ଆଜି ଖୋଲିଲା ମା’ ତାରିଣୀଙ୍କ ମନ୍ଦିର
କେନ୍ଦୁଝର,୧୮।୧(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ସୋମବାରଠାରୁ ଖୋଲିଛି। ସକାଳେ ମା’ଙ୍କ ଠାରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବା ପରେ କରୋନା କଟକଣା ମଧ୍ୟରେ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମେ ସେବାୟତ ପରିବାରଙ୍କ ପାଇଁ ୮ରୁ ୯ ତାରିଖ…
ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ
ନୂଆଦିଲ୍ଲୀ,୧୮ ।୧: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ଟୁଇଟ୍ କରି ସେ କହିଛନ୍ତି ମୋଦି ସରକାର ସୁଟ-ବୁଟ ବାଲା ବନ୍ଧୁଙ୍କୁ ୮,୭୫,୦୦୦କୋଟି ଟଙ୍କାର ଋଣ ଛାଡ କରିଛନ୍ତି । ଆଉ ଏବେ…
କ୍ରିକେଟ୍ ପଡିଆରେ ବିଶ୍ୱରେକର୍ଡ କରିଥିଲେ ମେକାନିକଙ୍କ ପୁଅ
ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳି ବିନୋଦ କାମ୍ବଲି ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। କାମ୍ବଲି ୧୮ ଜାନୁଆରୀ ୧୯୭୨ ରେ ମୁମ୍ବାଇର କଞ୍ଜୁରମର୍ଗର ଇନ୍ଦିରା ନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଗଣପତ କାମ୍ବଲି ଜଣେ ମେକାନିକ ଥିଲେ। ବିନୋଦ…
ମରୁଭୂମିରେ ତୁଷାରପାତ: ବାଲିରେ ବରଫ ଚାଦର
ତାବୁକ,୧୮।୧: ସାହାରା ମରୁଭୂମି ଏବଂ ସୌଦି ଆରବର ତାବୁକ୍ ମରୁଭୂମିରେ ତୁଷାରପାତ ହୋଇଛି। ଫଳରେ ବାଲି ଉପରେ ଘନ ବରଫ ଚାଦର ଆଚ୍ଛାଦିତ ହୋଇପଡ଼ିଛି। ଆଫ୍ରିକାର ଆଲଜେରିଆସ୍ଥିତ ସାହାରା ମରୂଭୁମି ଅଞ୍ଚଳର ଏଇନ୍ ସେଫ୍ରା ସହରର ରାଜରାସ୍ତା ବରଫରେ ଢାଙ୍କି ହୋଇ…
ପ୍ରତୀକ୍ଷାର ଅନ୍ତ: ଟିକାକରଣ ପ୍ରକ୍ରିୟା ଆରମ୍ଭ
ବାଲେଶ୍ୱର ଅଫିସ,୧୮।୧: ସମସ୍ତ ପ୍ରତୀକ୍ଷାର ଅନ୍ତ ପରେ ସୋମବାରଠାରୁ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେଇଛି। ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟ ସମେତ ଜିଲାର ୪ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକାକରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ ପରେ ଟିକାକରଣ କାର୍ଯ୍ୟ ଆରମ୍ଭ…
ଭାରତକୁ ବିଜୟ ପାଇଁ ୩୨୮ ରନ୍ର ଟାର୍ଗେଟ୍ ଦେଲା ଅଷ୍ଟ୍ରେଲିଆ
ବ୍ରିସବେନ୍,୧୮।୧: ବ୍ରିସବେନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଭାରତକୁ ବିଜୟ ପାଇଁ ୩୨୮ ରନ୍ର ଟାର୍ଗେଟ ଦେଇଛି ଅଷ୍ଟ୍ରେଲିଆ। ଦ୍ୱିତୀୟ ଇନିଂସରେ ଭାରତୀୟ ବୋଲରମାନେ ୨୯୪ ରନରେ ଅଷ୍ଟ୍ରେଲିଆକୁ ଅଲଆଉଟ୍ କରିଥିଲେ। ଏହା ସହିତ…
ଆଜି ରାଜ୍ୟରୁ ୧୩୪ ପଜିଟିଭ୍ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯ ଜଣ ଚିହ୍ନଟ…
ସିଆର୍ପିଏଫ୍-ଡିଆର୍ଡିଓ ପକ୍ଷରୁ ବାଇକ୍ ଆମ୍ବୁଲାନ୍ସ୍ ସେବା ଆରମ୍ଭ
ନୂଆଦିଲ୍ଲୀ,୧୮।୧: ସିଆର୍ପିଏଫ୍ ଏବଂ ଡିଆର୍ଡିଓ ପକ୍ଷରୁ ସୋମବାର ବାଇକ୍ ଆମ୍ବୁଲାନ୍ସ୍ ସେବା ‘ରକ୍ଷିତା’ର ଆରମ୍ଭ କରାଯାଇଛି। ସୁରକ୍ଷାକର୍ମୀଙ୍କୁ ଜରୁରିକାଳୀନ ସେବା ଯୋଗାଇ ଦେବା ପାଇଁ ଏହା କାର୍ଯ୍ୟ କରିବ। ଯୁଦ୍ଧ କ୍ଷେତ୍ର, ଆତଙ୍କବାଦୀ ଅପରେଶନ୍ ଅବା ମାଓବାଦୀ ଅପରେଶନ୍ ସମୟରେ ଏହି…
ଆଜିଠୁ ପୁଣି ଟିକାକରଣ: କେନ୍ଦ୍ର ସଂଖ୍ୟା ବଢ଼ିଲା
ଭୁବନେଶ୍ୱର,୧୮।୧(ବ୍ୟୁରୋ): କରୋନା ମହାମାରୀକୁ ହରାଇବା ପାଇଁ ଓଡ଼ିଶାରେ ଶନିବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ରବିବାର ଟିକା ପ୍ରଦାନ ବନ୍ଦ ଥିବାବେଳେ ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ତେବେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଛି। ଏଣିକି ସମସ୍ତ…
ଅହମଦାବାଦ-ସୁରଟ ମେଟ୍ରୋ ପ୍ରୋଜେକ୍ଟର ଶୁଭାରମ୍ଭ କଲେ ମୋଦି
ନୂଆଦିଲ୍ଲୀ,୧୮ ।୧: ଗୁଜରାଟର ସୁରଟ ଓ ଅହମଦାବାଦ ସହର ପାଇଁ ସୋମବାର ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅର୍ଥାତ୍ ୧୮ ଜାନୁୟାରୀରେ ଭିଡିଓ କନଫରେନ୍ସିଂ ଜରିଆରେ ଅହମଦାବାଦ ମେଟ୍ରୋ ରେଲ ପରିଯୋଜନାର ଦ୍ୱିତୀୟ ଭାଗ…
ଜଙ୍ଗଲ ପରିଚାଳନାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଜଙ୍ଗଲ ପରିଚାଳନାରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟର ମାନ୍ୟତା ମିଳିଛି। ଆଇଏସ୍ଏଫ୍ଆର୍ ରିପୋର୍ଟ-୨୦୧୯ ଅନୁସାରେ ଟେକ୍ନୋଲୋଜି ପ୍ରୟୋଗ ମାଧ୍ୟମରେ ଜଙ୍ଗଲ ଓ ଜଙ୍ଗଲ ପରିଚାଳନାର ବିଭିନ୍ନ ପାରାମିଟରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟ ଭାବରେ ଆକଳନ କରାଯାଇଛି। ଏ ନେଇ…
ଝିଅ ହେବା ପରେ ଟୁଇଟର୍ ବାୟୋ ପରିବର୍ତ୍ତନ କଲେ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିକଟରେ ଏକ କନ୍ୟା ସନ୍ତାନର ପିତା ହୋଇଛନ୍ତି। ଜାନୁଆରୀ ୧୧ରେ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଏହା ପରେ ବିରାଟ…
Archives


