Home Left

କବାଡି ଟୁର୍ନାମେଣ୍ଟ: ରାଉରକେଲା, ଝାରସୁଗୁଡ଼ା ବିଜୟୀ

ସୁନ୍ଦରଗଡ଼,୧୪।୧: ସୁନ୍ଦରଗଡ଼ ଗାନ୍ଧୀ କ୍ଲବ ଆନୁକୂଲ୍ୟରେ ଆନ୍ତଃଜିଲା କବାଡି ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସଦର ଉପଜିଲାପାଳ ଅଭିମନ୍ୟୁ ବେହେରା ମୁଖ୍ୟ ଅତିଥି, ଭାରପ୍ରାପ୍ତ ପୌରନିର୍ବାହୀ ଅଧିକାରୀ ଜୟନ୍ତ ନାରାୟଣ ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଟୁର୍ନାମେଣ୍ଟର ଶୁଭାରମ୍ଭ…

ପାକିସ୍ତାନରେ ହିନ୍ଦୁ ମନ୍ଦିର ଭଙ୍ଗା ଘଟଣା: ୧୨ ପୋଲିସ କର୍ମୀ ନିଲମ୍ବିତ

ପେଶାଓ୍ବର,୧୪ା୧- ଖାଇବର ପାଖତୁନଖ୍ବା ପ୍ରଦେଶ ସରକାର ହିନ୍ଦୁ ମନ୍ଦିର ଭଙ୍ଗା ଘଟଣାରେ ୧୨ ଜଣ ପୋଲିସକର୍ମୀଙ୍କୁ ନିଲମ୍ବିତ କରିଛି। ଘଟଣାର ତଦନ୍ତ ରିପୋର୍ଟରେ ନିଲମ୍ବିତ ପୋଲିସକର୍ମୀଙ୍କ ବିରୋଧରେ ନିଜ କାର୍ଯ୍ୟରେ ଅବହେଳା କରିଥିବା ପ୍ରମାଣ ମିଳିଛି। ଉକ୍ତ ମନ୍ଦିରକୁ ସୁରକ୍ଷା ଦାୟିତ୍ୱରେ…

‘ଦରଦ ଥିଲେ ମନ୍ତ୍ରୀ, ବିଧାୟକ ମଣ୍ଡିରେ ଶୁଅନ୍ତୁ’

ଭବାନୀପାଟଣା, ୧୪।୧: କଳାହାଣ୍ଡି ଜିଲା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଯଦି ପ୍ରକୃତରେ ଦରଦ ଅଛି ତେବେ କଳାହାଣ୍ଡି ଗସ୍ତରେ ଆସିଥିବା ୭୦ଜଣ ବିଧାୟକ ଓ ୧୨ଜଣ ମନ୍ତ୍ରୀଙ୍କୁ ଜିଲାର ସବୁ ମଣ୍ଡିକୁ ଜଗିବା ପାଇଁ ଦାୟିତ୍ୱ ଦିଅନ୍ତୁ। ଚାଷୀମାନେ ଧାନ ବିକ୍ରି କରି…

କରଙ୍ଗାସାଗର ଜଙ୍ଗଲରେ ପଶିବାକୁ ମନା

ତରବୋଡ/ନୂଆପଡ଼ା ଅଫିସ,୧୪।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ନିକଟସ୍ଥ କରଙ୍ଗାସାଗର ଜଙ୍ଗଲରେ ୨ଟି କଲରାପତରିଆ ବାଘ ଦେଖିବାକୁ ମିଳିଛି। ଗତ ସପ୍ତାହରେ କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଥିଲା। ଗୁରୁବାର ସକାଳେ…

ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳାଙ୍କୁ ନୋଟିସ୍‌

ମୁମ୍ବାଇ, ୧୪ା୧ -ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନବନିର୍ବାଚିତ ଉପ ସଭାପତି ରାଜୀବ ଶୁକ୍ଳାଙ୍କ ବିରୋଧରେ ଆସିଛି ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ମୋଶନ)ଅଭିଯୋଗ। ବିସିସିଆଇ ଏଥିକ୍ସ ଅଫିସର ଗୁରୁବାର ତାଙ୍କ ବିରୋଧରେ ଏକ ନୋଟିସ୍‌ ଜାରି କରିିଛନ୍ତି।…

ରାଜ୍ୟରେ ସୁସ୍ଥ ହେଲେ ୨୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଗୁରୁବାର ୨୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୮୩୨ରେ ପହଞ୍ଚିଛି। ଅନୁଗୁଳ ଜିଲାରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଛନ୍ତି। ବଲାଙ୍ଗୀର ଓ ସୁନ୍ଦରଗଡ଼ରୁ ୨୩,…

ସାଧାରଣତନ୍ତ୍ର ଦିବସରେ ଯୋଗଦେବେ ନାହିଁ ମୁଖ୍ୟ ଅତିଥି: ଏମ୍‌ଇଏ

ନୂଆଦିଲ୍ଲୀ,୧୪।୧: ଦେଶର ୭୨ତମ ସାଧାରଣତନ୍ତ୍ର ଦିବସ ସମାରୋହରେ କୌଣସି ମୁଖ୍ୟ ଅତିଥି ଯୋଗଦେବେ ନାହିଁ। ଏ ନେଇ ଗୁରୁବାର ସ୍ପଷ୍ଟ କରିଛି ବୈଦେଶିକ ମନ୍ତ୍ରଣାଳୟ (ଏମ୍‌ଇଏ)। ଗତ ୫୫ ବର୍ଷରେ ପ୍ରଥମ ଥର ପାଇଁ ଏଭଳି ଘଟିବାକୁ ଯାଉଛି। ଅନ୍ତିମ ଥର…

ସ୍କୁଲ ଖୋଲିବାର ୫ ଦିନରେ ୫୪ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ଲଖନପୁର,୧୪ା୧: ମହାମାରୀ କରୋନ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ୍‌ କଲେଜ ବନ୍ଦ କରିଥିଲେ। ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗତ ୮ତାରିଖରୁ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାରୀ ଭାବେ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ କୋଭିଡ୍‌…

‘ତେଜସ ବିମାନ କିଣିବା ଦ୍ବାରା ୫୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ’

ନୂଆଦିଲ୍ଲୀ,୧୪।୧: ସେନାର ଭେଟେରାନ୍ସ ଡେ’ ପାଳନ ଅବସରରେ ଅନୁଷ୍ଠିତ ସମାରୋହରେ ଗୁରୁବାର କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗ ଦେଇଥିଲେ। ଏହି ଅବସରରେ ସେ ଦେଶବାସୀଙ୍କୁ ୮୩ଟି ତେଜସ ବିମାନ କିଣିବା ଦ୍ୱାରା ଦେଶରେ ପ୍ରାୟ ୫୦ ହଜାର ନୂଆ…

ନିଜ ଟ୍ରେନିଂ ଏକାଡେମୀ ଉପରେ ଚଢ଼ାଉ ପରେ ସିବିଆଇକୁ ଧରିଲା ସିବିଆଇ

ନୂଆଦିଲ୍ଲୀ,୧୪।୧: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ପାଇଁ ଗୁରୁବାର ଏକ କଳା ଦିନ କହିଲେ ଭୁଲ ହେବ ନାହିଁ। ଦୁର୍ନୀତି ଗ୍ରସ୍ତ ଅଫିସରଙ୍କ ଲାଗି ଦେଶର ସବୁଠୁ ନିର୍ଭର ଯୋଗ୍ୟ ତଦନ୍ତକାରୀ ସଂସ୍ଥା ସିବିଆଇକୁ ନିଜ ଟ୍ରେନିଂ ଏକାଡେମୀ ଉପରେ ଚଢ଼ାଉ…

ଡିଲ୍‌ ସମୟରେ ୨ ହାତୀ ଦାନ୍ତ ଜବତ

ସମ୍ବଲପୁର,୧୪ା୧(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବରେଇପାଲି ଛକରୁ ବନ ବିଭାଗର ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍‌(ଏସ୍‌ଟିଏଫ୍‌) ଗୁରୁବାର ଦୁଇଟି ହାତୀ ଦାନ୍ତ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୋନପୁର ଜିଲା ଉଲୁଣ୍ଡା…

ଗଜପତିରେ ପହଞ୍ଚିଲା କୋଭିଡ୍‌ ଭାକ୍ସିନ୍‌

ପାରଳାଖେମୁଣ୍ଡି,୧୪ା୧(ଡି.ଏନ୍‌.ଏ.)- କୋଭିଡ୍‌ ଭାସ୍କିନ୍‌ ବୁଧବାର ରାତିରେ ଭୁବନେଶ୍ୱରରୁ କଡା ସୁରକ୍ଷା ମଧ୍ୟରେ ଆସି ଗଜପତିରେ ପହଞ୍ଚତ୍ଛି। ପ୍ରଥମ ପର୍ଯ୍ୟାୟରେ ୪,୫୦୦ କୋଭିଶିଲ୍ଡ ଟିକା ଆସିଥିବା ଜଣାପଡିଛି। ପାରଳାଖେମୁଣ୍ଡି ସ୍ଥିତ ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ପରିସର ଟିକା ସଂରକ୍ଷଣ କେନ୍ଦ୍ରରେ କଡା ସୁରକ୍ଷା ବଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri