Home Left

ଇସ୍ପାତ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ ପାଇଁ ନରେନ୍ଦ୍ର ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏଶନ(ଆଇଏସ୍‌ଏ) ପକ୍ଷରୁ ଆୟୋଜିତ ୱେବିନାରରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ‘ଇସ୍ପାତ ନିର୍ମାଣ ଏବଂ ଭିତ୍ତିଭୂମି…

ରାଜ୍ୟ ସରକାର ଭ୍ରମିତ କରୁଛନ୍ତି: ଭାଜପା

ଭୁବନେଶ୍ୱର,୧୬।୧(ବ୍ୟୁରୋ) : ପରୀ ହତ୍ୟାକାଣ୍ଡକୁ ନେଇ ଚାଲିଥିବା ଏସ୍‌ଆଇଟି ତଦନ୍ତ ପ୍ରସଙ୍ଗରେ ଜନ ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ହାଇକୋର୍ଟରୁ ତଥ୍ୟ ମାଗିଥିଲେ। ହେମନ୍ତଙ୍କ ଆବେଦନର ଉତ୍ତର ଗତ ୬ ତାରିଖରେ ହାଇକୋର୍ଟରୁ ଆସିଛି, ଯେଉଁଥିରେ ହାଇକୋର୍ଟ ସ୍ପଷ୍ଟଭାବେ ଉଲ୍ଲେଖ…

ଦ୍ୱନ୍ଦ୍ୱରେ ଏସ୍‌ଆଇଟି ସମ୍ପର୍କିତ ଚିଠି

ବଲାଙ୍ଗୀର ଅଫିସ, ୧୬।୧: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ତଦନ୍ତ ଓଡ଼ିଶା ହାଇକୋର୍ଟଙ୍କ ପର୍ଯ୍ୟବେକ୍ଷଣ (ମନିଟରିଂ)ରେ ହେଉ ବୋଲି ରାଜ୍ୟ ସରକାର ଅନୁରୋଧ କରି ଗତ ୨୮ ନଭେମ୍ବରରେ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଥିଲେ। ଏପରି କି ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି)ରେ…

ଗୋରୀ ପାଇଁ ପୁଣି ସାଥୀ ଖୋଜା

ରାଜନଗର,୧୬।୧(ଡି.ଏନ.ଏ.) : ଭିତରକନିକା ଜାତୀୟ ଉଦ୍ୟାନର ସୁନ୍ଦରୀ ଦେଶ ବିଦେଶ ପର୍ଯ୍ୟଟକଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ଶଙ୍ଖୁଆ କୁମ୍ଭୀର ଗୋରୀକୁ ଏବେ ୪୬ ବର୍ଷ ଚାଲିଲା। ଗୋରୀ ପାଇଁ ବିଦେଶୀ ଓ ଦେଶୀୟ ସାଥୀଙ୍କୁ ଅଣାଯାଇ ମିଳନର ସୁଯୋଗ ଦିଆଯାଇଥିଲା। ମାତ୍ର ଗୋରୀ…

ନବମ ଶ୍ରେଣୀରେ ଫେଲ ହୋଇଥିଲେ ଏହି ଲୋକପ୍ରିୟ ଅଭିନେତା: ଆଲିଆଙ୍କ ପରେ ଏବେ କିଆରାଙ୍କ ପ୍ରେମରେ ହେଉଛନ୍ତି ଉବୁଟୁବୁ

ବମ୍ବେ: କରନ୍‌ ଜୋହରଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର’ରୁ ଡେବ୍ୟୁ କରିଥିବା ସିର୍ଦ୍ଧାର୍ଥ ମଲହୋତ୍ରା ଏବେ ଆଗଧାଡ଼ିର ନାୟକଙ୍କ ମଧ୍ୟରୁ ଜଣେ। ନିଜର ଲୁକ୍‌ ସହ ଅଭିନୟକୁ ନେଇ ମହିଳା ପ୍ରଶଂସକଙ୍କ ହୃଦୟ ଜିଣନ୍ତି ସେ। ଆଜି ସେ ନିଜର…

ଥାନାରେ ବାଘଛୁଆ

କୋକସରା, ୧୬।୧ (ଡି.ଏନ.ଏ.): କଳାହାଣ୍ଡି ଜିଲା ଆମପାଣି ଘାଟି ରାସ୍ତାରେ ଗତ କିଛିଦିନ ତଳେ ଏକ କଲରାପତରିଆ ବାଘ ଦେଖିବାକୁ ମିଳିଥିବା ବେଳେ ଗୁରୁବାର ରାତି ପ୍ରାୟ ୧୦ଟାରେ ଆମପାଣି ଥାନା ପରିସରରେ ୨ ବାଘ ଛୁଆ ବୁଲୁଥିବା ଜଣାପଡ଼ିଛି। ବାଘ…

