Home Left

ବାଇଡେନଙ୍କ ଶପଥ ଗ୍ରହଣର ୩ ଘଣ୍ଟା ପୂର୍ବରୁ ହ୍ବାଇଟ୍‌ ହାଉସ୍‌ ଛାଡ଼ିଲେ ଟ୍ରମ୍ପ

ଓ୍ବାଶିଂଟନ,୨୦।୧: ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି ଜୋ ବାଇଡେନ। ଏହି ଉତ୍ସବର ମାତ୍ର ୩ ଘଣ୍ଟା ପୂର୍ବରୁ ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ୍‌ ହାଉସ (ରାଷ୍ଟ୍ରପତି ଭବନ) ଛାଡ଼ିଛନ୍ତି। ‘ମୁଁ ବିଦାୟ ଜଣାଇବାକୁ ଚାହୁଁଛି।…

ସୁସ୍ଥ ହେଲେ ୨୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୧: ଓଡ଼ିଶାରେ ବୁଧବାର ୨୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୩୨୧ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୩୭ ଜଣ ସୁସ୍ଥ ହୋଇଥିବାପଳେ ଅନୁଗୁଳରୁ ୨୮, ବରଗଡ଼ରୁ ୨୩, ପୁରୀରୁ ୨୦, ଝାରୁସୁଗଡ଼ାରୁ…

ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଜବତ

ମାଲକାନଗିରି,୨୦ା୧: ମାଲକାନଗିରି ସଦର ବ୍ଲକ ପେଡ଼ାକୋଣ୍ଡା ପଞ୍ଚାୟତଠାରୁ ଦେଢ଼ କି.ମି. ଦୂରରେ ଥିବା ଏକ ପୋଖରୀ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ଗ୍ରାମବାସୀ ଠାବ କରିଛନ୍ତି। ଅନ୍ୟପକ୍ଷେ ଗ୍ରାମର ଜଣେ ଯୁବକ ଦୁଇଦିନ ହେଲା ନିଖୋଜ ଅଛନ୍ତି। ଏନେଇ…

ପୋଲିସ ଡରରେ ପୋଡ଼ିଦେଲେ କାର

ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର  ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ହେଲେ ପୋଲିସକୁ ଡରି ଗଞ୍ଜେଇ ଚାଲାଣକାରୀ କାରକୁ ନିଆଁ ଲଗାଇ ଦେଇଥିଲେ।…

୨୨ରେ କଂଗ୍ରେସ କାର୍ଯ୍ୟକାରୀ କମିଟିର ବୈଠକ

ନୂଆଦିଲ୍ଲୀ,୨୦।୧: ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡ୍‌ବ୍ଲ୍ୟୁସି)ର ବୈଠକ । ଏହି ବୈଠକରେ ଦଳର ସାଂଗଠନିକ ନିର୍ବାଚନ ଲାଗି ନିର୍ଦ୍ଧାରଣ ହେବ ତାରିଖ। ସଂସଦରେ ବଜେଟ୍‌ ଅଧିବେସନର ଏକ ସପ୍ତାହ ପୂର୍ବରୁ ଭିଡିଓ କନଫରେନ୍ସିଂ…

ଚିତ୍ରକୋଣ୍ଡାରେ ହେବ ଜୈବ ବିବିଧତା କେନ୍ଦ୍ର

ଚିତ୍ରକୋଣ୍ଡା,୨୦।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଉଦ୍ୟାନ କୃଷି ପକ୍ଷରୁ ପରିଚାଳିତ ବଡ ଫାର୍ମଠାରେ ଏକ ଜୈବ ବିବିଧତା କେନ୍ଦ୍ର ପ୍ରତିଷ୍ଠା ହେବ। ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଅଧକ୍ଷ ଡାକ୍ତର ସୁବ୍ରତ ବାକ୍‌ଚି, କୃଷି ଓ କୃଷକ ଉନ୍ନୟନ ବିଭାଗ ପ୍ରିନ୍ସପାଲ…

ଶାଳୀକୁ ବଳାତ୍କାର କଲା ଭିଣୋଇ

ରାଉରକେଲା ଅଫିସ,୨୦ା୧: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ତାଙ୍କ ଭିଣୋଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ଶାଳୀ ଭିଣୋଇଙ୍କ ଘରକୁ ବୁଲି ଆସିଥିଲେ। ସନ୍ଧ୍ୟାରେ ଭିଣୋଇ…

ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଖମାର,୨୦ା୧- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ପଞ୍ଚାୟତ କୋଚିଆବେଡା ସଂରକ୍ଷିତ ଜଙ୍ଗଲରୁ ବୁଧବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ମହିଳାମାନେ ଜାଳେଣି ସଂଗ୍ରହ ପାଇଁ ଯାଇଥିବା ବେଳେ ଶିଶୁଟି କାନ୍ଦୁଥିବା ଶୁଣିବାକୁ ପାଇଥିଲେ। କୋଚିଆବେଡା ଗ୍ରାମର ଶାନ୍ତି…

ସଞ୍ଜୁ ସାମସନଙ୍କୁ ମିଳିଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୨୦।୧: ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ ତା’ର ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଦଳରୁ ବିଦା କରିଛି। ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କୁ ଆଗାମୀ ଆଇପିଏଲ ପାଇଁ ଦିଆଯାଇଛି ନେତୃତ୍ୱ ଦାୟିତ୍ୱ। ସ୍ମିଥଙ୍କ ସମେତ ଗତବର୍ଷ ଭଲ ପ୍ରଦର୍ଶନ କରିବାରେ ବିଫଳ…

ଟେଷ୍ଟରେ ପନ୍ତ ବିଶ୍ୱର ଶ୍ରେଷ୍ଠ ମାନ୍ୟତା ପ୍ରାପ୍ତ ଉଇକେଟକିପର

ଦୁବାଇ,୨୦।୧: ବ୍ରିସବେନଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଯୁବ ଉଇକେଟକିପର ଋଷଭ ପନ୍ତ ୮୯ ରନ୍‌ର ସିରିଜ୍‌ ବିଜୟୀ ପାଳି ଖେଳିଥିଲେ। ଏଥି ଯୋଗୁ ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ତାଙ୍କ ର଼୍ୟାଙ୍କିଙ୍ଗ୍‌ରେ ଆସିଛି ଉନ୍ନତି। ସେ ଏବେ ୧୩ତମ ସ୍ଥାନ ଅଧିକାର…

କରୋନା ଟିକା ନେଇ ପୁଣି ଜଣେ ସ୍ବାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ

ହାଇଦ୍ରାବାଦ,୨୦।୧: କରୋନା ଟିକା ନେଇ ପୁଣି ଜଣେ ସ୍ବାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ତେଲଙ୍ଗାନାର ର୍ନିମଲ ଜିଲାର ଜଣେ ୪୨ ବର୍ଷିୟ ସ୍ବାସ୍ଥ୍ୟ କର୍ମୀ ବୋଲି ସୂଚନା ମିଳିଛି।  ସ୍ବାସ୍ଥ୍ୟ କର୍ମୀ ଜଣକ ୧୯ତାରିଖରେ ସ୍ଥାନୀୟ ଡାକ୍ତରଖାନାରେ କରୋନା…

୫ ବିଦେଶୀଙ୍କ ସମେତ ୧୦ ଖେଳାଳିଙ୍କୁ ବିଦା କଲା ଆରସିବି

ନୂଆଦିଲ୍ଲୀ,୨୦।୧: ଆଗାମୀ ଆଇପିଏଲ ଲାଗି ଫେବୃୟାରୀରେ ହେବାକୁ ଥିବା ଖେଳାଳିଙ୍କ ନିଲାମ ପ୍ରକ୍ରିୟା ପୂର୍ବରୁ ସର୍ବାଧିକ ୧୦ ଜଣ ଖେଳାଳିଙ୍କୁ ଦଳରୁ ରିଲିଜ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ଏଥିରେ ଅଷ୍ଟ୍ରେଲିଆର ଆରୋନ ଫିଞ୍ଚ ଓ ଦକ୍ଷିଣ ଆଫ୍ରିକାର କ୍ରିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri