ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ
ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥି ରହିବ। ଏହା ସହ ଅଶ୍ୱିନୀ ନକ୍ଷତ୍ରର ପ୍ରଭାବ ରହିବ ଏବଂ ଚନ୍ଦ୍ରମା…
ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍ ଘଟିଲା…
ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଗଁାର ରୁପଧର ନାଗ (୩୨)। ସୂଚନା ଅନୁଯାୟୀ ରୂପଧର ନାଗ ଅନ୍ୟ…
ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍ରୁ ୮ ଷ୍ଟାର୍ ଖେଳାଳି ଆଉଟ୍, ପଛରେ ରହିଛି ଏହି ବଡ଼ କାରଣ!
ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ଦଳକୁ ସଞ୍ଜୁ ସାମସନ, ଜସପ୍ରୀତ ବୁମରାଙ୍କ ସମେତ ଅନେକ ଷ୍ଟାର୍ ଖେଳାଳି…
ଫେମ୍ ଇଣ୍ଡିଆର ଟପ୍ ୨୫ରେ ଝାରସୁଗୁଡ଼ା ଏସ୍ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ
ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ ନାମ ସ୍ଥାନ ପାଇଛି। ପୋଲିସ ନେତୃତ୍ୱ, ଅପରାଧ ନିୟନ୍ତ୍ରଣ, ଆଇନଶୃଙ୍ଖଳା ପରିଚାଳନା, ଜନସୁରକ୍ଷା,…
ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ
ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍ର ଜଣେ ସଦସ୍ୟ ଆମ୍ବ ଗଛ ଉପରକୁ ଚଢ଼ିଯାଇଥିଲେ ହେଁ ହାତୀ ତାଙ୍କୁ ସହଜରେ ଛାଡ଼ି ନ ଥିଲା। ଉତ୍ପାତିଆ…
ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ
ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ ବିଦ୍ୟାଳୟ ଏବେ ସରକାରୀ ଅବହେଳାର ଶିକାର ହୋଇଛି। ପୂର୍ବ ସରକାରଙ୍କ ସମୟରେ ୫-ଟି…
ବୈଭବ ସୂର୍ଯ୍ୟବଂଶୀଙ୍କ ୬ ଐତିହାସିକ ରେକର୍ଡ, ଭାଙ୍ଗିବା ପ୍ରାୟ ଅସମ୍ଭବ!
ନୂଆଦିଲ୍ଲୀ,୨।୯: ଖୁବ କମ ବୟସରେ କ୍ରିକେଟ ଜଗତରେ ବଡ଼ ନାଁ କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ସେ ଯେଉଁ ସିରିଜ କିମ୍ବା ଟୁର୍ନାମେଣ୍ଟରେ ଖେଳୁଛନ୍ତି, ସେଠାରେ କୌଣସି ନା କୌଣସି ବଡ଼ ରେକର୍ଡ ନିଜ ନାଁରେ କରି ଚର୍ଚ୍ଚାକୁ ଆସୁଛନ୍ତି। ନିଜର ଛୋଟ…
ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି
ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି ଖୋଜାଚାଲିଛି। ଏନ୍ଟିପିସି ପକ୍ଷରୁ ଦେବଗଡ଼ ଓ ନବରଙ୍ଗପୁରରେ ପରମାଣୁ ଶକ୍ତି ପ୍ରକଳ୍ପ ଲାଗି…
ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ୧,୦୫୦ ଟପିଲା
କାଠମାଣ୍ଡୁ,୨ା୯: ନେପାଳର ପ୍ରଳୟଙ୍କରୀ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୧,୦୫୦ ଟପିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକ ମୃତଦେହ ମିଳୁଥିବା ଅଧିକାରୀମାନେ କହିଛନ୍ତି। ଲଗାଣ ବର୍ଷା ସାଙ୍ଗକୁ ପୂର୍ବ ନେପାଳର ନଦୀଗୁଡ଼ିକର ଜଳପତ୍ତନ ବୃଦ୍ଧିକୁ ନେଇ ପୁଣି ବନ୍ୟା ଆସିବା…
ଗ୍ରୀନ୍ ବିଲ୍ଡିଂରେ ୨୪% ପର୍ଯ୍ୟନ୍ତ ଖର୍ଚ୍ଚ ସଞ୍ଚୟ ସମ୍ଭବ
ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ସୌର ଓ ଅକ୍ଷୟ ଶକ୍ତି ବ୍ୟବହାର ଦ୍ୱାରା କେବଳ ଯେ ପରିବେଶକୁ ସୁସ୍ଥ ଓ ସବୁଜ ରଖାଯାଇପାରିବ ତାହା ନୁହେଁ, ପରିବାରର ଖର୍ଚ୍ଚ ୨୪% ପର୍ଯ୍ୟନ୍ତ ସଞ୍ଚୟ ହୋଇପାରିବ ବୋଲି ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି କହିଛନ୍ତି।…
ଚାକିରି ଛାଡି ନିଜର ବିଜନେସ୍ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍ ହେବାର ରହିଛି କ୍ୱାଲିଟି…
ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି କାରଣରୁ ସେମାନେ ସାରା ଜୀବନ ଚାକିରି କରି କରି ବିତାଇ ଦିଅନ୍ତି। କିନ୍ତୁ…
ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…
ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ ୮ଟା ୩୦ ସୁଦ୍ଧା ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଉପକୂଳ ଓଡ଼ିଶା, ଝାଡ଼ଖଣ୍ଡ ଏବଂ…