ଖେଳଣା ଗିଳି ଶିଶୁପୁତ୍ର ମୃତ

କେନ୍ଦୁଝର/ଆନନ୍ଦପୁର, ୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ଅର୍ଜୁନବଣିଆ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପ୍ଲାଷ୍ଟିକ୍‌ ଖେଳଣା ଗିଳି ଦେବାରୁ ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ଗଁାର ମନୁ ନାଇକଙ୍କ ପୁଅ ସନୁ(୪)।…

ଆଜିଠୁ କରୋନା ସହ ନିର୍ଣ୍ଣାୟକ ଲଢ଼େଇ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଏବେ କରୋନା ବିରୋଧରେ ନିର୍ଣ୍ଣାୟକ ଲଢ଼େଇ। ବଡ଼ଧରଣର ପ୍ରସ୍ତୁତି ପରେ ଶନିବାରଠାରୁ ଓଡ଼ିଶା ସମେତ ସାରା ଦେଶରେ ଆରମ୍ଭ ହେଉଛି ଟିକାକରଣ। ରାଜ୍ୟରେ ପୂର୍ବରୁ ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଘରୋଇ ଡାକ୍ତରଖାନାକୁ…

ପାଣ୍ଡ୍ୟା ଭାଇଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼: ହୃଦ୍‌ଘାତରେ ପିତାଙ୍କ ନିଧନ

ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁଣାଳ ପାଣ୍ଡ୍ୟାଙ୍କ ବାପା ହିମାଂଶୁ ପାଣ୍ଡ୍ୟାଙ୍କ ଶନିବାର ନିଧନ ହୋଇଛି। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିବା ପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। କ୍ରିକେଟ ସହ ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ…

ଡଚ୍‌ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ହେଗ୍‌, ୧୬।୧: ନେଦରଲାଣ୍ଡ୍‌ସରେ ଶିଶୁଯତ୍ନ ସବ୍‌ସିଡି ଦୁର୍ନୀତିକୁ ନେଇ ଡଚ୍‌ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍ଟେ ଓ ତାଙ୍କ ସରକାର ଶୁକ୍ରବାର ଇସ୍ତଫା ଦେଇଛନ୍ତି। ଏହି ସବ୍‌ସିଡି ଦୁର୍ନୀତିରେ ହଜାର ହଜାର ମାତାପିତାଙ୍କୁ ଭୁଲ୍‌ରେ ସମ୍ପୃକ୍ତ କରାଯାଇଥିଲା। ବ୍ୟବସ୍ଥା ଭୟଙ୍କର ଭାବେ ତ୍ରୁଟିପୂର୍ଣ୍ଣ…

କମଲ ହାସନଙ୍କ ଦଳକୁ ଫେରିଲା ବ୍ୟାଟେରି ଟର୍ଚ୍ଚ ଚିହ୍ନ

ଚେନ୍ନାଇ, ୧୬।୧: କମଲ ହାସନଙ୍କ ଦଳ ମକ୍କଲ୍‌ ନିଧି ମୈୟମ (ଏମ୍‌ଏନ୍‌ଏମ୍‌)କୁ ପୁଣିଥରେ ‘ବ୍ୟାଟେରି ଟର୍ଚ୍ଚ’ ଚିହ୍ନ ମିଳିଛି। ଏକ ଭିଡିଓ ବାର୍ତ୍ତାରେ କମଲ ହାସନ ଏହି ସୂଚନା ଦେଇଛନ୍ତି। ନିଷ୍ପେଷିତମାନଙ୍କ ଉତ୍‌ଥାନ ପାଇଁ ଲଢ଼େଇ କରିଥିବା ମାର୍ଟିନ୍‌ ଲୁଥର କିଙ୍ଗ…

ଶତାଧିକ ଦଙ୍ଗାକାରୀ ଗିରଫ

ଓ୍ବାଶିଂଟନ, ୧୬।୧(ପି.ଟି.): ଆମେରିକା ସଂସଦ ଭବନ କ୍ୟାପିଟୋଲ ବିଲ୍ଡିଂ ଦଙ୍ଗା ଘଟଣାରେ ସୁରକ୍ଷା ସଂସ୍ଥା ଏପର୍ଯ୍ୟନ୍ତ ଶତାଧିକ ଲୋକଙ୍କୁ ଗିରଫ କଲାଣି। ୨୦ରେ ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଶପଥ ନେବାକୁ ଯାଉଥିବାବେଳେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରାଯାଉଥିବା ଏଫ୍‌ବିଆଇ ନିର୍ଦ୍ଦେଶକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri