Home Left

ହାଇଓ୍ବାକୁ ପିଟିଲା ୧୮ ଚକିଆ ଟ୍ରକ: ଚାଳକଙ୍କୁ ଚାଲିଗଲା ଜୀବନ

ଭୁବନ, ୨୭।୧୦( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଡେଙ୍କାାହାଳ ଛକ ଜାତୀୟ ରାଜପଥ ୫୩ରେ ଏକ ହାଇଓା ଟ୍ରକ(ଓଡି ୦୪ଟି ୭୮୦୬) ଠିଆ ହୋଇଥିବାବେଳେ ପଛପଟୁ ଆସି ଏକ ୧୮ ଚକିଆ ଟ୍ରକ(ଓଡି ୩୫ କେ ୧୩୩୫)…

ଭୋଜି କରି ଖାଇଲେ, ତା’ପରେ ହେଲା କଳି: ନିଶାରେ ସାଙ୍ଗକୁ…

ବଲାଙ୍ଗୀର,୨୭।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଅନ୍ତର୍ଲା ଗାଁରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି l ସାଙ୍ଗମାନେ ଏକା ସାଙ୍ଗରେ ମିଶି ଖିଆପିଆ କରିବା ପରେ କଳହ ଉପୁଜିବାରୁ ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି। ଅନ୍ତର୍ଲା ଗାଁରେ…

ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୨୭।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ବି.ଆର. ଗଭାଇ ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ସିଜେଆଇ ଗଭାଇ ନଭେମ୍ବର ୨୩ ତାରିଖରେ ତାଙ୍କ ପଦବୀରୁ ଅବସର ନେଉଛନ୍ତି। ଜଷ୍ଟିସ ସୂର୍ଯ୍ୟକାନ୍ତ ଭାରତର…

ଝଡ଼ ‘ମୋନ୍ଥା’ ଆଶଙ୍କାରେ ଜିଲାବାସୀ, ସମୁଦ୍ର ତଟକୂଳବାସୀଙ୍କୁ ସତର୍କ ସୂଚନା

କେନ୍ଦ୍ରାପଡ଼ା,୨୭ା୧୦ (ଜଗନ୍ନାଥ ଧଳ): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ମୋନ୍ଥା ଏବେ ବଙ୍ଗୋପସାଗର ମଧ୍ୟରେ ଅବପାତର ରୂପ ନେଇଛି। ଏହି ଝଡ଼ର ପ୍ରଭାବ କେନ୍ଦ୍ରାପଡ଼ା ଜିଲାରେ ପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରୁଛନ୍ତି। ଆସନ୍ତା ୨୮ ତାରିଖ ସୁଦ୍ଧା ସାମୁଦ୍ରିକ ଝଡ଼…

ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ହା ହୁତାଶରେ ଚାଷୀ

ରାଜକନିକା, ୨୭ା୧୦(ସଞ୍ଜୟ କୁମାର ଦାଶ): ଧାନ ବିଲରେ ସୁନା ଫସଲକୁ ଦେଖି ଚାଷୀ ଆନନ୍ଦିତ ହେଉଥିଲା। ହେଲେ ଆଇଏମ୍‌ଡି ବିଭାଗର ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟ ଘୃର୍ଣ୍ଣିବଳୟ ଆସନ୍ତା ୨୭ରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ବାତ୍ୟା ମୋନ୍ଥାରେ ପରିଣତ ହେବ।…

ବାତ୍ୟା ମୋନ୍ଥାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା,୨୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୋନ୍ଥା ବାତ୍ୟା ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ସାଙ୍ଗକୁ ପବନ ବହିବା ସମ୍ଭାବନା ଥିବାରୁ ଧାନ ଫସଲ ପ୍ରଭାବିତ ହେବ…

୫୬ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଲେ ୧୧୩୩ ପରୀକ୍ଷାର୍ଥୀ

କର୍ଲାମୁଣ୍ଡା:୨୭।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଅଭିଯାନ ‘ଉଲ୍ଲାସ’ କାର୍ଯ୍ୟକ୍ରମର ଏଫଏଲଏନ୍‌ଏଟି ଶିକ୍ଷାର୍ଥୀଙ୍କ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୋରପଦର ପଞ୍ଚାୟତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଅଗାଧୁପୁରଠାରେ ନବ ସାକ୍ଷରଙ୍କ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।…

ଲୋକକଳାକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଭଞ୍ଜନଗର,୨୭ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅଗଝୋଳ ମା’ ଠାକୁରାଣୀ ମନ୍ଦିର ପରିସରରେ ରବିବାର ଘୁମୁସର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଭାରତ ଲୀଳା କଳାକାର ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସଭାପତି ବବୃବାହନ ଗୌଡ଼ ଅଧ୍ୟକ୍ଷତା…

ICUରେ ଶ୍ରେୟସ ଆୟର: ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ,୨୭।୧୦: ଭାରତୀୟ ଦିନିକିଆ ଦଳର ଉପ-ଅଧିନାୟକ ଶ୍ରେୟସ ଆୟରଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ICUରେ ରଖାଯାଇଛି। ରିପୋର୍ଟ ଅନୁଯାୟୀ, ଆୟରଙ୍କ ଇଣ୍ଟରନାଲ୍‌ ବ୍ଲିଡିଂ ହେଉଛି। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଆୟରଙ୍କୁ ICUରେ ରଖାଯାଇଛି। ତାଙ୍କୁ ୫ ରୁ…

ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ, ପର୍ଯ୍ୟଟକଙ୍କୁ ବେଳାଭୂମି ବୁଲିବା ମନା

ଗୋପାଳପୁର,୨୭ା୧୦(ନବୀନ ରାଜ ଆଚାରୀ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ବଳ ଗୋଟାଇ ଭୀଷଣ ବାତ୍ୟା ରୂପ ଧାରଣ କରି ସ୍ଥଳଭାଗମୁହାଁ ହୋଇ ମାଡି ଆସୁଛି। ଏହାର ନାମ ‘ମୋନ୍ଥା’ ରହିଛି। ମଙ୍ଗଳବାର ସନ୍ଧ୍ୟା ରାତି…

ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ, ଜାଣନ୍ତୁ ଏହି ବେଶର ମାହାତ୍ମ୍ୟ…

ପୁରୀ ୨୭।୧୦(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ଦାରୁ ବିଗ୍ରହଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କ ହରିହର…

ହୋଇଗଲା ଫାଇନାଲ, ଓ୍ବାର୍ଲଡ କପ ଖେଳିବେ ରୋହିତ-ବିରାଟ, ଏହା ପଛର କାରଣ କହିଲେ ଗାଭାସ୍କର

ନୂଆଦିଲ୍ଲୀ,୨୭।୧୦: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ଏବଂ ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବିଷୟରେ ନିଜର ମତ ରଖିଛନ୍ତି। ସେ ବିଶ୍ୱାସ କରନ୍ତି ଯେ ଉଭୟ ଟିମ ଇଣ୍ଡିଆ ଷ୍ଟାର ୨୦୨୭ ODI ବିଶ୍ୱକପ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri