Home Left

ମାନସିକ ବିକୃତ ଯୁବତୀ ଗର୍ଭବତୀ ଘଟଣା ଏତଲା ପରେ ଗିରଫ ହେଲେ ଶିକ୍ଷକ

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଜଣେ ମାନସିକ ବିକୃତ ଯୁବତୀ ୬ ମାସ ଗର୍ଭବତୀ ହେବା ଜଣାପଡ଼ିବା ପରେ ତାଙ୍କ ଦାଦା ପୁଅ ଭାଇ ହୁମା ଫାଣ୍ଡିରେ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ ଏବେ ଅଧିକ ସମୟ ଅପେକ୍ଷା କରିବାକୁ ପଡିବ। ନୂତନ ନିୟମ ଅନୁଯାୟୀ, କୌଣସି…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ ପ୍ରଭାବରୁ ରକ୍ଷା କରିବା ପାଇଁ ଏକ ମିଶନ ମୋଡ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ ଇରାନ ଆମେରିକାକୁ କୋଟି କୋଟି ଟଙ୍କାର ଏକ “ବିଶାଳ ଉପହାର” ପଠାଇଛି। ଯଦିଓ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। କୋର୍ଟ କାର୍ଯ୍ୟ ସକାଳ ୭ଟାରୁ ଅପରାହ୍ନ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ ହୋଇପାରେ। ଟ୍ରମ୍ପ ସୋସିଆଲ ମିଡିଆରେ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ନିମନ୍ତ୍ରଣର ଏକ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ ଚଢ଼ାଉ କରିଥିବାବେଳେ ଘରୁ ମିଳିଲା ବିଦେଶୀ ମଦ ଓ ନଗଦ ଲକ୍ଷ ଲକ୍ଷ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ ମଙ୍ଗଳବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉକ୍ତ ନଦୀଘାଟରୁ ବଡ ଗାଡ଼ିରେ ବାଲି ପରିବହନ…

ଫସିଗଲେ ଟ୍ରମ୍ପ, ଆହୁରି ଲମ୍ବିପାରେ ଯୁଦ୍ଧ, ଭୟଙ୍କର ଚେତାବନୀ ଦେଲେ ବିଶେଷଜ୍ଞ, କହିଲେ…

ଓ୍ବାଶିଂଟନ୍‌,୨୫।୩: ଚିକାଗୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରବର୍ଟ ପେପ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଏକ ଫାଶରେ ଫସି ଯାଇଛନ୍ତି। ତାଙ୍କ କହିବା ଅନୁସାରେ, ଆମେରିକୀୟ ସୈନ୍ୟ ଇରାନରେ ପହଞ୍ଚିବା ମାତ୍ରେ ପରିସ୍ଥିତି ଆହୁରି ଖରାପ ହେବ ଏବଂ…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ ଚିକିତ୍ସା କରିପାରୁନାହାନ୍ତି। ବିଜୁ ସ୍ବାସ୍ଥ୍ୟ କାର୍ଡ ପାଖରେ ଥାଇ ମଧ୍ୟ ଏବେ ଅଲୋଡ଼ା…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ କରିଥିବା ଦେଖିବାକୁ ମିଳିଛି। ଗାଁଠାରୁ ୮୦୦ମିଟର ଦୂର ନାଳ ପାର ହୋଇ ପଞ୍ଚାୟତ…

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ। ମାନେ ଭଲମନ୍ଦ, ସୁଖଦୁଃଖ, ସବୁଥିରେ ମିଳିମିଶି ସହଭାଗୀ ହେଉଥିବା ପବିତ୍ର ସ୍ଥାନ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?