ହଠାତ୍ କର୍ମଚାରୀଙ୍କ ଘରେ ପହଞ୍ଚିଲେ ରତନ ଟାଟା, ଆଉ ତା’ପରେ
ପୁନେ,୧୩।୧:ଶିଳ୍ପପତି ରତନ ଟାଟା ନିଜର ସରଳତା ଏବଂ ମାନବିକତା ଗୁଣ ପାଇଁ ବେଶ୍ ଜଣାଶୁଣା। ନିକଟରେ ସେ ପୁଣି ଥରେ ଉଦାହରଣ ସୃଷ୍ଟି କରିନ୍ତି। ରତନ ଟାଟାଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋ ଯିଏ ଦେଖୁଛି,…
ରାଜ୍ୟରେ ୨୧୦ କରୋନା ପଜିଟିଭ ଚିହ୍ନଟ, ୧ ମୃତ
ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ନୂଆ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ୨୧୦ ଜଣଙ୍କ ମଧ୍ୟରୁ ୧୨୨…
ଛୋଟ ସ୍କଟ୍ ପିନ୍ଧି ସ୍କୁଲ ଆସିବାକୁ ଛାତ୍ରୀ ମନା କରିବାରୁ…
ଦୁନିଆରେ କିଛି ସ୍କୁଲ ଅଛି, ଯେଉଁଠି ଛାତ୍ରୀମାନଙ୍କୁ ଛୋଟ ସ୍କଟ୍ ପିନ୍ଧିବାକୁ ପଡ଼ିଥାଏ। ମାତ୍ର ଏପରି ୟୁନିଫର୍ମ ପିନ୍ଧି ଛାତ୍ରୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଏମିତି ଜଣେ ଛାତ୍ରୀ ହେଉଛନ୍ତି ୧୨ ବର୍ଷୀୟା ସିହମ ହାମୁଦ। ପୂର୍ବରୁ ସେ ଲମ୍ବା…
ମାଲିକାଣୀଙ୍କ ଶେଷ ଇଚ୍ଛା ପୂରଣ କଲେ ସରକାର
ଚଣ୍ଡିଗଡ଼,୧୩।୧: ସାଙ୍ଗୁରୁର ଜିଲାର ମଲେରକୋଟଲାରେ ଅବସ୍ଥିତ ମୁବାରିକ ମଞ୍ଜିଲ ପ୍ୟାଲେସର ଅଧିଗ୍ରହଣ, ସଂରକ୍ଷଣ ଏବଂ ଉପଯୋଗକୁ ପଞ୍ଜାବ କ୍ୟାବିନେଟ ଅନୁମୋଦନ କରିଛି। ରାଜପ୍ରାସାଦର ମାଲିକାଣୀ ୯୭ ବର୍ଷିୟା ବେଗମ ମୁନାୱାର୍-ଉଲ-ନିସାଙ୍କ ଶେଷ ଇଚ୍ଛା ଭାବରେ ସରକାରଙ୍କଠାରୁ ଅଧିଗ୍ରହଣ କରିବାକୁ ପ୍ରସ୍ତାବ ଦେଇଥିଲେ।…
ଖୁସି ଖବର: ‘କୋଭିସିଲ୍ଡ’ ପରେ ରାଜ୍ୟରେ ପହଞ୍ଚିଲା ‘କୋଭାକ୍ସିନ’
ଭୁବନେଶ୍ୱର, ୧୩।୧(ବ୍ୟୁରୋ): ଗତ ୨ ଦିନ ହେଲା ରାଜ୍ୟବାସୀଙ୍କୁ ମିଳୁଛି ଆଶ୍ୱସ୍ତିକର ଖବର। ମଙ୍ଗଳବାର ଓଡ଼ିଶାରେ କରୋନା ଟିକା ‘କୋଭିସିଲ୍ଡ’ ପହଞ୍ଚିଥିବା ବେଳେ ବୁଧବାର ସକାଳେ ପହଞ୍ଚିଥି କୋଭିସିଲ୍ଡ। ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନର ୨୦ ହଜାର ଡୋଜ ଆଜି…
ଟ୍ରମ୍ପଙ୍କ ଆକାଉଣ୍ଟ ଉପରେ ଲାଗିଲା ପ୍ରତିବନ୍ଧକ: ଭିଡିଓ ହଟାଇଲା ୟୁଟ୍ୟୁବ୍
ଓ୍ବାଶିଂଟନ୍,୧୩।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲଗାତାର ପ୍ରତିବନ୍ଧକ ଲଗାଯାଉଛି। ଟୁଇଟରର ସହିତ ଟ୍ରମ୍ପଙ୍କ ଶତ୍ରୁତା ବହୁ ପୁରୁଣା, କିନ୍ତୁ ଏବେ ଫେସବୁକ ଏବଂ ୟୁଟ୍ୟୁବ ମଧ୍ୟ ଟ୍ରମ୍ପଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। କିଛି ଦିନ…
ଏହି ବିଳାସପୂର୍ଣ୍ଣ ଫ୍ଲାଟ୍ରେ ରହିବେ ବିରାଟ-ଅନୁଷ୍କାଙ୍କ ଲାଡ୍ଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ୧୧ ଜାନୁୟାରୀ, ୨୦୨୧ରେ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ଦମ୍ପତି ତାଙ୍କ ଝିଅର ଗୃହ ପ୍ରବେଶରେ କୌଣସି ଅଭାବ ରଖିବାକୁ ଚାହୁଁ ନାହାନ୍ତି। ଏମିତିରେ ସେ…
ବାଇଡେନଙ୍କ ଶପଥ ଗ୍ରହଣ ଉତ୍ସବକୁ ଟାର୍ଗେଟ କରିଛନ୍ତି ଟ୍ରମ୍ପ ସମର୍ଥକ !
ୱାଶିଂଟନ,୧୩ ।୧: ଆମେରିକା ସୁରକ୍ଷା ଏଜେନ୍ସି ଫେଡେରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେଶନ(ଏଫ୍ବିଆଇ) ଓ ହୋମଲ୍ୟାଣ୍ଡ ସିକ୍ୟୁରିଟି ଏକ ନୂଆ ଚେତାବନୀ ଜାରି କରିଛନ୍ତି । ଏମାନେ କହିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକ ଜୋ ବାଇଡେନଙ୍କ ଶପଥ ଗ୍ରହଣ ଉତ୍ସବକୁ ଟାର୍ଗେଟ…
ଟଏଲେଟ୍ ସଫା କରୁଛନ୍ତି ଭାରତୀୟ ଖେଳାଳି
ବ୍ରିସବେନ୍,୧୩।୧: ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ପାଇଁ ଟିମ ଇଣ୍ଡିଆ ବ୍ରିସବେନ୍ରେ ପହଞ୍ଚିଛି। ଏଠାରେ ଦଳ ଉପରେ ଅନେକ ‘ପ୍ରତିବନ୍ଧକ’ ଅଛି। ଖେଳାଳିମାନେ ହୋଟେଲରେ ବିଭିନ୍ନ ସୁବିଧା ପାଉନାହାଁନ୍ତି। ଯେଉଁ ହୋଟେଲରେ ଭାରତୀୟ ଦଳ ରହିଛନ୍ତି, ସେଠାରେ ଖେଳାଳିମାନେ ହାଉସକିପିଂ ସେବା…
ଅନ୍ୟ କଥାରେ ଆନ୍ଦୋଳନ କରୁଛନ୍ତି କୃଷକ, ଆଇନର ସମସ୍ୟା ବିଷୟରେ ସେମାନଙ୍କୁ ଜଣାନାହିଁ: ହେମା
ନୂଆଦିଲ୍ଲୀ,୧୩ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ କୃଷକ ସଙ୍ଗଠନ ଓ ସକାରଙ୍କ ମଧ୍ୟରେ ଏବେବି ତୁତୁମେମେ ଲାଗି ରହିଛି । ସୁପ୍ରିମକୋର୍ଟ ମାଧ୍ୟମରେ ଏହାର ସମାଧାନ ହୋଇପାରେ ବୋଲି ଆଶା କରାଯାଉଛି । ହେଲେ ଇତିମଧ୍ୟରେ ଭାରତୀୟ…
ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ବିରୋଧରେ ବଳାତ୍କାର ଅଭିଯୋଗ
ମୁମ୍ବାଇ,୧୩ ।୧: ମହାରାଷ୍ଟ୍ର ସରକାରରେ କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ଉପରେ ଜଣେ ଗାୟିକା ବଳାତ୍କାର ଅଭିଯୋଗ ଆଣିଛନ୍ତି । ଯୁବତୀ ଜଣକ ମୁମ୍ବାଇର ଓଶିବରା ପୋଲିସ ଷ୍ଟେଶନରେ ଏ ନେଇ ଅଭିଯୋଗ କରିଛନ୍ତି । ଥାନାର ବରିଷ୍ଠ ପୋଲିସ ଅଧିକାରୀ…
ଭାରତର ଏହି ଅଲରାଉଣ୍ଡର ଖେଳାଳିଙ୍କୁ ଚୋର କହିଲେ ଲୋକେ
ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ମୁମ୍ବାଇରେ ଅଛନ୍ତି। ନିକଟରେ ମୁମ୍ବାଇ ରାସ୍ତାରେ ତାଙ୍କୁ ଦେଖିବାକୁ ମିଳିଥିଲା। ଏହି ଅବସରରେ ହାର୍ଦ୍ଦିକଙ୍କ ନୂଆ ରୂପ ଦେଖି ଲୋକମାନେ ତାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଦେଇଛନ୍ତି। କେହି ତାଙ୍କୁ ଚୋର…
Archives


