Home Left

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ଦାନ କଲେ ଅକ୍ଷୟ କୁମାର

ମୁମ୍ବାଇ,୧୭।୧: ପ୍ରଥମ ବଲିଉଡ୍‌ ଷ୍ଟାର ଭାବେ ଅକ୍ଷୟ କୁମାର ଅଯୋଧ୍ୟାରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିରର ନିର୍ମାଣ ପାଇଁ ଦାନ କରିଛନ୍ତି । ଏ ନେଇ ଟୁଇଟରରେ ଏକ ଭିଡିଓ ଶେୟାର କରି ସୂଚନା ଦେଇଛନ୍ତି ୫୩ ବର୍ଷୀୟ ଅଭିନେତା।…

ଇସ୍ରାଇଲ: କରୋନା ଭାକ୍ସିନ ନେବା ପରେ ପାରାଲିସସ୍‌ର ସମ୍ମୁଖୀନ ହେଲେ ୧୩ ବ୍ୟକ୍ତି

ଜେରୁସେଲମ,୧୭।୧: ଇସ୍ରାଏଲରେ କରୋନା ଭାକ୍ସିନ ନେବା ପରେ ଅତିକମ୍‌ରେ ୧୩ ଜଣ ବ୍ୟକ୍ତିଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖିବାକୁ ମିଳିଛି। କିଛି ଲୋକ ମଧ୍ୟମ ଧରଣର ମୁଖ ପାରାଲିସସ୍‌ (ପକ୍ଷାଘାତ)ର ସମ୍ମୁଖୀନ ହୋଇଥିବା ସ୍ପଷ୍ଟ କରିଛି ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ଏଭଳି…

୪ ଦିନରେ ବ୍ୟାଙ୍କ ଲୁଟ ମାମଲା ପର୍ଦ୍ଦାଫାଶ, ୩ ଗିରଫ

କୁଆଁରମୁଣ୍ଡା,୧୭।୧: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଡୁମେରଯୋର ପଞ୍ଚାୟତ ପରିସରରେ ଥିବା ଏସ୍‌ବିଆଇ ଶାଖାରୁ ସଶସ୍ତ୍ର ଡକାୟତି ଘଟଣାର ୪ ଦିନ ପରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଏହା ସହ ସେମାନଙ୍କଠାରୁ ୨ଟି ବାଇକ୍‌, ୬ ହଜାର…

ରାଜ୍ୟରେ ସୁସ୍ଥ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ରବିବାର ୨୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ କରୋନାରୁ ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩,୨୯,୫୪୬ରେ। ସୁନ୍ଦରଗଡ଼ରୁ ସର୍ବାଧିକ ୩୯, ଅନୁଗୁଳରୁ ୨୩, ଖୋର୍ଦ୍ଧାରୁ ୨୦, କେନ୍ଦୁଝର ୧୯, ବାଲେଶ୍ୱର ୧୬, ବରଗଡ଼ ୧୩, ଯାଜପୁର…

ପିକ୍‌ନିକ୍‌ ହେଲା କାଳ: ଶଙ୍ଖନଦୀରେ ବୁଡ଼ି ଯୁବକ ମୃତ

ବେଦବ୍ୟାସ,୧୭।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଶଙ୍ଖନଦୀର ଭାଲୁପତ୍ରାଘାଟରେ ରବିବାର ଅପରାହ୍ନରେ ପାଣିରେ ବୁଡ଼ି ତ୍ରିଲୋଚନ ମହାକୁଡ଼ (୨୩)ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ମଧୁସୂଦନପାଲି ୧୧ନଂ. ୱାର୍ଡରେ। ସକାଳେ ରାଉରକେଲା…

ଦେଶରେ ଦିନକୁ ନିର୍ମାଣ ହେଉଛି ହାରାହାରି ୭୬ କିମି ଏନ୍‌ଏଚ୍‌ ରାସ୍ତା

ନୂଆଦିଲ୍ଲୀ,୧୭।୧: ଚଳିତ ଜାନୁୟାରୀର ଗତ ସପ୍ତାହ ସୁଦ୍ଧା ହାଇଓ୍ବେ (ଏନ୍‌ଏଚ୍‌) ନିର୍ମାଣ କାର୍ଯ୍ୟ ରେକର୍ଡ ଛୁଇଁଛି। ଜାନୁୟାରୀ ୮ ତାରିଖ ସୁଦ୍ଧା ଦେଶରେ ଦିନକୁ ୭୬ କିମି ହାଇଓ୍ବେ ରାସ୍ତା ନିର୍ମାଣ ହୋଇଛି। ଏ ନେଇ ରବିବାର ସୂଚନା ଦେଇଛି ରାଜପଥ…

