‘ଯେଉଁଠି ଥିଲେ ଟିକା ନେଇପାରିବେ’
ଭୁବନେଶ୍ୱର, ୨୧।୧(ବ୍ୟୁରୋ):ଗୋଟିଏ ଜାଗାରେ ଡାଟାବେସ୍ ଥିବାବେଳେ ରେଜିଷ୍ଟ୍ରେଶନ ଅନ୍ୟତ୍ର କରିଥିବା ବ୍ୟକ୍ତି ଟିକାଦାନରୁ ବଞ୍ଚତ୍ତ ହେବେ ନାହିଁ। ପ୍ରଥମ ଡୋଜ୍ ଟିକା ନେବା ପରେ ଯଦି ପରବର୍ତ୍ତୀ ସମୟରେ ତାଙ୍କର ଅନ୍ୟ ସ୍ଥାନକୁ ବଦଳି ହୋଇଛି କିମ୍ବା ଅନ୍ୟ ସ୍ଥାନକୁ ଆସିଛନ୍ତି…
ବିଜେଡି ନେତାଙ୍କ ପାଇଁ ଭିନ୍ନ ଆଇନ: ଭାଜପା
ଭୁବନେଶ୍ୱର,୨୧ା୧(ବ୍ୟୁରୋ):ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟାପିକା ବୋହୂ ପ୍ରାୟ ୨ବର୍ଷ କାଳ କଲେଜ ନ ଆସି ଦରମା ନେଇଛନ୍ତି। ସାଧାରଣ ଲୋକଙ୍କ ପାଇଁ ଗୋଟେ ଆଇନ ଥିବାବେଳେ ବିଜେଡିର ନେତା, ମନ୍ତ୍ରୀ, ଏମ୍ପିଙ୍କ ପରିବାର ଲାଗି ଭିନ୍ନ…
୨୬ରୁ ହାଇବ୍ରିଡ୍ ଆଦିବାସୀ ମେଳା
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ୟୁନିଟ-୧ ଆଦିବାସୀ ପଡ଼ିଆରେ ଆସନ୍ତା ୨୬ତାରିଖରୁ ଆରମ୍ଭ ହେବ ଆଦିବାସୀ ମେଳା। କରୋନା ମହାମାରୀ ଯୋଗୁ ଷ୍ଟଲ୍ ସଂଖ୍ୟା ହ୍ରାସ କରି ମେଳାକୁ ୟୁନିଟ୍-୩ ଇଡ୍କୋ ପ୍ରଦର୍ଶନୀ ପଡ଼ିଆ ପରିବର୍ତ୍ତେ ଆଦିବାସୀ ପଡ଼ିଆରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ଫେବୃୟାରୀ ୯ତାରିଖ…
ଚିଲ୍ଡ୍ରେନ୍ କୋର୍ଟକୁ ଗଲା ପରୀ ହତ୍ୟା ମାମଲା
ନୟାଗଡ଼ ଅଫିସ,୨୧।୧: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲା ଚିଲ୍ଡ୍ରେନ କୋର୍ଟକୁ ସ୍ଥାନାନ୍ତର ହୋଇଛି। ବୁଧବାର ଜୁଭେନାଇଲ ଜଷ୍ଟିସ ବୋର୍ଡ(କିଶୋର ନ୍ୟାୟ ପରିଷଦ)ରେ ଜଣେ ମନସ୍ତତ୍ତ୍ୱବିତ୍ଙ୍କ ଦ୍ୱାରା ଧାରା ୧୫ ଅନୁସାରେ ବାଳସୁଧାର ଗୃହରେ ଥିବା କଲେଜ ଛାତ୍ରଙ୍କୁ ପଚରାଉଚୁରା କରାଯାଇଥିଲା। ଏହାପରେ…
ବାମପନ୍ଥୀ ମାଓବାଦୀ କାର୍ଯ୍ୟକଳାପ ରୋକିବାକୁ ରଣନୀତି
ଭୁବନେଶ୍ୱର,୨୧।୧(ବ୍ୟୁରୋ):ରାଜ୍ୟରେ ବାମପନ୍ଥୀ ମାଓବାଦୀଙ୍କ କାର୍ଯ୍ୟକଳାପକୁ ରୋକିବାକୁ ଆରମ୍ଭ ହୋଇଛି ନୂଆ ରଣନୀତି। ଏନେଇ ବିଏସ୍ଏଫ୍ ମହାନିର୍ଦ୍ଦେଶକ ରାକେଶ ଆସ୍ଥାନା ବୁଧବାର ଓଡ଼ିଶା ଗସ୍ତରେ ଆସି ପୋଲିସ ଡିଜି ଅଭୟଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ୍ରେ ଅନୁଷ୍ଠିତ ବୈଠକରେ ଏହା…
୩ ବିଲେଇଙ୍କୁ ବିଷ ଦେଇ ହତ୍ୟା, ପଡ଼ୋଶୀଙ୍କ ନାଁରେ ମାମଲା
କଟକ ସଦର, ୨୧।୧(ଡି.ଏନ୍.ଏ):ପଶୁଙ୍କ ପ୍ରତି ନିଷ୍ଠୁରତାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମୁଗଭଙ୍ଗା ଅଞ୍ଚଳରେ। ୩ଟି ପୋଷା ବିଲେଇଙ୍କୁ ଜଣେ ପଡ଼ୋଶୀ ବିଷ ଦେଇ ମାରିଦେଇଥିବା ଅଭିଯୋଗ ହୋଇଛି। ନୀଳିମା ଦଳେଇଙ୍କ ଅଭିଯୋଗକୁ ଭିତ୍ତି…
ସେନାକୁ ଆହୁରି ଆଧୁନିକୀକରଣ କରିବାକୁ ପଡ଼ିବ
ଭୁବନେଶ୍ୱର, ୨୧।୧(ବ୍ୟୁରୋ):ସୀମା ଉପରେ ଚାଇନା ଓ ପାକିସ୍ତାନ ସହ ଲଢ଼ିବାକୁ ହେଲେ ଆମକୁ ଆହୁରି ପ୍ରସ୍ତୁତ ହେବାକୁ ପଡିବ। ସେନାକୁ ଆଧୁନିକୀକରଣ କରିବା ସହ କାରିଗରି କ୍ଷେତ୍ରରେ ଉନ୍ନତି ଆଣିବାକୁ ହେବ। ଭାରତୀୟ ସେନାର ନୂଆ ଉପମୁଖ୍ୟ ଭାବେ ଦାୟିତ୍ୱ ନେବାକୁ…
ଉଜୁଡ଼ିପାରେ ରବି ଫସଲ
ଭୁବନେଶ୍ୱର,୨୧ା୧(ବ୍ୟୁରୋ):ବର୍ଷା ନ ହେବାରୁ ରାଜ୍ୟରେ ଖରିଫ ଫସଲ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ରହିଛି। ପଶ୍ଚିମା ବାୟୁ ପ୍ରବାହ ଧୋକା ଦେବାରୁ ରାଜ୍ୟରେ ବର୍ଷା ହେଉନାହିଁି। ଫଳରେ ଡାଲିଜାତୀୟ ଓ ତୈଳବୀଜ ଫସଲ ତଥା ବାଦାମ, ମୁଗ, ବିରି, କୋଳଥ,…
ଆଜିଠୁ ସହଜ ଦର୍ଶନ
ପୁରୀ ଅଫିସ,୨୧।୧:ଶ୍ରୀମନ୍ଦିରରେ ଗୁରୁବାରଠାରୁ ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସକାଳ ୭ଟାରୁ ଶ୍ରଦ୍ଧାଳୁମାନେ କୋଭିଡ୍ ଗାଇଡ୍ଲାଇନ୍ ଓ ସ୍ବତନ୍ତ୍ର ଏସ୍ଓପି ମାନି ମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରିପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ…
କେଉଁ ରୋଗରୁ ମୁକ୍ତି ଦିଏ କିସ୍ମିସ୍
କିସ୍ମିସ୍ ସ୍ବାସ୍ଥ୍ୟ ଉପକାରୀ । ଏହାକୁ ପ୍ରତିଦିନ ଖାଇବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ମିଳିଥାଏ। ଏହାସହ ଓଜନ୍ କମ୍ କରିବା ପାଇଁ ମଧ୍ୟ କିସ୍ମିସ୍ ସହାୟକ ହୋଇଥାଏ। ଏହା ଶରୀରକୁ ଶକ୍ତି ଯୋଗାଇବା ସହ ପେଟ ରୋଗ ସମସ୍ୟା…
ନାହାନ୍ତି ସୁଶାନ୍ତ: ଜନ୍ମଦିନ ପାଳୁଛନ୍ତି ପ୍ରଶଂସକ…
ମୁମ୍ବାଇ,୨୧।୧: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ୩୫ତମ ଜୟନ୍ତୀ ଗୁରୁବାର ପାଳିତ ହେଉଛି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ। ଇଞ୍ଜିନିୟରିଂ ପାଠ ଶେଷ ପରେ ସେ ଛୋଟ ପରଦାରେ ପବିତ୍ର ରିସ୍ତା ସିରିଏଲ୍ରେ ଅଙ୍କିତା…
୧୭ ବର୍ଷ ଧରି ଗାଁରେ ଜଳୁଛି ନିଆଁ..
ପୃଥିବୀରେ ଏଭଳି ବହୁ ରହସ୍ୟ ରହିଛି ଯାହାର ଉତ୍ତର ଏପର୍ଯ୍ୟନ୍ତ ମିଳିପାରିନାହିଁ। ଅନେକ ଗବେଷଣାପରେ ଗବେଷକ ମଧ୍ୟ ଏଭଳି ଅନେକ ରହସ୍ୟ ଭେଦ କରିବାକୁ ହୋଇ ନାହାଁନ୍ତି ସକ୍ଷମ। ଆଧୁନିକ ବିଜ୍ଞାନ ଏସବୁ ରହସ୍ୟ ନେଇ ନୀରବ। ସେଭଳି ଏକ ରହସ୍ୟମୟ…
Archives


