Home Left

୫୦ ବର୍ଷ ରେକର୍ଡ ଭାଙ୍ଗିଲେ ଶୁବମନ, ରଚିଲେ ଇତିହାସ

ବ୍ରିସବେନ୍‌,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନରେ ଶେଷ ଟେଷ୍ଟର ଶେଷ ଦିନରେ ଶବମନ ଗିଲ ଚମତ୍କାର ଖେଳିଥିଲେ। ୨୧ ବର୍ଷୀୟ ଯୁବ ଓପନର୍‌ ପୁଣି ଥରେ ଏଠାରେ ଏକ ସଫଳ ଇନିଂସ ଖେଳିଥିଲେ। ଗିଲ ମଧ୍ୟ ତାଙ୍କ ଇନିଂସ ସମୟରେ…

ପଦ୍ମବିଭୂଷଣ ଡା ଭି.ସାନ୍ତାଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୧୯ ।୧: ଅଧାର କ୍ୟାନସର ଇନଷ୍ଟିଚ୍ୟୁଟର ବରିଷ୍ଠ ଅଙ୍କୋଲୋଜିଷ୍ଟ ଡାକ୍ତର ଭି.ସାନ୍ତାଙ୍କର ମଙ୍ଗଳବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା । ୨୦୦୫ରେ ସେ ‘ରମନ ମ୍ୟାଗସେସେ ପୁରସ୍କାର’ରେ ସମ୍ମାନୀତ ହୋଇଥିଲେ । ଆହୁରି…

ସଚେତନ ରହିଲେ ସୁରକ୍ଷିତ ରହିବେ : କମିଶନର

ଭୁବନେଶ୍ୱର,୧୯।୧(ବ୍ୟୁରେ): ଗଣତାନ୍ତ୍ରିକ ଦେଶରେ ଯେ ପର୍ଯ୍ୟନ୍ତ ସାଧାରଣ ଲୋକେ ସଚେତନ ନ ହେବେ ସେ ପର୍ଯ୍ୟନ୍ତ ଆଇନ୍‌କୁ କଡାକଡି ପାଳନ କରିବା ଓ ଜନସାଧାରଣଙ୍କୁ ସୁରକ୍ଷିତ ରଖିବା ସମ୍ଭବପର ନୁହେଁ। ନିଜେ ସଚେତନ ରହିଲେ ନିଜକୁ ସୁରକ୍ଷିତ ରଖିପାରିବା। ସୋମବାର ଏଜି…

୨୧ରୁ ତୋଷାଳି ମେଳା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତବର୍ଷ ପଞ୍ଚଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆସନ୍ତା ୨୧ ତାରିଖରୁ ଫେବୃୟାରୀ ୪ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜିତ ହେବ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର, ବୁଣାକାର…

ସିରିଜ୍‌ ଡ୍ର ରହିଲେ ଅଷ୍ଟ୍ରେଲିଆ ପାଇଁ ଲଜ୍ଜାଜନକ ପରାଜୟ ଭଳି ହେବ: ରିକି ପଣ୍ଟିଂ

ବ୍ରିସବେନ୍‌,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ ଆରମ୍ଭ ପୂର୍ବରୁ ଯେଉଁ ରିକି ପଣ୍ଟିଂ ଅଷ୍ଟ୍ରେଲିଆର ବିଜୟର ୪-୦ ଦାବି କରୁଥିଲେ। ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆର ୨୦୦ରନ ପୂର୍ବରୁ ଅଲଆଉଟ୍‌ ବିଷୟରେ କହୁଥିବା ରିକି ପଣ୍ଟିଙ୍ଗ ଏବେ…

ଚାଷୀଙ୍କୁ ନେଇ ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଚାଷୀ ଓ ଚାଷକ୍‌ୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଟଣା ଓଟରା ଲାଗିଛି। କେନ୍ଦ୍ର ସରକାର ଚାଉଳ ସଂଗ୍ରହ ନୀତିରେ ପରିବର୍ତ୍ତନ କରିବା ସହିତ ଧାନ ସଂଗ୍ରହ ବାବଦରେ ଓଡ଼ିଶାକୁ ଦେବାକୁ ଥିବା ୬୦୪୦ କୋଟି ଟଙ୍କାର ସବ୍‌ସିଡି…

ନିଜ ବିବାହରେ ଷ୍ଟେଜ୍‌ ଛାଡି ଚାଲିଯାଇଥିଲେ କପିଲ ଶର୍ମା: କାରଣ…

ଛୋଟ ପରଦାର ଚର୍ଚ୍ଚିତ ରିଆଲିଟି କମେଡି ଶୋ ‘ଦ କପିଲ ଶର୍ମା’କୁ ସମଗ୍ର ବିଶ୍ୱର ଲୋକ ପସନ୍ଦ କରନ୍ତି। ଶୋ’ରେ ପ୍ରତି ସପ୍ତାହ ଶେଷରେ ନୂଆ ନୂଆ ଅତିଥି ଆସି ମଜାଳିଆ କଥା ଶେୟାର କରିଥାନ୍ତି। କପିଲ ମଧ୍ୟ ନିଜ ସହ…

୬୦ ଲକ୍ଷ ବ୍ୟୟରେ ହେବ କୁଶଭଦ୍ରା ନଦୀ ଖନନ

ନିମାପଡ଼ା,୧୯।୧(ଡି.ଏନ୍‌.ଏ.): କୁଶଭଦ୍ରା ନଦୀରେ ବନ୍ୟାଜଳ ସୁଚାରୁରୂପେ ନିଷ୍କାସନ ହେବା ନିମନ୍ତେ ୬୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୁଶଭଦ୍ରା ନଦୀ ଗର୍ତ୍ତ ଖୁବଶୀଘ୍ର ଖନନ କରାଯିବ ବୋଲି ସୋମବାର ନିମାପଡ଼ାରେ ଆୟୋଜିତ ଧନୁଅଁା ବନ୍ୟା ନିୟନ୍ତ୍ରିତ କମିଟିର ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ…

ଲିଜ୍‌, ଶ୍ରୀଜଗନ୍ନାଥ ଜମିର ସ୍ଥାୟୀ ସମାଧାନ ହେଉ

ପୁରୀ ଅଫିସ,୧୯।୧: ପୁରୀ ସହରରେ ଥିବା ପୌରାଞ୍ଚଳ ଲିଜ୍‌ ଜମି, ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି, ଇକୋ-ସେନ୍ସିଟିଭ୍‌ ଜମି ଭଳି ଅନେକ ମାମଲାର ସ୍ଥାୟୀ ସମାଧାନ ପାଇଁ ପୁରୀ ଜିଲା ଭାଜପା ଦାବି କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ପୁରୀ ବିଧାୟକ ଜୟନ୍ତ…

ବାପା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ପିତାଙ୍କୁ ହରାଇବାର ୩ମାସ ପରେ ନିଜେ ପିତା ହୋଇଛନ୍ତି କ୍ରିକେଟର୍‌ ମନଦୀପ ସିଂ। ତାଙ୍କ ସ୍ତ୍ରୀ ଜଗଦୀପ ଜଶଓ୍ବାଲ ଏକ ପୁତ୍ର ସନ୍ତାନ ଜନ୍ମଦେଇଛନ୍ତି। ସୋସିଆଲ ମିଡିଆରେ ନିଜେ ଏକଥା ସୂଚନା ଦେଇଛନ୍ତି। ଏହି ଖଉସି ଖବର ଦେଇ ମନଦୀପ ଲେଖିଛନ୍ତି,…

ଏସ୍‌ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଣାର୍କ,୧୯।୧(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରୁ ବାଲି ଚୋରି ଘଟଣାରେ ୪ ସପ୍ତାହ ମଧ୍ୟରେ ତଦନ୍ତ ସାରିବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ଘଟଣା ସମ୍ପର୍କରେ କୋଣାର୍କ ଆଞ୍ଚଳିକ ବିକାଶ ପରିଷଦ ସଭାପତି ସୁବାସ ନାୟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୂଚନା…

ବାଂଲାଦେଶକୁ ୨୦ ଲକ୍ଷ କରୋନା ଟିକା ଉପହାର ଦେବ ଭାରତ

ନୂଆଦିଲ୍ଲୀ,୧୯।୧: ଭାରତରେ ସାର୍ବଜନୀକ କରୋନା ଟିକା ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଭାରତ ପକ୍ଷରୁ ବାଂଲାଦେଶକୁ ୨୦ଲକ୍ଷ କରୋନା ଟିକା ଉପହାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଜାନୁୟାରୀ ୨୦ରେ ଟିକା ବାଂଲାଦେଶରେ ପହଞ୍ଚିବ। ଏକ ସ୍ବତନ୍ତ୍ର ବିମାନରେ ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri