Home Left

ଏଥର ସପ୍ତାହେ ବଦଳରେ ମାସେ

ଯାଜପୁର ଅଫିସ,୧୫।୧: ଭାରତରେ ବାର୍ଷିକ ୧.୫୦ ଲକ୍ଷ ଲୋକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟୁଛି। ଏହାକୁ ଦୃଷ୍ଟିରେ ରଖି ଏବଂ ସାଧାରଣ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ପ୍ରତିବର୍ଷ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇ ଆସୁଛି।…

ଗୋଟିଏ କାନରେ ଶୁଣିପାରୁ ନ ଥିଲେ ଏହି କ୍ରିକେଟର୍‌, ଦେଶ ପାଇଁ କଲେ ଡେବ୍ୟୁ

ବ୍ରିସବେନ,୧୫।୧: ବର୍ଡର-ଗାଭାସ୍କର ସିରିଜର ଶେଷ ଟେଷ୍ଟ ବ୍ରିସବେନ୍‌ରରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତ ଅନଭିଜ୍ଞ ବୋଲିଂ ଆଟାକ ସହ ଅଷ୍ଟ୍ରେଲିଆ ବିପକ୍ଷରେ ମଇଦାନକୁ ଓହ୍ଲାଇଛି। ଆହତ କାରଣରୁ ଟିମ ଇଣ୍ଡିଆର ଦୁଇ ଅଭିଜ୍ଞ ବୋଲର ଯଶପ୍ରୀତ ବୁମ୍‌ରା ଓ ରବିଚନ୍ଦ୍ରନ…

ପିକ୍‌ନିକ୍‌ ସ୍ପଟ୍‌: ପୁଞ୍ଜିସିଲ

ବଣ ପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି କୋରାପୁଟ ଜିଲା। ଏଠାରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ପୁଞ୍ଜିସିଲ ଅନ୍ୟତମ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥାଏ ଜିଲାର ବିଭିନ୍ନ ଝରଣାର କୁଳୁକୁଳୁ ସ୍ବର। ପାହାଡ଼ ଉପରୁ ପ୍ରବାହିତ ହେଉଥିବା…

୨୫.୫କିଲୋ ରୁପା ଅଳଙ୍କାର ଜବତ, ୫ ଗିରଫ

କଟକ ଅଫିସ, ୧୫।୧: ଜଗତ୍‌ପୁର ଥାନା ଅନ୍ତର୍ଗତ ଆଇବି ରୋଡରେ ଥିବା ବାସନ୍ତୀ ଦୁର୍ଗା ଅଳଙ୍କାର ଦୋକାନ ଚୋରି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପୋଲିସ ୨୫କିଲୋ ୫୦୦ ଗ୍ରାମ୍‌ ଓଜନର ରୁପା ଅଳଙ୍କାର, ୩୮୫ ଗ୍ରାମ୍‌ ଓଜନର…

ଫେରୁଛି ଶୀତ: ୫ ଡିଗ୍ରୀ ତଳକୁ ଖସିଲା ୧୨ ସହର

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଗତ କିଛି ଦିନ ଶୀତ ଗାଏବ ହେବା ପରେ ପୁଣି ଥରେ ଝଲକ ଦେଖାଇଛି। ଆଭ୍ୟନ୍ତୀଣ ଓଡିଶାରେ ପାରଦ ୩ରୁ ୫ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୧୨…

ବିଦାୟ ନେବ ଏମିତି: କ୍ୟାରିୟରର ଶେଷ ମ୍ୟାଚ୍‌ରେ ଏମିତି କରିଥିଲେ ଧମାକା

ଜଣେ ଖେଳାଳି ପାଇଁ ତା କ୍ୟାରିୟରର ପ୍ରଥମ ଏବଂ ଶେଷ ମ୍ୟାଚ୍‌ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କ୍ରିକେଟରେ ଡେବ୍ୟୁ କରିଥିବା ଖେଳାଳି ତାଙ୍କର ପ୍ରଥମ ଏବଂ ଶେଷ ମ୍ୟାଚ୍‌ ସ୍ମରଣୀୟ କରିବାକୁ ଚାହାନ୍ତି। କେତେକ ଖେଳାଳି ନିଜର ପ୍ରଥମ ମ୍ୟାଚ୍‌ରେ ଶହେ ରନ୍‌କରି…

ମାର୍କଫେଡ୍‌କୁ ଏଜି ଅଡିଟ୍‌ ଛାଟ

ଯାଜପୁର ଅଫିସ,୧୫।୧: ନୂତନ କୃଷି ଆଇନକୁ ନେଇ ସାରା ଭାରତ ବର୍ଷରେ ହଇଚଇ ସୃଷ୍ଟି ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯେତେ ଯୋଜନା ପ୍ରଣୟନ କରିଥିଲେ ମଧ୍ୟ ତାହା ଚାଷୀମାନଙ୍କୁ ସନ୍ତୁଷ୍ଟ କରିପାରିନାହିଁ। ଏହି କ୍ରମରେ କୃଷି କ୍ଷେତ୍ରରେ…

ମୁଣ୍ଡବିନ୍ଧାର କାରଣ, ନିରାକରଣ

ଆଜିକାଲି ମୁଣ୍ଡବିନ୍ଧା ମୁଖ୍ୟ ସମସ୍ୟା ପାଲଟିଛି। ଏପରିକି ଅଧିକାଂଶ ଲୋକଙ୍କର ସପ୍ତାହକୁ ୨-୩ ଥର ମୁଣ୍ଡବିନ୍ଧା ହୋଇଥାଏ। ଏହାର ଅନେକ କାରଣ ମଧ୍ୟ ରହିଛି। ମାନସିକ ଚିନ୍ତା, ଅନିଦ୍ରା, ଅଧିକ ସମୟ ଫୋନ୍‌ରେ କଥା ହେବା, ଆବଶ୍ୟକତାଠାରୁ ଅଧିକ ଭାବିବା, ଥକ୍କାପଣ…

ଡେବ୍ୟୁ ମ୍ୟାଚ୍‌ରେ ବିରଳ ରେକର୍ଡର ଅଧିକାରୀ ହେଲେ ଏହି କ୍ରିକେଟର୍‌

ବ୍ରିସବେନ,୧୫।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନ୍‌ରରେ ଶେଷ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅନେକ ଖେଲାଳି ଆହତ ଥିବାରୁ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଛି। ଆହତ କାରଣରୁ ଟିମ ଇଣ୍ଡିଆର ଦୁଇ ଅଭିଜ୍ଞ ବୋଲର ଯଶପ୍ରୀତ…

‘ସିନେଟ୍‌ରେ ଦେଖିନେବି’

ଓ୍ବାଶିଂଟନ,୧୫ା୧:୨୦୨୦ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରିପବ୍ଲିକାନ୍‌ ପାର୍ଟିରେ ଏକଚ୍ଛତ୍ରବାଦୀ ନେତା ଥିଲେ। ହ୍ବାଇଟ୍‌ ହାଉସ୍‌କୁ ଦ୍ୱିତୀୟ ଥର ଯିବା ପାଇଁ ଦଳରେ ସେ ଏକମାତ୍ର ପ୍ରାର୍ଥୀ ଥିବାବେଳେ ଡେମୋକ୍ରାଟିକ୍‌ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌ଙ୍କୁ ପ୍ରତିଦ୍ୱନ୍ଦ୍ୱିତାରୁ ବାଦ୍‌ ଦେବା…

ଟିକାକରଣ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି

ଭୁବନେଶ୍ୱର, ୧୫।୧(ବ୍ୟୁରୋ):ଶନିବାରଠାରୁ ରାଜ୍ୟରେ ଆରମ୍ଭ ହେବ କରୋନା ଟିକାକରଣ। ଏହି ପ୍ରଥମ ପର୍ଯ୍ୟାୟ ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରଥମେ ପଞ୍ଜୀକୃତ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ଏନେଇ ଗୁରୁବାରଠାରୁ ସ୍ବାସ୍ଥ୍ୟକର୍ମୀଙ୍କ ମୋବାଇଲ୍‌ ଫୋନ୍‌କୁ ଏସ୍‌ଏମ୍‌ଏସ୍‌…

ଟିକା ନ ନେବାକୁ ସ୍ବାସ୍ଥ୍ୟକର୍ମୀଙ୍କ ଚେତାବନୀ

ଭୁବନେଶ୍ୱର, ୧୫।୧(ବ୍ୟୁରୋ):ରାଜ୍ୟରେ ଶନିବାରଠାରୁ ଆରମ୍ଭ ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ ବୋଲି ଯୋଜନା ହୋଇଛି। କିନ୍ତୁ କରୋନା ଟିକା ନ ନେବାକୁ ଚେତାବନୀ ଦେଇଛନ୍ତି ୧୫ ହଜାର ସ୍ବାସ୍ଥ୍ୟକର୍ମୀ। କ୍ୟାଡର୍‌ ପୁନର୍ଗଠନ ଓ ପଦବୀ ପରିବର୍ତ୍ତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri