ଝାରସୁଗୁଡ଼ା ପୌର ନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଓ ଅମାନିଆ ଅଫିସରଙ୍କ ବିରୋଧରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ମଙ୍ଗଳବାର ଝାରସୁଗୁଡ଼ା ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ କାରଣ ପାଇଁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା, ସରକାରୀ ନିର୍ଦ୍ଦେଶନାମାର ଅବମାନନା, କାର୍ଯ୍ୟକ୍ଷେତ୍ରରେ…
୨୦୨୨ ସୁଦ୍ଧା ସରିବ ହକି ଷ୍ଟାଡିୟମ
ଭୁବନେଶ୍ୱର,୨୦ା୧(ବ୍ୟୁରୋ): ୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲା ହକି ଷ୍ଟାଡିୟମ ନିର୍ମାଣ ଶେଷ ହେବ। ରାଉରକେଲାରେ ଏକ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ନିର୍ମାଣ କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୦ ଡିସେମ୍ବରରେ ଘୋଷଣା କରିଥିଲେ। ଏହି ନୂଆ ଷ୍ଟାଡିୟମରେ ୨୦୨୩ରେ ହେବାକୁ…
ନୋଟ୍ ଦେଲେ ନେଗେଟିଭ୍
ଅନୁଗୋଳ ଅଫିସ, ୨୦।୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିନା ପରୀକ୍ଷାରେ ଲୋକଙ୍କୁ କୋଭିଡ୍ ନେଗେଟିଭ୍ ରିପୋର୍ଟ ପ୍ରଦାନ କରାଯାଉଥିବା ନେଇ ସାଂଘାତିକ ଅଭିଯୋଗ ହେଉଛି। କେତେଜଣ ଦଲାଲ କରୋନା ଟେଷ୍ଟ ପାଇଁ ଆସୁଥିବା ଲୋକଙ୍କଠାରୁ ଟଙ୍କା ଆଦାୟ କରି…
ବିବାହ ବାଧା ହେବ ଦୂର ପାଇଁ କରନ୍ତୁ ଏପରି…
ସିଧା ବାଦଲରୁ ଖସି ପଡୁଥିବା ବର୍ଷା ପାଣିକୁ ଅତି ପବିତ୍ର ଭାବେ ଗ୍ରହଣ କରାଯାଇଥାଏ। ତେବେ କେତେକ କାର୍ଯ୍ୟରେ ଏହାର ଉପଯୁକ୍ତ ଉପଯୋଗ ଦ୍ୱାରା ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ଅଛି। ବର୍ଷାପାଣିକୁ ଘରର ଐଶାନ୍ୟ କୋଣରେ…
‘ଭାରତକୁ ହେୟଜ୍ଞାନର ଫଳ’
ବ୍ରିସ୍ବେନ୍, ୨୦ା୧ (ପି.ଟି.)- ଅନଭିଜ୍ଞ ତଥା ଇଞ୍ଜୁରିଗ୍ରସ୍ତ ଭାରତଠାରୁ ତାଙ୍କ ଦଳର ପରାଜୟ ଅଷ୍ଟ୍ରେଲିଆ କ୍ରିକେଟ ଦଳର ମୁଖ୍ୟ କୋଚ୍ ଜଷ୍ଟିନ ଲାଙ୍ଗରଙ୍କୁ ଖୁବ୍ ବାଧିଛି। ସେ କହିଛନ୍ତି, ଏଥିରୁ ସେ ଗୋଟିଏ ଶିକ୍ଷା ମିଳିଛି ଯେ, ଭାରତକୁ କେବେ ହେୟଜ୍ଞାନ…
ଇଂଲଣ୍ଡ ବିପକ୍ଷ ପ୍ରଥମ ୨ ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷିତ : କୋହଲି, ହାର୍ଦ୍ଦିକ, ଈଶାନ୍ତଙ୍କ ପ୍ରତ୍ୟାବର୍ତ୍ତନ
ନୂଆଦିଲ୍ଲୀ, ୨୦।୧-ଅଷ୍ଟ୍ରେଲିଆର ଗାବା ଗଡ଼ରେ ଟିମ୍ ଇଣ୍ଡିଆର ମହାବିଜୟ ପାଳନ ହେଉଥିବାବେଳେ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚ ପାଇଁ ମଙ୍ଗଳବାର ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଅଧିନାୟକ ବିରାଟ କୋହଲି, ଅଲରାଉଣ୍ଡର ହାର୍ଦ୍ଦିକ…
ବିକଳ୍ପ ଖାଦ୍ୟ ଦ୍ୱାରା ମେଣ୍ଟିବ ଭୋକ…
ହେଲସିଙ୍କ: ଆଗାମୀ ଦିନରେ ପୃଥିବୀର ଖାଦ୍ୟ ସମସ୍ୟା କିଭଳି ଦୂର କରାଯିବ ସେ ନେଇ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଛନ୍ତି। ଏହି ମର୍ମରେ ଫିନ୍ଲାଣ୍ଡର ବୈଜ୍ଞାନିକ ପାଣି, ପବନ ଏବଂ ବିଦ୍ୟୁତ୍ ଶକ୍ତିରୁ ବିକଳ୍ପ ଖାଦ୍ୟ ସୋଲେନ୍ ତିଆରି କରିଥିବା ଦାବି…
ଏହି ପରିବାର ଉପରେ ରିସର୍ଚ୍ଚ କରୁଛନ୍ତି ଗବେଷକ…
ବେଙ୍ଗାଲୁରୁ: ପରିବାରରେ ଭାଇଭାଇ ମଧ୍ୟରେ ସମ୍ପତ୍ତି ଭାଗବଣ୍ଟା ହେବା ସ୍ବାଭାବିକ କଥା। ତେବେ କର୍ନାଟକର ଧାରଓ୍ବାଡ୍ରେ ବାସ କରୁଥିବା ନରସିଂଓ୍ବର ପରିବାରରେ ଭିନ୍ନ ପରମ୍ପରା ଗତ ୭ ପିଢ଼ି ଧରି ପ୍ରଚଳିତ ହେଉଛି। ଏହି ପରିବାରର ସମ୍ପତ୍ତି କେବେ ମଧ୍ୟ ଭାଗବଣ୍ଟା…
ଇଣ୍ଡିଆନ ସୁପର ଲିଗ୍: ଓଡ଼ିଶା- ହାଇଦ୍ରାବାଦ ମ୍ୟାଚ୍ ଡ୍ର
ମାର୍ଗାଓ,୧୯।୧: ଇଣ୍ଡିଆନ ସୁପର ଲିଗ (ଆଇଏସ୍ଏଲ୍)ରେ ଓଡ଼ିଶା ଏଫ୍ସି ଆଉ ଏକ ମ୍ୟାଚ୍ ଡ୍ର ରଖିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ମଙ୍ଗଳବାର ଓଡ଼ିଶା ଓ ହାଇଦ୍ରାବାଦ ଏଫ୍ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍ ୧-୧ ଗୋଲରେ ଅମୀମାଂସିତ ରହିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି…
ବିବାହ ପରେ ରକ୍ତଦାନ
ବଲାଙ୍ଗୀର ଅଫିସ,୧୯ା୧: ବିବାହକୁ ସ୍ମରଣୀୟ ଓ ନିଆରା କରି ଅନ୍ୟଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବଲାଙ୍ଗୀର ସହର ଚିମିନିଭାଟିର ସୁବ୍ରତ ଖଣ୍ଡୁଆଲ। ସୋମବାର ଥିଲା ସୁବ୍ରତଙ୍କ ବିବାହ ଦିନ। ବିବାହ ପରେ ବରବେଶରେ ସେ ନବବଧୂ ଶ୍ୱେତପୂର୍ଣ୍ଣାଙ୍କୁ ଧରି ବଲାଙ୍ଗୀର…
ଚିତ୍ରକୋଣ୍ଡା ଡ୍ୟାମ୍ର ସୁରକ୍ଷା ଯାଞ୍ଚ
ଚିତ୍ରକୋଣ୍ଡା,୧୯ା୧: ଓଡ଼ିଶା ଡ୍ୟାମ୍ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍ ଓ ସ୍ପିଲ୍ୱେର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିଛନ୍ତି। ଟିମ୍ରେ ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ବିଭୂତି ଭୂଷଣ ପଣ୍ଡା, ଡେପୁଟି ଡାଇରେକ୍ଟର ଅରୁଣ କୁମାର ଦାସ ଓ…
ମହାନଦୀ ପରେ ସାବେରୀ ଉପରେ ଛତିଶଗଡ଼ର ନଜର
ମାଲକାନଗିରି,୧୯ା୧: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ସୀମାନ୍ତବର୍ତ୍ତୀ ସାବେରୀ ନଦୀରେ ଛତିଶଗଡ଼ ସରକାର କୋକରାମଠାରେ ଡ୍ୟାମ୍ ନିର୍ମାଣ କରିବାକୁ ପ୍ରସ୍ତାବ ରଖି ଏହି ଦିଗରେ ଆଗଉଛନ୍ତି। ଏହାକୁ ଓଡ଼ିଶା ଆଦିବାସୀ ସଂଘ ବିରୋଧ କରିଛି। ମଙ୍ଗଳବାର କମାରପାଲିଠାରେ ୯ଟି ପଞ୍ଚାୟତର…
Archives


