୦.୧୮%ଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା
ନୂଆଦିଲ୍ଲୀ, ୨୦ା୧: ଭାରତରେ ଦିଆଯାଉଥିବା କରୋନା ଟିକା ସୁରକ୍ଷିତ। ଏବେ ସୁଦ୍ଧା ସାଢ଼େ ୪ ଲକ୍ଷରୁ ଅଧିକ ଲୋକଙ୍କୁ ଭାକ୍ସିନ ଦିଅ।ଯାଇସାରିଛି। ସେମାନଙ୍କ ମଧ୍ୟରୁ ମାତ୍ର ୦.୧୮ ପ୍ରତିଶତଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା ପରିଲିକ୍ଷିତ ହୋଇଛି ଏବଂ ୦.୦୦୨ ପ୍ରତିଶତ ଲୋକଙ୍କୁ ଡାକ୍ତରଖାନାରେ…
ମହଙ୍ଗା ହେବ ଏମ୍ପିଙ୍କ ଖାଦ୍ୟ
ନୂଆଦିଲ୍ଲୀ,୨୦ା୧: ପାର୍ଲାମେଣ୍ଟ କ୍ୟାଣ୍ଟିନ୍ରେ ଆଉ ସବ୍ସିଡି ଖାଦ୍ୟ ମିଳିବ ନାହିଁ। ଜାନୁୟାରୀ ୨୯ରେ ଆରମ୍ଭ ହେବାକୁ ଥିବା ଅଧିବେଶନରୁ ଏହାକୁ ବନ୍ଦ କରାଯିବ। କ୍ୟାଣ୍ଟିନକୁ ନର୍ଦ୍ଦର୍ନ ରେଲଓ୍ବେଜ୍ ପରିବର୍ତ୍ତେ ଇଣ୍ଡିଆ ଭାରତ ପର୍ଯ୍ୟଟନ ବିକାଶ ନିଗମ (ଆଇଟିଡିସି) ପରିଚାଳନା କରିବ ବୋଲି…
ଫୋକସ୍ରେ ଷ୍ଟୁଡେଣ୍ଟ ଆଡପ୍ଶନ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ‘ମୋ ସ୍କୁଲ୍’ ଅଭିଯାନକୁ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନକୁ ଆଣିବା ପରେ ଏହାକୁ ଅଧିକ ବ୍ୟାପକ କରିବା ପାଇଁ ସ୍ଥିର କରାଯାଇଛି। ଚଳିତବର୍ଷଠାରୁ ଏହି ଅଭିଯାନ ମାଧ୍ୟମରେ ଷ୍ଟୁଡେଣ୍ଟ ଆଡପ୍ଶନ (ପୋଷ୍ୟ ଛାତ୍ରୀଛାତ୍ର) କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ପୁରାତନ…
ଆଜିଠୁ ବାଇଡେନ୍ ଯୁଗ
ଓ୍ବାଶିଂଟନ,୨୦ା୧: ୨୦୨୦ ନଭେମ୍ବର ୩। ଏହି ଦିନ ଆମେରିକାବାସୀ ବାଛିଥିଲେ ଦେଶର ନୂଆ ନେତା। କେବଳ ନୂଆ ନେତାଙ୍କୁ ବାଛି ନ ଥିଲେ, ବରଂ ସ୍ଥିର କରିଥିଲେ କରୋନା ମହାମାରୀ ସମେତ ନାନା ଗମ୍ଭୀର ସମସ୍ୟାକୁ ସାମ୍ନା କରି ଥକିପଡ଼ିଥିବା ନିଜ…
ରୋଜ୍ଭ୍ୟାଲି ଚିଟ୍ଫଣ୍ଡ୍ ଠକେଇ ମାମଲା: ଶୁଭ୍ରାଙ୍କୁ ୩ ଘଣ୍ଟା ଜେରା, ୩ ସହଯୋଗୀଙ୍କୁ ନୋଟିସ୍
ଭୁବନେଶ୍ୱର,୨୦।୧(ବ୍ୟୁରେ): ରୋଜ୍ଭ୍ୟାଲି ଚିଟ୍ଫଣ୍ଡ୍ ଠକେଇ ମାମଲାରେ ଗିରଫ ହୋଇ ରିମାଣ୍ଡରେ ଆସିଥିବା ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଦ୍ୱିତୀୟ ଦିନରେ ସିବିଆଇ ୩ଘଣ୍ଟା ଜେରା କରିଛି। ଜେରାବେଳେ ଏହି ଠକେଇରେ ରାଜ୍ୟର ବହୁ ବଡ଼ ବଡ଼ ନେତା ଓ ପ୍ରଭାବଶାଳୀଙ୍କ ଲିଙ୍କ୍ ଥିବା…
ଯୁବକଙ୍କୁ ଆକ୍ରମଣ କରି ଟଙ୍କା, ସୁନା ଲୁଟ୍
ଭୁବନେଶ୍ୱର,୨୦।୧(ବ୍ୟୁରେ): ରାଜଧାନୀ ରାଜପଥରେ ରାତିରେ ମାତୁଛନ୍ତି ଲୁଟେରା। ସୋମବାର ବିଳମ୍ବିତ ରାତିରେ ଜଣେ ଖବରଦାତାଙ୍କୁ ଆକ୍ରମଣ କରିବା ସହ ତାଙ୍କଠାରୁ ମୋବାଇଲ୍ ଫୋନ୍, ୫ହଜାର ଟଙ୍କା ଓ ସୁନା ମୁଦି ଲୁଟି ନେଇଛନ୍ତି। ଲୁଟ୍ର ଶିକାର ହୋଇଛନ୍ତି ଇଂଲିଶ ଖବରକାଗଜର କର୍ମଚାରୀ…
କର୍କଟ ରୋଗୀଙ୍କ ପିଇଟି, ସିଟି ସ୍କାନ୍ ଖର୍ଚ୍ଚ ସରକାର ବହନ କରିବେ: ହାଇକୋର୍ଟ
କଟକ ଅଫିସ, ୨୦।୧: ରାଜ୍ୟରେ କର୍କଟ ରୋଗରେ ପୀଡ଼ିତଙ୍କ ପାଇଁ ଏକ ଖୁସି ଖବର। କର୍କଟ ପୀଡ଼ିତଙ୍କ ପୋଜିଟ୍ରନ୍ ଏମିଶନ ଟୋମୋଗ୍ରାଫି(ପିଇଟି) ଏବଂ ଏକ୍ସ-ରେ କମ୍ପ୍ୟୁଟେଡ ଟୋମୋଗ୍ରାଫି ସିଟି ସ୍କାନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…
ବିଶ୍ୱସ୍ତରୀୟ କରିବାକୁ ଲକ୍ଷ୍ୟ
ସମ୍ବଲପୁର, ୨୦ା୧(ବ୍ୟୁରୋ): ୨୦୨୦ ଜାନୁୟାରୀ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରର ସମଲେଇ ମନ୍ଦିର ଦର୍ଶନ କରି ଏହାର ସର୍ବାଙ୍ଗୀନ ଉନ୍ନତି କରିବା ଲାଗି ଘୋଷଣା କରିଥିଲେ। ତଦନୁଯାୟୀ ରାଜ୍ୟ ସରକାର ସମଲେଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହ ପାରିପାର୍ଶ୍ୱିିକ ଉନ୍ନତି…
ଝାରସୁଗୁଡ଼ା ପୌର ନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଓ ଅମାନିଆ ଅଫିସରଙ୍କ ବିରୋଧରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ମଙ୍ଗଳବାର ଝାରସୁଗୁଡ଼ା ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ କାରଣ ପାଇଁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା, ସରକାରୀ ନିର୍ଦ୍ଦେଶନାମାର ଅବମାନନା, କାର୍ଯ୍ୟକ୍ଷେତ୍ରରେ…
୨୦୨୨ ସୁଦ୍ଧା ସରିବ ହକି ଷ୍ଟାଡିୟମ
ଭୁବନେଶ୍ୱର,୨୦ା୧(ବ୍ୟୁରୋ): ୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲା ହକି ଷ୍ଟାଡିୟମ ନିର୍ମାଣ ଶେଷ ହେବ। ରାଉରକେଲାରେ ଏକ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ନିର୍ମାଣ କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୦ ଡିସେମ୍ବରରେ ଘୋଷଣା କରିଥିଲେ। ଏହି ନୂଆ ଷ୍ଟାଡିୟମରେ ୨୦୨୩ରେ ହେବାକୁ…
ନୋଟ୍ ଦେଲେ ନେଗେଟିଭ୍
ଅନୁଗୋଳ ଅଫିସ, ୨୦।୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିନା ପରୀକ୍ଷାରେ ଲୋକଙ୍କୁ କୋଭିଡ୍ ନେଗେଟିଭ୍ ରିପୋର୍ଟ ପ୍ରଦାନ କରାଯାଉଥିବା ନେଇ ସାଂଘାତିକ ଅଭିଯୋଗ ହେଉଛି। କେତେଜଣ ଦଲାଲ କରୋନା ଟେଷ୍ଟ ପାଇଁ ଆସୁଥିବା ଲୋକଙ୍କଠାରୁ ଟଙ୍କା ଆଦାୟ କରି…
ବିବାହ ବାଧା ହେବ ଦୂର ପାଇଁ କରନ୍ତୁ ଏପରି…
ସିଧା ବାଦଲରୁ ଖସି ପଡୁଥିବା ବର୍ଷା ପାଣିକୁ ଅତି ପବିତ୍ର ଭାବେ ଗ୍ରହଣ କରାଯାଇଥାଏ। ତେବେ କେତେକ କାର୍ଯ୍ୟରେ ଏହାର ଉପଯୁକ୍ତ ଉପଯୋଗ ଦ୍ୱାରା ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ଅଛି। ବର୍ଷାପାଣିକୁ ଘରର ଐଶାନ୍ୟ କୋଣରେ…
Archives


