Home Left

୨ ଚାଇନା ନାଗରିକଙ୍କୁ ଗିରଫ କଲା ଇଡ଼ି

ନୂଆଦିଲ୍ଲୀ,୧୭।୧: ବେଆଇନ ଭାବେ ଟଙ୍କା ଠୁଳ କରିବା ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୨ ଜଣ ଚାଇନା ନାଗରିକଙ୍କୁ ଗିରଫ କରାଯାଇଛି। ଚାର୍ଲି ପେଙ୍ଗ୍‌ ଏବଂ କାର୍ଟର ଲିଙ୍କ ନାମରେ ଅଭିଯୋଗ ଆସିବା ପରେ ଇଡ଼ି ପକ୍ଷରୁ ଏହାର ତଦନ୍ତ…

ଜର୍ମାନ ଶାସକ ଦଳର ନୂଆ ନେତା ଅର୍ମିନ

ବର୍ଲିନ, ୧୭।୧: ଜର୍ମାନ ଚାନ୍‌ସେଲର ଆଞ୍ଜେଲା ମର୍କେଲ୍‌ଙ୍କ ସେଣ୍ଟର-ରାଇଟ୍‌ ପାର୍ଟି ଗଭର୍ଣ୍ଣର ଅର୍ମିନ ଲାସେଟ୍‌ଙ୍କୁ ଦଳର ନୂଆ ନେତା ଚୟନ କରିଛି। ନିର୍ବାଚନ ପୂର୍ବରୁ ନୂଆ ନେତା ଚୟନ ହୋଇଥିବାରୁ ସେ ପରବର୍ତ୍ତୀ ଚାନ୍‌ସେଲର ହୋଇପାରନ୍ତି କିମ୍ବା ଚାନ୍‌ସେଲର ନିର୍ବାଚନରେ ଗୁରୁତ୍ୱପୂର୍ଣ୍ଣ…

ଅର୍ଣ୍ଣବ-ବିଏଆର୍‌ସି ପୂର୍ବତନ ସିଇଓଙ୍କ ଚାଟ୍‌ ଭାଇରାଲ

ମୁମ୍ବାଇ, ୧୭।୧: ରିପବ୍ଲିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ଗିରଫ ହୋଇଥିବା ଟିଭି ରେଟିଂ ସଂସ୍ଥା ବିଏଆର୍‌ସିର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କ ମଧ୍ୟରେ ହ୍ବାଟ୍ସଆପ୍‌ ଚାଟ୍‌ର ସ୍କ୍ରିନ୍‌ଶଟ୍‌ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହା ଅର୍ଣ୍ଣବଙ୍କ ଅଡ଼ୁଆ…

ବିଶ୍ୱଜିତ୍‌ ଚାଟାର୍ଜୀ ଶ୍ରେଷ୍ଠ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ

ପଣଜୀ, ୧୭ା୧: ଗୋଆରେ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ସମାରୋହ (ଆଇଏଫଏଫଆଇ)ର ୫୧ତମ ସଂସ୍କରଣ ଆୟୋଜିତ ହୋଇଛି। ମହୋତ୍ସବରେ ହିନ୍ଦୀ ଓ ବଙ୍ଗଳା ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା, ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ ତଥା ଗାୟକ ବିଶ୍ୱଜିତ୍‌ ଚାଟାର୍ଜୀଙ୍କୁ ବର୍ଷର ଶ୍ରେଷ୍ଠ ଭାରତୀୟ…

ଆମେରିକାରେ ସଶସ୍ତ୍ର ବିକ୍ଷୋଭ ଆଶଙ୍କା

ଓ୍ବାଶିଂଟନ, ୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବାବେଳେ ଜାନୁୟାରୀ ୬ ଭଳି ହିଂସାତ୍ମକ ବିକ୍ଷୋଭ ଓ ଟ୍ରମ୍ପ୍‌ ସପକ୍ଷ ରାଲି ବାହାରିବା ସମ୍ଭାବନା ଥିବାରୁ ୫୦ଟି ରାଜ୍ୟର ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ରାଜଧାନୀ…

୫ ଦିନରେ ହସ୍ପିଟାଲ ନିର୍ମାଣ କଲା ଚାଇନା

ବେଜିଂ, ୧୭ା୧: ଚାଇନାକୁ କରୋନା ସଂକ୍ରମଣ ଫେରିଥିବାବେଳେ ସାଉଥବେଜିଂର ଏକ ସହରରେ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚାଇନା ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ୧୫ ଶହ କୋଠରି ବିଶିଷ୍ଟ ହସ୍ପିଟାଲ ୫ ଦିନରେ ନିର୍ମାଣ କରିଛି। ଦେଶରେ…

ହ୍ବାଇଟ୍‌ ହାଉସ୍‌ରେ ସମୀରା

ଓ୍ବାଶିଂଟନ୍‌, ୧୭ା୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଟିମ୍‌ରେ ସାମିଲ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ସମୀରା ଫେଜିଲି। ଭାରତୀୟ-ଆମେରିକୀୟ କମ୍ୟୁନିଟି ଏବଂ ଅର୍ଥନୈତିକ ବିକାଶ ବିଶେଷଜ୍ଞ ସମୀରାଙ୍କୁ ହ୍ବାଇଟ୍‌ ହାଉସ୍‌ରେ ଜାତୀୟ ଅର୍ଥନୈତିକ ପରିଷଦର ଡେପୁଟି ନିର୍ଦ୍ଦେଶକ ଭାବେ…

ସୁପ୍ରିମକୋର୍ଟ ଗଲା ବିକେୟୁ

ନୂଆଦିଲ୍ଲୀ, ୧୭।୧(ପି.ଟି.): ବିବାଦୀୟ କୃଷି ଆଇନକୁ ନେଇ ଅଚଳାବସ୍ଥା ଜାରି ରହିଥିବାବେଳେ ଏହାର ସମାଧାନ ସୂତ୍ର ବାହାର କରିବା ଲାଗି ସୁପ୍ରିମକୋର୍ଟ ୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲେ। ଉକ୍ତ କମିଟିରୁ ଭୂପିନ୍ଦର ସିଂ ମାନ୍‌ ଓହରିଯାଇଥିବାବେଳେ ଅନ୍ୟ ୩…

ଲିଙ୍କ୍‌ ପଠାଇ ଆକାଉଣ୍ଟରୁ ଲୁଟ୍‌

ଅନୁଗୋଳ ଅଫିସ, ୧୭।୧ (ଅମିତ କୁମାର ସାମଲ): ସମୟ ସହ ବଦଳୁଛି ସାଇବର ଅପରାଧର ପଦ୍ଧତି। ପୂର୍ବରୁ ଫୋନ କରି କୌଶଳରେ ଏଟିଏମ୍‌ ତଥ୍ୟ ନେଉଥିବା ଅପରାଧୀମାନେ ଏବେ ଇଣ୍ଟରନେଟ୍‌କୁ ଠକେଇର ଏକ ମାଧ୍ୟମ କରିଛନ୍ତି। ଏହି ଆପ୍‌ ଡାଉନ୍‌ଲୋଡ୍‌ ନ କଲେ…

ପାକିସ୍ତାନରେ ପହଞ୍ଚିଲା ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ

ଇସ୍‌ଲାମାବାଦ, ୧୭ା୧ (ଏପି)- ପାଖାପାଖି ଦୀର୍ଘ ୧୪ ବର୍ଷ ବ୍ୟବଧାନରେ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଟେଷ୍ଟ ମ୍ୟାଚ ଖେଳିବା ଲାଗି ପାକିସ୍ତାନରେ ପହଞ୍ଚିଛି। ଖେଳାଳିମାନେ ବିମାନ ଯୋଗେ ଦକ୍ଷିଣାଞ୍ଚଳ ବନ୍ଦର ସହର କରାଚୀରେ ଓହ୍ଲାଇଛନ୍ତି। ଦକ୍ଷିଣ ଆଫ୍ରିକା ଦଳ ଶେଷଥର…

ବଲିଉଡ୍‌ର ଏହି ଲୋକପ୍ରିୟ ଗୀତ ଗାଇ ସମସ୍ତଙ୍କ ହୃଦୟ ଜିତିଲେ କୁନି ବାଳକ, ରବୀନା ଟଣ୍ଡନ କଲେ ପ୍ରଶଂସା

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ବାଳକ ଫିଲ୍ମ ‘ବର୍ଡର’ର ଗୀତକୁ ଖୁବ୍‌ ସୁନ୍ଦର ଭାବରେ ଗାଉଥିବାର ନଜର ଆସିଛନ୍ତି। ଏହି ବାଳକଙ୍କ ଭିଡିଓଟି ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ୧୯୯୭ ମସିହାରେ…

ବଢୁଛି ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୧୭।୧ (ରତନ ନାୟାର) : କଅଁଳ କାନ୍ଧ ବୋହୁଛି ଜଞ୍ଜାଳ। ସଂସାରର ନୀତିନିୟମ, ଚାଲିଚଳଣ ବୁଝିବା ଆଗରୁ ମୁଣ୍ଡରେ ଲଦି ଦିଆଯାଉଛି ବୋଝ। କୋମଳମତି ବୟସରେ ପାଠପଢ଼ି ଆଗକୁ ବଢ଼ିବା ସମୟରେ ମାତୃତ୍ୱ ଲାଭ କରୁଛନ୍ତି ସେମାନେ। ଅପରିପକ୍ୱ ବୟସରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri