ଖେଳଣା ଗିଳି ଶିଶୁପୁତ୍ର ମୃତ
କେନ୍ଦୁଝର/ଆନନ୍ଦପୁର, ୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ଅର୍ଜୁନବଣିଆ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପ୍ଲାଷ୍ଟିକ୍ ଖେଳଣା ଗିଳି ଦେବାରୁ ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ଗଁାର ମନୁ ନାଇକଙ୍କ ପୁଅ ସନୁ(୪)।…
ଆଜିଠୁ କରୋନା ସହ ନିର୍ଣ୍ଣାୟକ ଲଢ଼େଇ
ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଏବେ କରୋନା ବିରୋଧରେ ନିର୍ଣ୍ଣାୟକ ଲଢ଼େଇ। ବଡ଼ଧରଣର ପ୍ରସ୍ତୁତି ପରେ ଶନିବାରଠାରୁ ଓଡ଼ିଶା ସମେତ ସାରା ଦେଶରେ ଆରମ୍ଭ ହେଉଛି ଟିକାକରଣ। ରାଜ୍ୟରେ ପୂର୍ବରୁ ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଘରୋଇ ଡାକ୍ତରଖାନାକୁ…
ପାଣ୍ଡ୍ୟା ଭାଇଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼: ହୃଦ୍ଘାତରେ ପିତାଙ୍କ ନିଧନ
ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁଣାଳ ପାଣ୍ଡ୍ୟାଙ୍କ ବାପା ହିମାଂଶୁ ପାଣ୍ଡ୍ୟାଙ୍କ ଶନିବାର ନିଧନ ହୋଇଛି। ହୃଦ୍ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିବା ପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। କ୍ରିକେଟ ସହ ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ…
ଡଚ୍ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା
ହେଗ୍, ୧୬।୧: ନେଦରଲାଣ୍ଡ୍ସରେ ଶିଶୁଯତ୍ନ ସବ୍ସିଡି ଦୁର୍ନୀତିକୁ ନେଇ ଡଚ୍ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍ଟେ ଓ ତାଙ୍କ ସରକାର ଶୁକ୍ରବାର ଇସ୍ତଫା ଦେଇଛନ୍ତି। ଏହି ସବ୍ସିଡି ଦୁର୍ନୀତିରେ ହଜାର ହଜାର ମାତାପିତାଙ୍କୁ ଭୁଲ୍ରେ ସମ୍ପୃକ୍ତ କରାଯାଇଥିଲା। ବ୍ୟବସ୍ଥା ଭୟଙ୍କର ଭାବେ ତ୍ରୁଟିପୂର୍ଣ୍ଣ…
କମଲ ହାସନଙ୍କ ଦଳକୁ ଫେରିଲା ବ୍ୟାଟେରି ଟର୍ଚ୍ଚ ଚିହ୍ନ
ଚେନ୍ନାଇ, ୧୬।୧: କମଲ ହାସନଙ୍କ ଦଳ ମକ୍କଲ୍ ନିଧି ମୈୟମ (ଏମ୍ଏନ୍ଏମ୍)କୁ ପୁଣିଥରେ ‘ବ୍ୟାଟେରି ଟର୍ଚ୍ଚ’ ଚିହ୍ନ ମିଳିଛି। ଏକ ଭିଡିଓ ବାର୍ତ୍ତାରେ କମଲ ହାସନ ଏହି ସୂଚନା ଦେଇଛନ୍ତି। ନିଷ୍ପେଷିତମାନଙ୍କ ଉତ୍ଥାନ ପାଇଁ ଲଢ଼େଇ କରିଥିବା ମାର୍ଟିନ୍ ଲୁଥର କିଙ୍ଗ…
ଶତାଧିକ ଦଙ୍ଗାକାରୀ ଗିରଫ
ଓ୍ବାଶିଂଟନ, ୧୬।୧(ପି.ଟି.): ଆମେରିକା ସଂସଦ ଭବନ କ୍ୟାପିଟୋଲ ବିଲ୍ଡିଂ ଦଙ୍ଗା ଘଟଣାରେ ସୁରକ୍ଷା ସଂସ୍ଥା ଏପର୍ଯ୍ୟନ୍ତ ଶତାଧିକ ଲୋକଙ୍କୁ ଗିରଫ କଲାଣି। ୨୦ରେ ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଶପଥ ନେବାକୁ ଯାଉଥିବାବେଳେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରାଯାଉଥିବା ଏଫ୍ବିଆଇ ନିର୍ଦ୍ଦେଶକ…
ନିଧି ରାଜଦାନ ଫିଶିଙ୍ଗ୍ ଶିକାର
ନୂଆଦିଲ୍ଲୀ,୧୬ା୧: ଏନ୍ଡିଟିଭିର ପୂର୍ବତନ ଖବରଦାତା ନିଧି ରାଜଦାନ ଫିଶିଙ୍ଗ୍ (ଅନ୍ଲାଇନ୍ ଠକେଇ)ର ଶିକାର ହୋଇଥିବା ନିଜେ ଟୁଇଟ୍ କରି ଜଣାଇଛନ୍ତି। ନିଧି କହିଛନ୍ତି, ସେ ଅତ୍ୟନ୍ତ ଗମ୍ଭୀର ଫିଶିଙ୍ଗ୍ ଆକ୍ରମଣର ଶିକାର ହୋଇଛନ୍ତି। ତାଙ୍କ ପାଖକୁ ହାଭାର୍ଡ ୟୁନିଭର୍ସିଟିରେ ଅଧ୍ୟାପନା ପାଇଁ…
ପଡ଼ୋଶୀଙ୍କୁ ଦିଆଯିବ ୨ କୋଟି ଡୋଜ୍
ନୂଆଦିଲ୍ଲୀ, ୧୬।୧: ବିଶ୍ୱର ଅନ୍ୟତମ ସର୍ବାଧିକ ଟିକା ଉତ୍ପାଦନକାରୀ ଭାରତ ଏହାର ପଡୋଶୀ ଦେଶଗୁଡ଼ିକୁ ୨ କୋଟି କୋଭିଡ୍ ଟିକା ଡୋଜ୍ ପ୍ରଦାନ ଲାଗି ଯୋଜନା କରୁଛି। ଏହା ବ୍ୟତୀତ ବିଶ୍ୱର ବିଭିନ୍ନ ଦେଶକୁ ଟିକା ଯୋଗାଣ ଲାଗି ସରକାର ନୀତି…
ଫିଲିଫାଇନ୍ସ ବିୟୁଟି କୁଇନଙ୍କୁ ଗଣବଳାତ୍କାର ପରେ ହତ୍ୟା
ମାନିଲା,୧୫।୧: ଫିଲିଫାଇନର କାକାଟି ସହରରୁ ଆସିଛି ଏକ ହୃଦୟ ବିଦାରକ ଖବର। ଜଣେ ୨୩ ବର୍ଷୀୟା ବିୟୁଟି କୁଇନ କ୍ରିଷ୍ଟାଇନ ଆଞ୍ଜେଲିକା ଡାସେରାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଗତ ସପ୍ତାହରେ ମାକାଟିସ୍ଥିତ ୪ ତାରକା ବିଶିଷ୍ଟ ହୋଟେଲ ସିଟି ଗାର୍ଡେନରେ…
ନିବେଶକଙ୍କ କ୍ଷତି ୨.୩୩ ଲକ୍ଷ କୋଟି
ମୁମ୍ବାଇ: ଶୁକ୍ରବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ(ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ( ଏନ୍ଏସ୍ଇ)ରେ କାରବାର ପ୍ରଭାବିତ ହୋଇଛି। ଗତ ୪ ସପ୍ତାହ ମଧ୍ୟରେ ପ୍ରଥମ ଥର ଲାଗି…
ଟିକେଟ ଦେୟକୁ ବଳିଯାଉଛି ଟ୍ରେନ୍ ଧରିବା ଖର୍ଚ୍ଚ
ବଇଣ୍ଡା,୧୬ା୧: ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ରେଳଷ୍ଟେଶନ ସର୍ବଦା ବ୍ୟସ୍ତବହୁଳ। ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡା ଏକ ବ୍ୟବସାୟିକ କେନ୍ଦ୍ର ହୋଇଥିବାବେଳେ ଏହି ଷ୍ଟେଶନ ଉପରେ ୪୧ଟି ପଞ୍ଚାୟତର ଯାତ୍ରୀ ନିର୍ଭର କରନ୍ତି। କିନ୍ତୁ ଜିଲାର ଏହି ପ୍ରମୁଖ ଷ୍ଟେଶନ ଦେଇ…
ନଟରାଜନଙ୍କ ରେକର୍ଡ
ବ୍ରିସ୍ବେନ୍,୧୬।୧(ପି.ଟି.): ୟର୍କର ସ୍ପେଶାଲିଷ୍ଟ ଥଙ୍ଗାରାସୁ ନଟରାଜନ ଚତୁର୍ଥ ତଥା ଅନ୍ତିମ ଟେଷ୍ଟରେ ପଦାର୍ପଣ କରି ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ପ୍ରଥମ ଭାରତୀୟ ଭାବେ ନେଟ୍ ବୋଲର ହିସାବରେ କୌଣସି ଗସ୍ତରେ ଯାଇ ସବୁ ୩ଟି ଯାକ ଫର୍ମାଟରେ…
Archives