ନକଲି ସର୍ଫ ବିକ୍ରି ଘଟଣା: ଗୋଦାମ ସିଲ୍‌, ମାଲିକଙ୍କୁ କୋର୍ଟ ଚାଲାଣ

ସମ୍ବଲପୁର,୧୭ା୧(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳ ରେଳ ଫାଟକ ନିକଟ ଓ ଅଇଁଠାପାଲି ଥାନା ନୂଆଁପଡ଼ାସ୍ଥିତ ଗୋଦାମରେ ପୋଲିସ ଚଢାଉ କରିଥିଲା। ଅସଲି ବ୍ରାଣ୍ଡରେ ନକଲି ସାମଗ୍ରୀ ମିଶାଇ ସର୍ଫ ପ୍ୟାକିଂ କରାଯାଉଥିବା ଜାଣି ପୋଲିସ ଉପରୋକ୍ତ ୨ ଗୋଦାମକୁ…

ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିର ପ୍ରଥମ ବୈଠକ ୧୯ରେ

ନୂଆଦିଲ୍ଲୀ,୧୭।୧: କେନ୍ଦ୍ର ସରକାର ଓ ଚାଷୀଙ୍କ ମଧ୍ୟରେ ଜାରି ରହିଥିବା ଅଚଳାବସ୍ଥା ଦୂର କରିବା ଲାଗି ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିର ପ୍ରଥମ ବୈଠକ ପୁସା କ୍ୟାମ୍ପସଠାରେ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ କମିଟିର ଜଣେ ସଦସ୍ୟ…

ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଜବତ

ପାରଳାଖେମୁଣ୍ଡି,୧୭ା୧: ଗଜପତି ଜିଲା ମହେନ୍ଦ୍ରଗିରି ଓ ଦେବଗିରି ରେଞ୍ଜ ବନ କର୍ମଚାରୀ ଶନିବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ବେଳେ ଏକ ଅଟୋରେ ଚାଲାଣ ହେଉଥିବା ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଜବତ କରିଛନ୍ତି। ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଅଟକ ରଖି ପଚରାଉଚରା ଚାଲିଛି।…

କଂଗ୍ରେସ ଉପରେ ଭରସା କରନ୍ତୁ ନାହିଁ: ଅମିତ ଶାହା

ବେଙ୍ଗାଲୁରୁ,୧୭।୧: କେନ୍ଦ୍ର ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା ରବିବାର କଂଗ୍ରେସ ଉପରେ ବର୍ଷିଛନ୍ତି। କର୍ନାଟକର ବଗାଲକୋଟରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବାବେଳେ ସେ କହିଛନ୍ତି ଯେ,କଂଗ୍ରେସକୁ ଆଦୌ ବିଶ୍ୱାସ କରନ୍ତୁ ନାହିଁ, ଟିକା ନେବା ସମୟ ଯେତେବେଳେ ଆସିବ ସେତେବେଳେ ଟିକା…

ସ୍ତ୍ରୀଙ୍କ ଆଗରେ ଚାଲିଗଲା ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ୍‌,୧୭।୧: ବରଗଡ଼-ସୋହେଲା ରାସ୍ତା ପଥର୍ଲା ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ଏକ ଟ୍ରାକ୍ଟର ଧକ୍କା ଦେବାରୁ ସ୍ତ୍ରୀଙ୍କ ଆଗରେ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛତିଶଗଡ଼ ରାଜ୍ୟର ମୂଳ ବାସିନ୍ଦା ରାସ…

ମମତା ଗଡକୁ ଡେଇଁଲେ ଉଦ୍ଧବ

ମୁମ୍ବାଇ,୧୭।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଶିବସେନା ଘୋଷଣା କରିଛନ୍ତି। ଶିବସେନା ଏମ୍‌ପି ସଞ୍ଜୟ ରାଉତ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସେ ଟୁଇଟ ଯୋଗେ କହିଛନ୍ତି- ଏହି ଖବର ଦୀର୍ଘ ସମୟ ଧରି ଅପେକ୍ଷା କରିଥିଲା। ଦଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri