ଓ୍ବେବ ସିରିଜ୍ ‘ତାଣ୍ଡବ’ରେ ହେବ ପରିବର୍ତ୍ତନ
ନୂଆଦିଲ୍ଲୀ,୧୯।୧: ଆମାଜନ ପ୍ରାଇମରେ ଗତ ଶୁକ୍ରବାର ରିଲିଜ ହୋଇଥିବା ଓ୍ବେବ ସିରିଜ୍ ‘ତାଣ୍ଡବ’ର କିଛି ଦୃଶ୍ୟ ଓ ଡାଇଲଗରେ ପରିବର୍ତ୍ତନ କରାଯିବ। ଏ ନେଇ ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ମେକର୍ସ। ୯ ଏପିସୋଡ୍ ବିଶିଷ୍ଟ ଓ୍ବେବ ସିରିଜ୍ ରିଲିଜ ହେବା…
ସୁସ୍ଥ ହେଲେ ୨୫୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୯।୧: ଓଡ଼ିଶାରେ ମଙ୍ଗଳବାର ୨୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୪୦ ଜଣ। ସେହିଭଳି କଟକରୁ ୨୪, ସମ୍ବଲପୁରରୁ ୨୧, ଅନୁଗୁଳ, ବରଗଡ଼ ଓ ଝାରୁସୁଗୁଡ଼ା ୧୮, ବଲାଙ୍ଗୀରରୁ ୧୬, ପୁରୀ ୧୨, ଖୋର୍ଦ୍ଧାରୁ…
ଜଙ୍ଗଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ପାଟଣା,୧୯।୧: କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଉଦୟପୁର ବିଟ୍ ବଲାଣି ପଶି ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର କିଛି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବା ଜଣାପଡିଛି। ଫଳରେ ୧୫ ଶହରୁ ଊର୍ଦ୍ଧ୍ୱ ଆକାଶିଆ ଗଛ ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ…
ନିସନ୍ତାନ ସତ୍ତ୍ୱେ ଖୁସିରେ ବୈବାହିକ ଜୀବନ ବିତାଉଛନ୍ତି ଏସବୁ ଲୋକପ୍ରିୟ ନାୟିକା
ବମ୍ବେ: ବିବାହ ପରେ ସନ୍ତାନ ନହେଲେ ଅନେକ ଘର ଭାଙ୍ଗିଯିବାର ନଜିର ରହିଛି। ହେଲେ ବଲିଉଡ୍ରେ କିଛି ଅଭିନେତ୍ରୀ ନିସନ୍ତାନ ଥିବା ସତ୍ତ୍ୱେ ସୁଖୀ ବୈବାହିକ ଜୀବନ ଜିଉଁଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସାୟରା ବାନୋ, କିରଣ ଖେର, ସଙ୍ଗୀତା ବିଜଲାନୀ,…
ରାଞ୍ଚିକୁ ହରାଇ ରାଉରକେଲା ଚାମ୍ପିୟନ
ବ୍ରଜରାଜନଗର,୧୯।୧: ସ୍ଥାନୀୟ ଆମ୍ବିସନ କ୍ଲବ ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ନକ୍ଆଉଟ୍ କ୍ରିକେଟ ପ୍ରତିଯୋଗିତାର ଅନ୍ତିମ ମ୍ୟାଚ ମଙ୍ଗଳବାର ଜିମଖାନା ରାଉରକେଲା ଏବଂ ରକଅନ୍ ରାଞ୍ଚି ମଧ୍ୟରେ ହୋଇଥିଲା। ରାଉରକେଲା ଜିମଖାନା ବ୍ୟାଟିଂ କରି ନିର୍ଦ୍ଧାରିତ ୪୦ ଓଭରରେ ୮ ଉଇକେଟ ହରାଇ…
ଦଳକୁ ଫେରିଲେ କୋହଲି, ହାର୍ଦ୍ଦିକ, ଈଶାନ୍ତ
ନୂଆଦିଲ୍ଲୀ, ୧୯।୧- ଅଷ୍ଟ୍ରେଲିଆରେ ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିବା ପରେ ଟିମ୍ ଇଣ୍ଡିଆର ପରବର୍ତ୍ତୀ ଟାର୍ଗେଟରେ ହେଉଛି ଇଂଲଣ୍ଡ। ଆଗାମୀ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚ ପାଇଁ ମଙ୍ଗଳବାର ଘୋଷିତ ହୋଇଯାଇଛି ୧୮ ଜଣିଆ ଭାରତୀୟ ଦଳ।…
୧୧ ଟଙ୍କାର କାମ ପାଇଁ ନେଉଥିଲେ ୧୫ ଶହ
ବ୍ରଜରାଜନଗର,୧୯।୧: ଝାରସୁଗୁଗୁଡ଼ା ଜିଲା ରାଜପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟକର୍ମୀ ଭରତ ଘାସି ମଙ୍ଗଳବାର ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଯୋଗ୍ୟ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଜନ୍ମମୃତ୍ୟୁ ପଞ୍ଜୀକରଣ ପାଇଁ ୧୧ ଟଙ୍କା…
ଖୁସିର ମାହୋଲ ମଧ୍ୟରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା: ଫେରିଲେ କୋହଲି ଆଉ…
ନୂଆଦିଲ୍ଲୀ,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ରେ ଦମ୍ଦାର ବିଜୟ ପରେ ଦେଶରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତି ଏବଂ ଅନେକ ଖେଳାଳି ଆହତ ଥିବା ସତ୍ତ୍ୱେ ଭାରତୀୟ ଟିମ୍ ଅବିଶ୍ୱସନୀୟ ଭାବେ ସିରିଜ ହାତେଇଛି।…
୨ ବାଘ ଛାଲ ବେପାରୀଙ୍କୁ ଗିରଫ କଲା ପୋଲିସ
ଜୁନାଗଡ଼,୧୯।୧: ଛତିଶଗଡ଼ ପୋଲିସ ୨ଜଣ ବାଘ ଛାଲ ବେପାରୀଙ୍କୁ ଧରିବାରେ ସଫଲ ହୋଇଛି। ପୋଲିସ ତାଙ୍କଠାରୁ ୨ଟି ବାଘ ଛାଲ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଝାରବନ୍ଦ ଗ୍ରାମର ରମେଶ ନାଏକ, ଗୋଳାମୁଣ୍ଡା…
୩୨ ବର୍ଷରେ ପ୍ରଥମ ଥର ପାଇଁ ଲଜ୍ଜିତ ହେଲା କଙ୍ଗାରୁ ଟିମ୍
ଗାବା,୧୯।୧: ଇତିହାସ ରଚିଛି ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷ ନିର୍ଣ୍ଣାୟକ ଟେଷ୍ଟରେ ବିଜୟ ହାସଲ ସହ ୩୨ ବର୍ଷର ଗର୍ବ ଭାଙ୍ଗିଛି ଟିମ୍ ଇଣ୍ଡିଆ। ଗାବାର ମଇଦାନରେ ଘରୋଇ ଟିମ୍କୁ ହରାଇବାରେ ପ୍ରଥମ ଟିମ୍ ହୋଇଛି ଭାରତ। ୧୯୮୮ରେ ଶେଷ ଥର…
୩୨ ଛକା, ୩୫ଚଉକା; ୪୬୯ ରନ୍: ଭାରତ-ଓ୍ବେଷ୍ଟଇଣ୍ଡିଜର ଏହି ରୋମାଞ୍ଚକର ମ୍ୟାଚ୍ରେ କିଛି ଏଭଳି ଥିଲା ପରିଣାମ
ଫ୍ଲୋରିଡା,୧୯।୧: ବିଶ୍ୱର ଦୁଇ ଟି୨୦ ଚାମ୍ପିୟନ୍ ଟିମ୍ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ୍ ରୋମାଞ୍ଚକର ହୋଇଥାଏ। ଉଭୟ ଟିମ୍ ୨୦୧୬ରେ ଫ୍ଲୋରିଡାରେ ଟି୨୦ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍ ଖେଳିବାକୁ ପହଞ୍ଚିଥିଲା। ସେତେବେଳେ ଭାରତୀୟ ଦଳର ଅଧିନାୟକ ଥିଲେ ମହେନ୍ଦ୍ର ସିଂହ ଧୋନୀ।…
ରାଉରକେଲାରେ ହେବ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ: ସ୍ଥାନ ପରିଦର୍ଶନ କଲେ ପ୍ରଶାସନିକ ଅଧିକାରୀ
ଭୁବନେଶ୍ୱର,୧୯।୧(ବ୍ୟୁରେ): ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭି.କେ.ପାଣ୍ଡିଆନ, କ୍ରୀଡ଼ା ଓ ଯୁବ ସେବା ବିଭାଗର ସ୍ବତନ୍ତ୍ର ସଚିବ ଆର୍ ଭିନିଲ କ୍ରିଷ୍ଣା ମଙ୍ଗଳବାର ରାଉରକେଲା ଗସ୍ତରେ ଯାଇ ବିପିୟୁଟି ପରିସରରେ ନିର୍ମାଣ ହେବାକୁ ଥିବା ଆନ୍ତର୍ଜାତୀୟ ହକି…
Archives


