ରାହୁଲ ଗାନ୍ଧୀଙ୍କୁ ଡେଟ୍ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..
ବମ୍ବେ: ଅନୁଷ୍କାଙ୍କ ପରେ ଖୁବ୍ଶୀଘ୍ର ଖୁସି ଖବର ଶୁଣାଇବେ ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହେବାକୁ ଯାଉଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜର ଯତ୍ନ ନେବା ସାଙ୍ଗକୁ କାମକୁ ପ୍ରାଧାନ୍ୟ ଦେଉଥିବାରୁ ଅନେକ ଫଟୋ ତାଙ୍କର…
ବଲିଉଡ୍ରେ ଏଣ୍ଟ୍ରି କରିବେ ଖୁସି!
ମୁମ୍ବାଇ: କିଛିଦିନ ହେବ ବଲିଉଡ୍ରେ ଷ୍ଟାରକିଡଙ୍କ ଏଣ୍ଟ୍ରି ଏକ ଟ୍ରେଣ୍ଡ ପାଲଟି ଯାଇଛି କହିଲେ ଚଳେ । ସାରା ଅଲି ଖାଁ, ଇଶାନ ଖଟ୍ଟର, ଅନନ୍ୟା ପାଣ୍ଡେ, ଜାହ୍ନବୀ କପୁରଙ୍କ ଭଳି ଷ୍ଟାର କିଡ୍ ବଲିଉଡ୍ରେ ଏଣ୍ଟ୍ରି କରି ଧୁମ ମଚେଇଲେଣି…
ଗୀତ ବାଜିବାରୁ ନାଚିଲା ମଇଁଷି, ଭିଡିଓ ଦେଖି ହସି ହସି ଗଡିବେ
ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୁଏ, ଯାହା ଲୋକଙ୍କୁ ହସିବାର ଖୋରାକ ଯୋଗାଇଥାଏ। ନିକଟରେ ମଇଁଷିର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ମଇଁଷି ବଲିଉଡ୍ ଫିଲ୍ମ ଗୀତରେ ନାଚୁଥିବାର ନଜର ଆସିଛି।…
ବାଇଡେନ୍ଙ୍କ ଶପଥ ଗ୍ରହଣ ଉତ୍ସବ: ଅଭେଦ୍ୟ କିଲ୍ଲାରେ ପରିଣତ ହେଲା ଓ୍ବାଶିଂଟନ
ଓ୍ବାଶିଂଟନ,୧୯।୧: ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍ ଜାନୁୟାରୀ ୨୦ରେ ଶପଥ ନେବାକୁ ଯାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦେଶର ୫୦ଟି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶପଥ ଗ୍ରହଣ ଉତ୍ସବ ପାଇଁ ଓ୍ବାଶିଂଟନକୁ ଅଭେଦ୍ୟ କିଲ୍ଲାରେ ପରିଣତ…
ଭାଜପା ନିଜ ଲୋକ ପଠାଇ ଟିଏମ୍ସି ବୈଠକରେ କରୁଛି ଉପଦ୍ରବ: ମମତା
କୋଲକାତା,୧୯ ।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ସେତେ ସରଗରମ ହେଉଛି । ରାଜନୈତିକ ପାର୍ଟି ମଧ୍ୟରେ କଥାକଟାକଟି ମଧ୍ୟ ଜାରି ରହିଛି । ମଙ୍ଗଳବାର ପୁରୁଲିଆରେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ପଶ୍ଚିମବଙ୍ଗ…
ଯାହା ସ୍ବପ୍ନ ଦେଖିଥିଲି, ଆଜି ପୂରଣ କରିଦେଲି: ପନ୍ତ
ନୂଆଦିଲ୍ଲୀ,୧୯।୧: ବ୍ରିସବେନ ଟେଷ୍ଟରେ ଟିମ ଇଣ୍ଡିଆ ନିଷ୍ଠା ଏବଂ ସାହସ କରି ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଭାରତୀୟ ଦଳ ଗାବା ଭଳି ଏକ କଠିନ ପିଚରେ ପ୍ରଥମ ବିଜୟ ହାସଲ କରିଛି।ଏହି ମ୍ୟାଚ ଜିତିବା ପରେ ଭାରତ ମଧ୍ୟ ସିରିଜ ୨-୧ରେ…
ଫେରାଇ ନିଆଗଲା ‘ଭ୍ୟାକ୍ସିନ ନ ନେଲେ ମିଳିବ ନାହିଁ ଦରମା’ ନିର୍ଦ୍ଦେଶ
କୋଡରମା,୧୯ ।୧: କରୋନା ଭ୍ୟାକ୍ସିନକୁ ନେଇ ଝାଡ଼ଖଣ୍ଡରେ ଏକ ନିର୍ଦ୍ଦେଶ ଜାରି କରାଯାଇଥିଲା । ଯାହା ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଥିଲା । ଝାଡ଼ଖଣ୍ଡର କୋଡରମାରେ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ ଏକ ନିର୍ଦ୍ଦେଶ ଜାରି କରି କହିଥିଲେ ଯେଉଁ ସରକାରୀ…
ଭାରତକୁ କରୋନା ଭ୍ୟାକ୍ସିନ ମାଗିଲେ କାମ୍ବୋଡିଆ ପ୍ରଧାନମନ୍ତ୍ରୀ
ନୋମ ପେନହ,୧୯ ।୧: ଭାରତରେ ନିର୍ମିତ ଦୁଇଟି କୋଭିଡ ଭ୍ୟାକ୍ସିନକୁ କରୋନା ମୁକାବିଲା ଲାଗି ଜରୁରୀ ପରିସ୍ଥିତିରେ ବ୍ୟବହାର ପାଇଁ ଅନୁମତି ମିଳିଯିବା ପରେ ୧୬ ଜାନୁୟାରୀରୁ ଦେଶରେ ସବୁଠାରୁ ବଡ ଟିକାକରଣ ଅଭିଯାନ ଆରମ୍ଭ କରାଯାଇଛି । ଏହାକୁ ଦେଖି…
ଚାରି-ପାଞ୍ଚ ଜଣ ଏବେ ଦେଶର ମାଲିକ: କଂଗ୍ରେସ
ନୂଆଦିଲ୍ଲୀ,୧୯ ।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଛନ୍ତି । ଏଥିରେ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରାହୁଲ କହିଛନ୍ତି ଏବେ…
ପୁଣି ନମ୍ବର-୧ ହେଲା ଭାରତ
ନୂଆଦିଲ୍ଲୀ,୧୯।୧: ଗାବା ଟେଷ୍ଟରେ ଆୟୋଜକ ଅଷ୍ଟ୍ରେଲିଆକୁ ପରାସ୍ତ କରିବା ପରେ ଟିମ ଇଣ୍ଡିଆ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପରେ ଏକ ନମ୍ବରରେ ପହଞ୍ଚିଛି। ଏଥି ସହିତ ଅଷ୍ଟ୍ରେଲିଆ ତୃତୀୟ ନମ୍ବରକୁ ଖସି ଆସିଛି। ୪୩୦ ପଏଣ୍ଟ ସହ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପକୁ…
ଭାରତର ବିଜୟରେ ଏହି ୬ ଖେଳାଳି ହେଲେ ହିରୋ
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଏହି ଐତିହାସିକ ବିଜୟ ପରେ ଦେଶରେ ଉତ୍ସାହର ମାହୋଲ ରହିଛି। ଏହି ବିଜୟ ସହିତ ଭାରତ ଗାବାରେ ୭୦ ବର୍ଷ ପୁରୁଣା…
ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୯।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଏହି ବିଜୟ ପରେ ଭାରତୀୟ ଦଳକୁ ଚାରିଆଡୁ ଶୁଭେଚ୍ଛା ମିଳିଛି। ଏଥିରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ…
Archives


