧୯, ଫେବୃୟାରୀ ୧୪ରେ ପୁଲଓ୍ବାମାରେ ଆମ ସୈନିକଙ୍କ ହତ୍ୟା ଦେଶ ଭିତରେ ରଚାଯାଇଥିବା…
Archives


