Home Left

କମଲ ହାସନଙ୍କ ଏମ୍‌ଏନ୍‌ଏମ୍‌ ଫେରି ପାଇଲା ‘ବ୍ୟାଟେରି ଟର୍ଚ୍ଚ’ ଚିହ୍ନ

ଚେନ୍ନାଇ,୧୫।୧: ବିଶିଷ୍ଟ ସାଉଥ ଅଭିନେତା କମଲ ହାସନଙ୍କ ରାଜନୈତିକ ପାର୍ଟି ମକ୍କଲ ନିଧି ମାଇମ (ଏମ୍‌ଏନ୍‌ଏମ୍‌) ଫେରି ପାଇଛି ତାର ‘ବ୍ୟାଟେରି ଟର୍ଚ୍ଚ’ ଚିହ୍ନ। ୨୩୪ ବିଧାନସଭା ଆସନ ବିଶିଷ୍ଟ ତାମିଲନାଡୁ ନିର୍ବାଚନ ଲାଗି ବ୍ୟାଟେରି ଟର୍ଚ୍ଚ ଚିହ୍ନ ମିଳିଥିବା ପାର୍ଟି…

ଫେରିବେ ଶିବାଙ୍ଗୀ, ଖାଲି ବଦଳିବ ଚରିତ୍ର

ବମ୍ବେ: ଫେରୁଛନ୍ତି ଅଭିନେତ୍ରୀ ଶିବାଙ୍ଗୀ ଯୋଶୀ। ଭାବୁଥିବେ କେଉଁଠିକୁ। ଧାରାବାହିକ ‘ୟେ ରିସ୍ତା କ୍ୟା କହଲତା’କୁ ଶିବାଙ୍ଗୀ ଛାଡ଼ୁଥିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏହା ଗୁଜବ ସାବ୍ୟସ୍ତ ହୋଇଛି। କିଛିଦିନ ତଳେ ଶିବାଙ୍ଗୀଙ୍କ ଚରିତ୍ର ନାଏରାର ମୃତ୍ୟୁ ଘଟିଥିଲା। ହେଲେ…

‘ଟିକା ନେବାକୁ ୮୦ ପ୍ରତିଶତ ଭାରତୀୟ ପ୍ରସ୍ତୁତ’

ନୂଆଦିଲ୍ଲୀ,୧୫।୧: ଦେଶରେ ୧୬ ତାରିଖ ଆରମ୍ଭ ହେବ କରୋନା ଟିକାକରଣ ଅଭିଯାନ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନ ୮୦ ପ୍ରତିଶତ ଭାରତୀୟ କୋଭିଡ-୧୯ ଟିକା ନେବାକୁ ପ୍ରସ୍ତୁତ ବୋଲି ପ୍ରକାଶ କରିଛନ୍ତି।…

ଭାଇରାଲ ହେଉଛି ମହମ୍ମଦ ଆଝାରୁଦ୍ଦିନଙ୍କ ବକେଟ୍‌ ଲିଷ୍ଟ

ମୁମ୍ବାଇ,୧୫।୧: ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ୩୭ ବଲରେ ବିସ୍ଫୋରକ ଶତକ ହାସଲ କରିଥିବା କେରଳ ଓପନର ମହମ୍ମଦ ଆଝାରୁଦ୍ଦିନ ବେଶ୍‌ କିଛି ଦିନ ହେଲା ଚର୍ଚ୍ଚାରେ କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି। ଏହି ୨୬ ବର୍ଷୀୟ ବ୍ୟାଟ୍ସମ୍ୟାନ ନିଜ…

ଗୋଟିଏ ଦୁଇଟି ନୁହେଁ ୬ ବିଷୟରେ ନେଟ୍‌ କ୍ୱାଲିଫାଏ କରି ରେକର୍ଡ କଲେ ଏହି ଯୁବକ: ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ପାଇଲେ ସ୍ଥାନ

କାନପୁର: ଗୋଟିଏ କିମ୍ବା ଦୁଇଟି ବିଷୟ ନୁହେଁ, ବରଂ ଛଅଟି ବିଷୟରେ ଜାତୀୟ ଯୋଗ୍ୟତା ପରୀକ୍ଷା(ନେଟ୍‌) ପରୀକ୍ଷା ପାସ କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି ଜଣେ ଯୁବକ। ସେ ହେଲେ କାନପୁରର ଅମିତ କୁମାର ନିରଞ୍ଜନ। ଦେଶରେ…

ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପାକିସ୍ତାନକୁ ବନ୍ଧୁ ମାଲେସିଆର ଝଟକା: ଟଙ୍କା ନଦେବା ଯୋଗୁ ଜବତ କରିନେଲା ବିମାନ

କୁଆଲାଲମ୍ପୁର,୧୫।୧: ବନ୍ଧୁ ମାଲେସିଆ ଦ୍ୱାରା ପାକିସ୍ତାନକୁ ବଡ଼ ଝଟକା ଲାଗିଛି। ମାଲେସିଆ କର୍ତ୍ତୃପକ୍ଷ ଶୁକ୍ରବାର କୁଆଲାଲମ୍ବୁର ବିମାନବନ୍ଦରରେ ପାକିସ୍ତାନ ଅନ୍ତର୍ଜାତୀୟ ଏୟାରଲାଇନ୍ସ(ପିଆଇଏ)ର ପ୍ଲେନ୍‌କୁ ଜବତ କରିଛନ୍ତି। ସ୍ଥାନୀୟ କୋର୍ଟଙ୍କ ଆଦେଶ ପରେ ବିମାନକୁ ଜବତ କରାଯାଇଛି। ୨୦୧୫ରେ ଭିଏତନାମ୍‌ କମ୍ପାନୀରୁ ଲିଜ୍‌…

ପାମ୍ପଡ଼ ବ୍ୟବସାୟୀଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ଜିଏସ୍‌ଟି ଠକେଇ

ରାଉରକେଲା ଅଫିସ,୧୫।୧: ଇସ୍ପାତ ସହରରେ ଜିଏସ୍‌ଟି ଠକେଇ ଥମିବାର ନାଁ ନେଉନି। ଶୁକ୍ରବାର ପୁଣି ବାଲୁଘାଟ ନୂଆ ବସ୍ତିର ମହିଳା ଝୁନୁ ପ୍ରଧାନଙ୍କ ନାମରେ ଏହି ଅଭିଯୋଗ ହୋଇଛି। ଝୁନୁ ପାମ୍ପଡ ବିକ୍ରି କରୁଥିବା ବେଳେ ତାଙ୍କ ନାଁ ରେ ୧୩…

ସୁନ୍ଦରୀ ହେବାକୁ କରିଥିଲେ ସର୍ଜରୀ, ହେଲେ ଜୀବନ ନେଲା…

ବମ୍ବେ: ଅଭିନେତା ତଥା ଅଭିନେତ୍ରୀମାନେ ନିଜର ସୌନ୍ଦର୍ଯ୍ୟକୁ ବଜାୟ ରଖିବା ପାଇଁ ନାନାଦି ଉପାୟ ଆପଣାଇଥାନ୍ତି। ସେଥିରୁ ଗୋଟିଏ ହେଲା ସର୍ଜରୀ। ଅନେକେ ସର୍ଜରି କରି ପୂର୍ବଠାରୁ ଅଧିକ ସୁନ୍ଦରୀ ହୋଇଥିବା ବେଳେ କିଛିଙ୍କ କ୍ଷେତ୍ରରେ ଓଲଟା ହୋଇଛି। ଏପରିକି କେତେଜଣଙ୍କ…

ଆଇପିଏଲ ନିଲାମ ପ୍ରକ୍ରିୟା ଲାଗି ଯୋଗ୍ୟତା ହାସଲ କଲେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ,୧୫।୧:କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଘରୋଇ କ୍ରିକେଟରେ ପଦାର୍ପଣ କରିବାର ପ୍ରାୟ ୩୨ ବର୍ଷ ପରେ ମୁମ୍ବାଇ ପାଇଁ ସିନିୟର ସ୍ତରରେ ଖେଳିବାର ସୁଯୋଗ ପାଇଛନ୍ତି ପୁଅ ଅର୍ଜନ ତେନ୍ଦୁଲକର। ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ହରିୟାଣା ବିପକ୍ଷରେ…

ଓଃ କି ଶୀତ, ଶେଷରେ ଏକାଠି ବସି ନିଆଁ ପୋଇଁହେଲେ ଏମାନେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…

ଚାଲି ଚାଲି ଜଙ୍ଗଲ ଘେରି ପାହାଡ଼ ବୁଲିଲେ ଜିଲାପାଳ, ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତରେ ଆସି ବିଭିନ୍ନ ଗ୍ରାମର ପର୍ଯ୍ୟଟନ ସ୍ଥଳ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏପରି କି ସେ ପାଣ୍ଡିଆ ଗ୍ରାମରେ ଥିବା ଐତିହାସିକ ଅଶୋକଙ୍କ ଅନୁଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri