Home Left

ଭଉଣୀ ସହ କ୍ୱାରାଣ୍ଟାଇନ୍‌ର ମଜା ନେଉଛନ୍ତି ବିଗ୍‌ବସ୍‌-୧୪ ଓ୍ବିନର

ଶିମଲା: ଦେଶରେ କରୋନା ସଙ୍କଟ ଜାରି ରହିଥିବା ବେଳେ ଏଥିରୁ କେହି ବର୍ତ୍ତି ପାରୁନାହାନ୍ତି। ସାଧାରଣଜନତାଙ୍କଠାରୁ ଆରମ୍ଭ କରି ରାଜନେତା, ଖେଳାଳି ଓ ଅନେକ ସେଲିିବ୍ରିଟି ମଧ୍ୟ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ଇତିମଧ୍ୟରେ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହୁଥିବା ତଥା…

ଏସ୍‌ସିବି କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ହୋହଲ୍ଲା

କଟକ ଅଫିସ, ୧୮।୫: ଏସ୍‌ସିବି ମେଡିକାଲ ପରିସରସ୍ଥ କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ସୋମବାର ସକାଳେ ରୋଗୀଙ୍କ ସମ୍ପର୍କୀୟମାନେ ହୋହଲ୍ଲା କରିଥିଲେ। କୋଭିଡ୍‌ ୱାର୍ଡ ଭିତରକୁ ରୋଗୀ ସମ୍ପର୍କୀୟଙ୍କୁ ପ୍ରବେଶ ଅନୁମତି ଦିଆ ନ ଯିବାରୁ ସେମାନେ ପାଟିତୁଣ୍ଡ କରିଥିଲେ। ରୋଗୀ ସମ୍ପର୍କୀୟଙ୍କ…

ପୋଲିସକୁ ୪୩ ହଜାର ଟଙ୍କା ଦେଲେ ୬ଷ୍ଠ ଶ୍ରେଣୀ ଛାତ୍ର

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସମୟରେ ସମ୍ମୁଖ ଯୋଦ୍ଧା ଭାବେ ଅନେକ ପୋଲିସ କର୍ମଚାରୀ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି। ଏପରି ସ୍ଥଳେ ସେମାନଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲରେ ଷଷ୍ଠ ଶ୍ରେଣୀରେ ପଢୁଥିବା ଛାତ୍ର ଇସାନ ନାୟକ। ନିଜ…

ଟିକାକରଣରେ ପାତରଅନ୍ତର ଅଭିଯୋଗ

ଚୌଦ୍ୱାର,୧୮।୫(ଡି.ଏନ.ଏ.)- ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଟିକାକରଣରେ ପାତରଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ୩ଜଣ କର୍ମଚାରୀ ଟିକା ନେଇ ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ପୂର୍ବାହ୍ନ ୯ଟାରେ ପହଞ୍ଚିଥିଲେ। ହେଲେ ପୂର୍ବରୁ ଅନ୍‌ଲାଇନ ଏବଂ…

କଂଗ୍ରେସକୁ ସଲମାନଙ୍କ ପରାମର୍ଶ: ଭାଜପା ପରି ବଡ଼ କଥା ଭାବନ୍ତୁ, ଏହା ହେଉଛି ସଫଳତାର ଏକମାତ୍ର ସୁତ୍ର

ନୂଆଦିଲ୍ଲୀ,୧୮।୫: କଂଗ୍ରେସର ବରିଷ୍ଠ ନେତା ସଲମାନ ଖୁର୍ସିଦ ନିଜ ଦଳକୁ ଏକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କଂଗ୍ରେସ ଦଳ ଭାଜପା ପରି ବଡ଼ ଭାବିବା ଉଚିତ, ଏହାଦ୍ୱାରା ହଁି ଦଳ କେବଳ ବର୍ତ୍ତମାନ ପରିସ୍ଥିତିରୁ ବାହାରିପାରିବ। କଂଗ୍ରେସ ଏହି ନିରାଶାବାଦୀ…

ଅନ୍‌ଲାଇନରେ ବିବାହ, ଅନ୍ତ୍ୟେଷ୍ଟି ଅନୁମତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ଲୋକଙ୍କୁ ଯଥା ସମ୍ଭବ ଥାନାକୁ ନ ଆସିବା ପାଇଁ ପରାମର୍ଶ ଦିଆଯାଉଛି। ଏଥିପାଇଁ ଅଭିଯୋଗଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟ ଓ ଜରୁରୀ କାଳିନ ସେବା ପାଇଁ କମିଶନରେଟ୍‌ ପୋଲିସ…

ତାଉକ୍‌ତାଏ ତାଣ୍ଡବ: ସମୁଦ୍ରରେ ଫସିଥିବା ୧୭୭ଲୋକଙ୍କୁ ରେସକ୍ୟୁ କଲା ନୌସେନା

ମୁମ୍ବାଇ,୧୮।୫: ସାମୁଦ୍ରିକ ଝଡ଼ ତଉକ୍‌ତାଏ ସୋମବାର ରାତିରେ ଗୁଜରାଟର ସୌରାଷ୍ଟ୍ର ଉପକୂଳ ଡିଉଠାରେ ଲ୍ୟାଣ୍ଡଫଲ୍‌ କରିଛି। ଏହାର ପ୍ରଭାବରେ ମହାରାଷ୍ଟ୍ରରୁ ଆରମ୍ଭ କରି ଗୁଜରାଟ ପର୍ଯ୍ୟନ୍ତ ଏହାର ତାଣ୍ଡବ ଦେଖିବାକୁ ମିଳିଛି। ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା…

ଦୁନିଆକୁ ଏକାଠି ଆସିଥିଲେ, ଏକାଠି ଗଲେ ଦୁଇ ଭାଇ

ମିରୁଟ,୧୮।୫: ମହାମାରୀ କରୋନା ଅନେକ ଲୋକଙ୍କ ଘରସଂସାର ଉଜାଡି ଦେଇଛି। ଉତ୍ତରପ୍ରଦେଶର ମିରୁଟରେ ରହୁଥିବା ରାଫେଲ ପରିବାରର କାହାଣୀ ଅତ୍ୟନ୍ତ ଯନ୍ତ୍ରଣାଦାୟକ। କରୋନା ପରିବାରର ଦୁଇ ଯାଆଁଳା ଭାଇ ଜୋଫ୍ରେଡ ଭର୍ଘିସ ଗ୍ରେଗୋରୀ ଏବଂ ରାଲଫ୍ରେଡ ଜର୍ଜ ଗ୍ରେଗୋରୀ କରୋନାରେ ପ୍ରାଣ…

ଖରିଫଚାଷ ପୂର୍ବରୁ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୃଷି ଅର୍ଥନୀତିର ମେରୁଦଣ୍ଡ ହୋଇଥିବା ବେଳେ ଖରିଫ ଚାଷ ରାଜ୍ୟର କୃଷିକ୍ଷେତ୍ର ନିମନ୍ତେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ଖରିଫଋତୁରେ କୋଭିଡ୍‌-୧୯ର ଅସ୍ବାଭାବିକ ପରିସ୍ଥିତିକୁ ସମ୍ମୁଖୀନ ହୋଇ ମଧ୍ୟ କୃଷକଙ୍କ କଠିନ ପରିଶ୍ରମ ଏବଂ ରାଜ୍ୟ ସରକାରଙ୍କ ସମୟୋଚିତ ପଦକ୍ଷେପ ଯୋଗୁ…

ନବଜାତ ଶିଶୁଙ୍କ ପାଦ କାମୁଡ଼ି ଖାଇଲା ମୂଷା…

ଇନ୍ଦୋର,୧୮।୫: ହସ୍ପିଟାଲରେ ଚିକିତ୍ସାରେ ଅବହେଳା ହୋଇଥିବା ଏକ ଘଟଣା ନେଇ ଏବେ ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ମଧ୍ୟପ୍ରଦେଶ ଇନ୍ଦୋରର ମହାରାଜ ଯଶଓ୍ବନ୍ତରାୟ ସରକାରୀ ହସ୍ପିଟାଲରେ ଜଣେ ନବଜାତ ଶିଶୁଙ୍କ ପାଦ ମୂଷା କାମୁଡ଼ି ଖଣ୍ଡିଆ କରି ଦେଇଥିବା ଘଟଣା…

୩୧ ଯାଏ ଓଏଚ୍‌ଆର୍‌ସି କାର୍ଯ୍ୟାଳୟକୁ ପ୍ରବେଶ ମନା

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତୋଷାଳୀ ଭବନସ୍ଥିତ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଇଛି। ଏହି କ୍ରମରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟ ବନ୍ଦ ରହିବ। ଏହି ସମୟରେ ସର୍ବସାଧାରଣ,…

୪୦ ଡିଗ୍ରୀ ଟପିଲା ୬ ସହର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଗତ କିଛିଦିନ ଧରି ଲଗାତର ଝଡ଼ବର୍ଷା ହେବା ଯୋଗୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ କମ୍‌ ରହିଥିଲା। ସୋମବାରଠାରୁ ଏହାର ପ୍ରକୋପ ପୁଣି ବୃଦ୍ଧି ପାଇଛି। ରାଜ୍ୟର ୬ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ପାରଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?