ପ୍ରିୟଙ୍କାଙ୍କ ସ୍ବାମୀ ନିକ୍ ସକାଳୁ ଉଠି ପ୍ରଥମେ କରିଥାନ୍ତି ଏହି କାମ
ପ୍ରତ୍ୟେକ ଦମ୍ପତିଙ୍କ ଜୀବନରେ ଉତ୍ଥାନ-ପତ୍ତନ ଲାଗିରହିଥାଏ। ଏହି ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି ସେମାନେ ନିଜ ପ୍ରେମକୁ ବଜାୟ ରଖନ୍ତି ଏବଂ ସମ୍ପର୍କକୁ ଦୃଢ଼ କରିଥାନ୍ତି। ବଲିଉଡ୍ର ଏମିତି ଅନେକ ଦମ୍ପତି ରହିଛନ୍ତି ଯେଉଁମାନେ ଅନ୍ୟ ପାଇଁ ଉଦାହରଣ ପାଲଟିଛନ୍ତି। ସେମାନଙ୍କ…
ଅଧା ବାଟରେ ଖୋଳ
ଯାଜପୁର ଅଫିସ/ ଚଣ୍ଡିଖୋଲ(ଡି.ଏନ.ଏ.),୧୬।୧: ନକଲି ଟ୍ରାଞ୍ଜିଟ୍ ପାସ୍ (ଟିପି) ତିଆରି କରି ଲୁହାପଥର ଲୁଟ୍ ଓ ଚୋରି ଘଟଣା ଏବେ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦୁଝର ଓ ଯାଜପୁର ଜିଲାରେ ମୂଲ୍ୟବାନ ଖଣିଜ ପଦାର୍ଥ ନକଲି ଟିପି ସହାୟତାରେ ପଶ୍ଚିମବଙ୍ଗ, ଛତିଶଗଡ଼…
ୟୁଜରଙ୍କ ଅସନ୍ତୋଷ ଆଗରେ ମୁଣ୍ଡ ନୁଆଁଇଲା ହ୍ବାଟ୍ସଆପ୍
ନୂଆଦିଲ୍ଲୀ,୧୬।୧: ମେସେଜିଂ ଆପ୍ ହ୍ବାଟ୍ସଆପ୍ର ନୂଆ ପ୍ରିଭେସି ପଲିସି ଅପ୍ଡେଟ୍ କରିବାର ଘୋଷଣା କରିଥିଲା। ଏହାକୁ ନେଇ ବ୍ୟବହାରକାରୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଏପରିକି ଲୋକମାନେ ଅନ୍ୟ ଆପ୍ଆଡକୁ ମୁହାଁଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ହ୍ବାଟ୍ସଆପ୍ ଏବେ ନିଜର ପ୍ରିଭେସି ଅପ୍ଡେଟ୍କୁ…
ଶୁଣାଣି ଶେଷ, ରାୟ ସଂରକ୍ଷିତ
କଟକ ଅଫିସ,୧୬।୧: ନିଲମ୍ବିତ ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କ ଜାମିନ ଆବେଦନ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ଶେଷ ହୋଇଛି। ହାଇକୋର୍ଟ ବିରାରପତି ଜଷ୍ଟିସ୍ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି ଶେଷ କରି…
ନକଲି ପାନମସଲା କାରଖାନା ଠାବ: ମାଲିକ ଗିରଫ
କଟକ ସଦର, ୧୬।୧(ଡି.ଏନ୍.ଏ.): କଟକ ଜିଲା ସଦର ଥାନା ଅଧୀନ ଆମଣ ପଞ୍ଚାୟତର ଶାସୋଳ ଗ୍ରାମରେ ଶୁକ୍ରବାର ପୋଲିସ ଚଢାଉ କରି ନକଲି ପାନମସଲା କାରଖାନା ଠାବ କରିଛି। ସେଠାରୁ ୧୨ କୁଇଣ୍ଟାଲ ନିମ୍ନମାନର ଗୁଣ୍ଡି, ଜର୍ଦ୍ଦା ପ୍ରସ୍ତୁତି ସାମଗ୍ରୀ, ୨…
ଗହୀରମଥାରେ ଅଲିଭ ରିଡ୍ଲେଙ୍କ ମିଳନ
ମହାକାଳପଡ଼ା, ୧୬।୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଜଳରାଶିରେ ବିରଳ ଅଲିଭ ରିଡ୍ଲେ କଇଁଛମାନଙ୍କ ମିଳନ ଆରମ୍ଭ ହୋଇଥିବା ଶୁକ୍ରବାର ଦେଖିବାକୁ ମିଳିଛି। ବିଶେଷକରି ଏହି ସମୟରେ ସୁରକ୍ଷିତ ଅଭୟାରଣ୍ୟର ମାଦଲି, ଅଗରନାସୀ, ଲଞ୍ଚ ଘୋଲା, ଷୋଳମୁହାଣ, ହୁକିଟୋଲା…
୪ ଲକ୍ଷ ଟଙ୍କାର ଚପଲ ପିନ୍ଧି ପାର୍ଟିରେ ପହଞ୍ଚିଥିଲେ ଅନୁଷ୍କା, ପୋଷାକର ମୂଲ୍ୟ ଥିଲା…
ନୂଆବର୍ଷ ଅବସରରେ ଯାହା ସହିତ ସମୟ ବିତାଇବେ ବର୍ଷସାରା ତା’ସହ ରହିବେ ବୋଲି କୁହାଯାଏ। ୨୦୨୦ ଆରମ୍ଭର ଗୋଟିଏ ଦିନ ପୂର୍ବରୁ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ସ୍ବୀଜରଲାଣ୍ଡର ଡିଷ୍ଟାଡ ପ୍ୟାଲେସରେ ରହିଥିଲେ। ଏହି ସମୟରେ ତାଙ୍କ ସହ…
ଦିଲ୍ଲୀ ଗଲେ ୫୦୦ ଚାଷୀ
ଭୁବନେଶ୍ୱର, ୧୬।୧(ବ୍ୟୁରୋ): ନୂତକ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଦିଲ୍ଲୀରେ ଚାଷୀ ଆନ୍ଦୋଳନ ଚାଲିଛି। ଏହାକୁ ସମର୍ଥନ ଜଣାଇ ଶୁକ୍ରବାର ଓଡ଼ିଶାରୁ ପାଖାପାଖି ୫୦୦ ଚାଷୀ ବସ୍ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ଚାଲିଥିବା…
ଇସ୍ପାତ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କର: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୬।୧(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ ପାଇଁ ନରେନ୍ଦ୍ର ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏଶନ(ଆଇଏସ୍ଏ) ପକ୍ଷରୁ ଆୟୋଜିତ ୱେବିନାରରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ‘ଇସ୍ପାତ ନିର୍ମାଣ ଏବଂ ଭିତ୍ତିଭୂମି…
ରାଜ୍ୟ ସରକାର ଭ୍ରମିତ କରୁଛନ୍ତି: ଭାଜପା
ଭୁବନେଶ୍ୱର,୧୬।୧(ବ୍ୟୁରୋ) : ପରୀ ହତ୍ୟାକାଣ୍ଡକୁ ନେଇ ଚାଲିଥିବା ଏସ୍ଆଇଟି ତଦନ୍ତ ପ୍ରସଙ୍ଗରେ ଜନ ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ହାଇକୋର୍ଟରୁ ତଥ୍ୟ ମାଗିଥିଲେ। ହେମନ୍ତଙ୍କ ଆବେଦନର ଉତ୍ତର ଗତ ୬ ତାରିଖରେ ହାଇକୋର୍ଟରୁ ଆସିଛି, ଯେଉଁଥିରେ ହାଇକୋର୍ଟ ସ୍ପଷ୍ଟଭାବେ ଉଲ୍ଲେଖ…
ଦ୍ୱନ୍ଦ୍ୱରେ ଏସ୍ଆଇଟି ସମ୍ପର୍କିତ ଚିଠି
ବଲାଙ୍ଗୀର ଅଫିସ, ୧୬।୧: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ତଦନ୍ତ ଓଡ଼ିଶା ହାଇକୋର୍ଟଙ୍କ ପର୍ଯ୍ୟବେକ୍ଷଣ (ମନିଟରିଂ)ରେ ହେଉ ବୋଲି ରାଜ୍ୟ ସରକାର ଅନୁରୋଧ କରି ଗତ ୨୮ ନଭେମ୍ବରରେ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଥିଲେ। ଏପରି କି ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍ଆଇଟି)ରେ…
ଗୋରୀ ପାଇଁ ପୁଣି ସାଥୀ ଖୋଜା
ରାଜନଗର,୧୬।୧(ଡି.ଏନ.ଏ.) : ଭିତରକନିକା ଜାତୀୟ ଉଦ୍ୟାନର ସୁନ୍ଦରୀ ଦେଶ ବିଦେଶ ପର୍ଯ୍ୟଟକଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ଶଙ୍ଖୁଆ କୁମ୍ଭୀର ଗୋରୀକୁ ଏବେ ୪୬ ବର୍ଷ ଚାଲିଲା। ଗୋରୀ ପାଇଁ ବିଦେଶୀ ଓ ଦେଶୀୟ ସାଥୀଙ୍କୁ ଅଣାଯାଇ ମିଳନର ସୁଯୋଗ ଦିଆଯାଇଥିଲା। ମାତ୍ର ଗୋରୀ…
Archives


