Home Left

ଏହି ବିଳାସପୂର୍ଣ୍ଣ ଫ୍ଲାଟ୍‌ରେ ରହିବେ ବିରାଟ-ଅନୁଷ୍କାଙ୍କ ଲାଡ୍‌ଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ୧୧ ଜାନୁୟାରୀ, ୨୦୨୧ରେ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ଦମ୍ପତି ତାଙ୍କ ଝିଅର ଗୃହ ପ୍ରବେଶରେ କୌଣସି ଅଭାବ ରଖିବାକୁ ଚାହୁଁ ନାହାନ୍ତି। ଏମିତିରେ ସେ…

ବାଇଡେନଙ୍କ ଶପଥ ଗ୍ରହଣ ଉତ୍ସବକୁ ଟାର୍ଗେଟ କରିଛନ୍ତି ଟ୍ରମ୍ପ ସମର୍ଥକ !

ୱାଶିଂଟନ,୧୩ ।୧: ଆମେରିକା ସୁରକ୍ଷା ଏଜେନ୍ସି ଫେଡେରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେଶନ(ଏଫ୍‌ବିଆଇ) ଓ ହୋମଲ୍ୟାଣ୍ଡ ସିକ୍ୟୁରିଟି ଏକ ନୂଆ ଚେତାବନୀ ଜାରି କରିଛନ୍ତି । ଏମାନେ କହିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକ ଜୋ ବାଇଡେନଙ୍କ ଶପଥ ଗ୍ରହଣ ଉତ୍ସବକୁ ଟାର୍ଗେଟ…

ଟଏଲେଟ୍‌ ସଫା କରୁଛନ୍ତି ଭାରତୀୟ ଖେଳାଳି

ବ୍ରିସବେନ୍‌,୧୩।୧: ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ପାଇଁ ଟିମ ଇଣ୍ଡିଆ ବ୍ରିସବେନ୍‌ରେ ପହଞ୍ଚିଛି। ଏଠାରେ ଦଳ ଉପରେ ଅନେକ ‘ପ୍ରତିବନ୍ଧକ’ ଅଛି। ଖେଳାଳିମାନେ ହୋଟେଲରେ ବିଭିନ୍ନ ସୁବିଧା ପାଉନାହାଁନ୍ତି। ଯେଉଁ ହୋଟେଲରେ ଭାରତୀୟ ଦଳ ରହିଛନ୍ତି, ସେଠାରେ ଖେଳାଳିମାନେ ହାଉସକିପିଂ ସେବା…

ଅନ୍ୟ କଥାରେ ଆନ୍ଦୋଳନ କରୁଛନ୍ତି କୃଷକ, ଆଇନର ସମସ୍ୟା ବିଷୟରେ ସେମାନଙ୍କୁ ଜଣାନାହିଁ: ହେମା

ନୂଆଦିଲ୍ଲୀ,୧୩ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ କୃଷକ ସଙ୍ଗଠନ ଓ ସକାରଙ୍କ ମଧ୍ୟରେ ଏବେବି ତୁତୁମେମେ ଲାଗି ରହିଛି । ସୁପ୍ରିମକୋର୍ଟ ମାଧ୍ୟମରେ ଏହାର ସମାଧାନ ହୋଇପାରେ ବୋଲି ଆଶା କରାଯାଉଛି । ହେଲେ ଇତିମଧ୍ୟରେ ଭାରତୀୟ…

ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ମୁମ୍ବାଇ,୧୩ ।୧: ମହାରାଷ୍ଟ୍ର ସରକାରରେ କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ଉପରେ ଜଣେ ଗାୟିକା ବଳାତ୍କାର ଅଭିଯୋଗ ଆଣିଛନ୍ତି । ଯୁବତୀ ଜଣକ ମୁମ୍ବାଇର ଓଶିବରା ପୋଲିସ ଷ୍ଟେଶନରେ ଏ ନେଇ ଅଭିଯୋଗ କରିଛନ୍ତି । ଥାନାର ବରିଷ୍ଠ ପୋଲିସ ଅଧିକାରୀ…

ଭାରତର ଏହି ଅଲରାଉଣ୍ଡର ଖେଳାଳିଙ୍କୁ ଚୋର କହିଲେ ଲୋକେ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ମୁମ୍ବାଇରେ ଅଛନ୍ତି। ନିକଟରେ ମୁମ୍ବାଇ ରାସ୍ତାରେ ତାଙ୍କୁ ଦେଖିବାକୁ ମିଳିଥିଲା। ଏହି ଅବସରରେ ହାର୍ଦ୍ଦିକଙ୍କ ନୂଆ ରୂପ ଦେଖି ଲୋକମାନେ ତାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଦେଇଛନ୍ତି। କେହି ତାଙ୍କୁ ଚୋର…

ଖୁବ୍‌ଶୀଘ୍ର ବିବାହ କରିବେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ବରୁଣ ଧାଓ୍ବନ୍‌ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ଦୀର୍ଘଦିନର ପ୍ରେମିକା ନତାଶା ଦଲାଲଙ୍କୁ ନିଜ ଜୀବନ ସାଥଈ କରିବେ ବୋଲି ଜଣାପଡିଛି। ଏପର୍ଯ୍ୟନ୍ତ ତାରିଖ ଘୋଷଣା କରାଯା ନ ଥିଲେ ମଧ୍ୟ ଉଭୟଙ୍କ ବିବାହ…

ଟ୍ରମ୍ପ୍‌ ଦେଲେ ଇସ୍ତଫା !

ଓ୍ବାଶିଂଟନ,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଗୁଜବ ଉଠିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ଏଭଳି ମିଥ୍ୟା ତଥ୍ୟ ପ୍ରଦାନ କରାଯାଇଛି। କେହି ଜଣେ ଓ୍ବେବସାଇଟ୍‌କୁ ହ୍ୟାକ୍‌ କରି ଏଭଳି କରିଥିବା କୁହାଯାଇଛି। ଉପରାଷ୍ଟ୍ରପତି ମାଇକ୍‌…

ପିତାଙ୍କୁ ହରାଇବା ପରେ ୫ ଦିନ ପର୍ଯ୍ୟନ୍ତ ନିଖୋଜ ଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ବ୍ରିସବେନ୍‌,୧୩।୧: ଅଷ୍ଟ୍ରେଲିଆ ଗସ୍ତରେ ହନୁମା ବିହାରୀ ଅନେକ ସମାଲୋଚନାର ସମ୍ମୁଖୀନ ହୋଇଥିଲେ। ପ୍ରଥମେ ଖରାପ ବ୍ୟାଟିଂ ପାଇଁ ଏବଂ ପରେ ଖରାପ ଫିଲ୍ଡିଂ ପାଇଁ । ପ୍ରଶଂସକମାନେ ଏହା ମଧ୍ୟ କହିଥିଲେ ଯେ ବିହାରୀ ଅନ୍ତର୍ଜାତୀୟ ସ୍ତରର ଖେଳାଳି ନୁହଁନ୍ତି। ସିଡନୀ…

ପ୍ରଧାନମନ୍ତ୍ରୀଙ୍କୁ ନିରଞ୍ଜନଙ୍କ ଚିଠି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜନ୍ମ ବାର୍ଷିକୀ ପାଳନ କରିବା ପାଇଁ କେନ୍ଦ୍ର ସରକାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ୮୫ ଜଣିଆ କମିଟି ଗଠନ କରାଯାଇଛି। ଉକ୍ତ କମିଟିରେ ଓଡିଶାକୁ…

୬ ଅଲିଭ୍‌ ରିଡ୍‌ଲେଙ୍କୁ ଟ୍ୟାଗିଂ

ବ୍ରହ୍ମପୁର ଅଫିସ/ଗଞ୍ଜାମ(ଡି.ଏନ୍‌.ଏ.),୧୩ା୧: ଜୁଲୋଜୀକାଲ ସର୍ଭେ ଅଫ୍‌ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ଓ ବ୍ରହ୍ମପୁର ବନଖଣ୍ଡ ମିଳିତ ଆନୁକୂଲ୍ୟରେ ଅଲିଭ୍‌ରିଡ୍‌ଲେଙ୍କୁ ମଙ୍ଗଳବାର ଟ୍ୟାଗିଂ କରିଛି। ଟ୍ୟାଗ୍‌ଗୁଡିକ ସ୍ବତନ୍ତ୍ର ଭାବରେ ସଂଖ୍ୟାଭୁକ୍ତ ହୋଇଛି ଏବଂ ଏଥିରେ ସବିଶେଷ ତଥ୍ୟ ଅଛି। ଯେପରିକି ସଙ୍ଗଠନର ନାମ, ଇମେଲ୍‌ ଆଇଡି ଇତ୍ୟାଦି।…

ଟିକା ନେବା ତାଲିକାରେ ମୃତ ନର୍ସଙ୍କ ନାମ

ଲକ୍ଷ୍ନୌ,୧୩।୧: ପ୍ରଥମ ପର୍ଯ୍ୟାୟରେ କରୋନା ଟିକାକରଣ ପାଇଁ ପ୍ରସ୍ତୁତ ହୋଇଥିବା ତାଲିକାରେ କେତେକ ଅନିୟମିତତା ସମ୍ପର୍କରେ ଜଣାପଡ଼ିଛି। ଉତ୍ତରପ୍ରଦେଶରେ ଟିକା ନେବା ତାଲିକାରେ ମୃତ ନର୍ସଙ୍କ ନାମ ରହିଛି। ସେହିପରି ଅବସର ଗ୍ରହଣ କରିଥିବା ଡାକ୍ତରଙ୍କ ନାମ ମଧ୍ୟ ରହିଛି। ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri