Home Left

ମାତ୍ର ୩୮ ବଲ୍‌ରେ ଏମିତି କାରନାମା କଲେ ମହିଳା କ୍ରିକେଟର୍‌

ଅକଲାଣ୍ଡ,୧୪।୧: ନ୍ୟୁଜିଲାଣ୍ଡର ତାରକା ମହିଳା କ୍ରିକେଟର ସୋଫି ଡିଭାଇନ ଇତିହାସ ସୃଷ୍ଟି କରିଛନ୍ତି। ମହିଳା ଟି -୨୦ କ୍ରିକେଟ ଇତିହାସରେ ଦ୍ରୁତତମ ଶତକ ସୃଷ୍ଟି କରିବାରେ ଡିଭାଇନ ରେକର୍ଡ ରଖିଛନ୍ତି। ନ୍ୟୁଜିଲ୍ୟାଣ୍ଡର ସୁପର ସ୍ମାସ ପ୍ରତିଯୋଗିତାରେ ସୋଫି ମାତ୍ର ୩୬ ବଲରେ…

ଡ୍ରେସିଂ ରୁମ୍‌କୁ ଫେରି ପ୍ରବଳ କାନ୍ଦିଥିଲେ ଏହି କ୍ରିକେଟର୍‌, ସ୍ତ୍ରୀ କଲେ ଖୁଲାସା

ବ୍ରିସ୍‌ବେନ୍‌,୧୪।୧: ବର୍ଡର-ଗାଭାସ୍କର ଟ୍ରଫିର ଆଉ ଗୋଟିଏ ମ୍ୟାଚ୍‌ ବାକି ଅଛି। ସିଡନୀ ଖେଳାଯାଇଥିବା ଡ୍ର ରହିବା ପରେ ସିରିଜ ୧-୧ରେ ରହିଛି। ସିଡନୀ ଟେଷ୍ଟ ଡ୍ରରେ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଏକ ବଡ଼ ହାତ ଥିଲା। ସେ ବ୍ୟାଟ ସହିତ…

ମହିଳା କ୍ରିକେଟ୍‌ ଦଳ ଗଠନ କଲେ ଅମିତାଭ ବଚ୍ଚନ, ଦଳର ଅଧିନାୟକଙ୍କୁ ଦେଖିଲେ…

ନୂଆଦିଲ୍ଲୀ,୧୪।୧: ନିକଟରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନର ଅଧିକାରୀ ହୋଇଛନ୍ତି। ବିରାଟ କୋହଲି ତାଙ୍କ ସୋସିଆଲ ମିଡିଆ ମାଧ୍ୟମରେ ଏହି ଖୁସି ଖବର ବିଷୟରେ ପ୍ରଶଂସକମାନଙ୍କୁ ଦେଇଥିଲେ। କ୍ରୀଡା…

କଟକରେ ହେବ ନେତାଜୀ ବସ୍‌ ଟର୍ମିନାଲ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):କଟକ ଖାନନଗରଠାରେ ଏକ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ ହେବ। ଏଥିପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ। ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ…

ସବୁ ପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ପଞ୍ଚାୟତଗୁଡ଼ିକରେ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସଂଯୋଗ କରିବାକୁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ମେ ସୁଦ୍ଧା ଏହି କାର୍ଯ୍ୟ ସମ୍ପନ୍ନ କରିବାକୁ ଲକ୍ଷ୍ୟ ରଖାଯାଇଛି । ବୁଧବାର ଡିଜିଟାଲ ମୋଡ୍‌ରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଭାରତ ନେଟ୍‌…

ଯୁକ୍ତ୨ ଇନ୍‌ଷ୍ଟାଣ୍ଟ, ଅପ୍ସନାଲ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। କଳାରେ ପାସ୍‌ହାର ୮୦.୮୪% ଥିବାବେଳେ ବିଜ୍ଞାନରେ ୬୨%, ବାଣିଜ୍ୟରେ ୫୭.୫୫% ଓ ଧନ୍ଦାମୂଳକ ଶିକ୍ଷାରେ ୫୨% ରହିଛି। କଳାରେ ପ୍ରଥମ ଶ୍ରେଣୀରେ ୨୯ଜଣ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୬୪ଜଣ ଦ୍ୱିତୀୟ…

ପ୍ରଥମ ଡୋଜ୍‌ ପରେ ପଜିଟିଭ ଆସିଲେ ଦ୍ୱିତୀୟ ଡୋଜ୍‌ ନେବେନି

ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାରେ ଶନିବାରଠାରୁ ୧୬୦ କେନ୍ଦ୍ରରେ ଟିକାକରଣ ଆରମ୍ଭ ହେବ। ପ୍ରତି କେନ୍ଦ୍ରରେ ଦୈନିକ ସର୍ବାଧିକ ୧୦୦ ଜଣଙ୍କୁ ଟିକା ଦିଆଯିବ। କମ୍‌ ହିତାଧିକାରୀ ଥିଲେ ୨/୩ କେନ୍ଦ୍ରକୁ ମିଶାଇ ଗୋଟିଏ କେନ୍ଦ୍ରରେ ଟିକା ଦିଆଯିବ। ଦୈନିକ ସକାଳ ୯ଟାରୁ…

ଭୁବନେଶ୍ୱରରେ କୋଭାକ୍ସିନ, ବାକିି କୋଭିଶିଲ୍ଡ

ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାକୁ ଦୁଇ ପ୍ରକାର କରୋନା ଟିକା ଆସିଛି। ‘କୋଭିଶିଲ୍ଡ’ ଟିକାର ୪ଲକ୍ଷ ୮ହଜାର ଡୋଜ୍‌ ଓ ‘କୋଭାକ୍ସିନ’ର ୨୦ହଜାର ଡୋଜ୍‌ ଆସିଛି। ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବାକୁ ଥିବାବେଳେ କାହାକୁ କେଉଁ ଟିକା ଦିଆଯିବ ଏବଂ…

କର୍ନାଟକ କ୍ୟାବିନେଟ୍‌ରେ ୭ ନୂଆ ମନ୍ତ୍ରୀ

ବେଙ୍ଗାଲୁରୁ,୧୪ା୧: କର୍ନାଟକର ବିଏସ୍‌ ୟେଦୁରପ୍ପା ସରକାର ବୁଧବାର ତାଙ୍କ ୧୭ ମାସ ପୁରୁଣା କ୍ୟାବିନେଟ ସମ୍ପ୍ରସାରଣ କରିଛନ୍ତି। ଏଥିରେ ୭ ନୂଆ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ରାଜ୍ୟପାଳ ବାଜୁଭାଇ ଭାଲା ନୂଆ ମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି। ଉମେଶ କଟ୍ଟି, ଅରବିନ୍ଦ…

ଟେଲିଗ୍ରାମରେ ଯୋଡ଼ିହେଲେ ଆଉ ୨.୫ କୋଟି ୟୁଜର

ନୂଆଦିଲ୍ଲୀ,୧୪।୧: ହ୍ବାଟ୍ସ ଆପ୍‌ର ନୂଆ ପ୍ରିଭେସି ପଲିସି ଯୋଗୁ ମେସେଜିଂ ଆପ୍‌ ଟେଲିଗ୍ରାମ ଆଡକୁ ୟୁଜର ମୁହାଁଉଥିବା ଦେଖା ଯାଇଛି। ଗତ ୭୨ ଘଣ୍ଟା ମଧ୍ୟରେ ଟେଲିଗ୍ରାମରେ ୨.୫ କୋଟି ନୂଆ ୟୁଜର ଯୋଡି ହୋଇଛନ୍ତି। ଫଳରେ ଏହି ମେସେଜିଂ ଆପ୍‌ ୫୦୦…

ବର୍ଣ୍ଣବୈଷମ୍ୟ ଆକ୍ଷେପ: ସିରାଜ ଉଦାହରଣ ସୃଷ୍ଟି କରିଛନ୍ତି

ବ୍ରିସ୍‌ବେନ,୧୪।୧(ପି.ଟି.): ବର୍ଣ୍ଣବୈଷମ୍ୟ ଆକ୍ଷେପ ନେଇ ଭାରତୀୟ ଯୁବ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ଭୂମିକାକୁ ଅଷ୍ଟ୍ରେଲିଆ ଅଭିଜ୍ଞ ସ୍ପିନର ନାଥନ ଲିୟନ ପ୍ରଶଂସା କରିଛନ୍ତି। ସିଡ୍‌ନୀରେ ଅନୁଷ୍ଠିତ ତୃତୀୟ ଟେଷ୍ଟ ଅବସରରେ ଘରୋଇ ଦର୍ଶକ ସିରାଜ ଓ ଯଶପ୍ରୀତ୍‌ ବୁମ୍‌ରାଙ୍କୁ ବର୍ଣ୍ଣବୈଷମ୍ୟ…

ମହିଳା ଅପରାଧୀଙ୍କୁ ଫାଶୀ

ଓ୍ବାଶିଂଟନ୍‌,୧୪ା୧: ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଆମେରିକାର ସୁପ୍ରିମକୋର୍ଟ ଲିସା ମଣ୍ଟଗୋମୋରି (୫୨)ଙ୍କୁ ଫାଶୀ ଦିଆଯାଇଛି। ପ୍ରାୟ ସାତ ଦଶନ୍ଧିରେ ଆମେରିକା ଇତିହାସରେ ଜଣେ ମହିଳାଙ୍କୁ ଫାଶୀ ଦିଆଯିବା ଘଟଣା ପ୍ରଥମ। କୋର୍ଟ ଲିସାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri