ଗାରେ ଅଳତା ଯୋଗୁ ମିଳେ ଏସବୁ…
ବିବାହିତା ମହିଳା ପାଦରେ ଅଳତା ଲଗାଇବା ଏକ ପରମ୍ପରା ଭାବେ ଭାରତୀୟ ସଂସ୍କୃତିରେ ରହି ଆସିଛି। ତେବେ ଏହାଦ୍ୱାରା ବହୁବିଧ ଉପକାର ମିଳିଥାଏ। ଅଳତା ଶରୀରରେ ପ୍ରବାହିତ ରକ୍ତକୁ ସୂଚିତ କରେ। ଏହାକୁ ପାଦରେ ଲଗାଇଲେ ସନ୍ତାନ ଉତ୍ପାଦନ କ୍ଷମତା ବୃଦ୍ଧି…
୯ ବର୍ଷ ଡେଟିଂ ପରେ ବାଲ୍ୟ ବାନ୍ଧବୀଙ୍କୁ ବିବାହ କରିଥିଲେ ଇମ୍ରାନ…
ମୁମ୍ବାଇ,୧୩।୧: ବଲିଉଡ୍ ଷ୍ଟାର ଇମ୍ରାନ୍ ଖାଁଙ୍କୁ ବୁଧବାର ୩୭ ବର୍ଷ ପୂରଣ ହୋଇଛି। ସେ ୩୮ ବର୍ଷରେ ପାଦ ଦେଇଛନ୍ତି। ୧୯୮୩ ଜାନୁୟାରୀ ୧୩ରେ ଆମେରିକା ଓ୍ବସକସିନ୍ର ମାଡିସନ୍ଠାରେ ସେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍ରେ ସେ ୧୯୮୮ରେ ଶିଶୁ କଳାକାର ଭାବେ…
୧୧ ସନ୍ତାନର ମା’ ହେବାକୁ ଚାହୁଁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଏବଂ ହଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିଜ ଅଭିନୟ ଦ୍ୱାରା ପ୍ରଶଂସକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ପ୍ରିୟଙ୍କା ନିଜ ହୃଦୟ କଥା କହିବାକୁ ଦ୍ୱିଧା କରନ୍ତି ନାହିଁ । ସେ ଯାହା ହେଉନା କାହିଁକି, ସେ ଖୋଲାଖୋଲି…
ଏହି ୫ ସମସ୍ୟା ଥିଲେ ଭୁଲରେ ଖାଆନ୍ତୁ ନାହିଁ କମଳା: ନଚେତ୍…
ଶୀତ ଦିନେ ବଜାରରେ ବହୁ ପରିମାଣରେ କମଳା ଉପଲବ୍ଧ ହୁଏ। ଅନ୍ୟ ଋତି ତୁଳନାରେ ଏହି ଦିନେ କମଳା ଶସ୍ତାରେ ମିଳିଥାଏ। କରୋନା ସମୟରେ କମଳା ବହୁମାତ୍ରାରେ ବିକ୍ରି ହୋଇଥିଲା। କାରଣ ଏଥିରେ ଭିଟାମିନ ସି, ଫାଇବର, ଟିମିନ ଏ ଏବଂ…
କେବଳ କୋହଲି ନୁହେଁ, ପ୍ରଥମେ କନ୍ୟା ସନ୍ତାନର ଅଧିକାରୀ ହୋଇଛନ୍ତି ଏହି ୧୦ ପ୍ରସିଦ୍ଧ କ୍ରିକେଟର୍
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କନ୍ୟା ସନ୍ତାନର ଜନକ ହୋଇଛନ୍ତି। ଏହାପରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। କେବଳ କୋହଲି ନୁହଁନ୍ତି ପୂର୍ବରୁ ମଧ୍ୟ ଅନେକ ଭାରତୀୟ କ୍ରିକେଟର୍ ଅଛନ୍ତି, ଯେଉଁମାନଙ୍କ ପ୍ରଥମ ସନ୍ତାନ କନ୍ୟା ହୋଇଛି।…
ଏହି ୬ ରାଶିର ବ୍ୟକ୍ତିଙ୍କୁ ସାବଧାନ…
କେତେକ ଲୋକ କୌଣସି କଥାକୁ ଲୁଚାଇବା ପାଇଁ ମିଛ କହିଥାନ୍ତି। ପରେ ଗୋଟିଏ ମିଛକୁ ଲୁଚାଇବା ଲାଗି ଏକାଧିକ ମିଛ କହିବାକୁ ପଡ଼ିଥାଏ। ତେବେ ଜ୍ୟୋତିଷ ଶାସ୍ତ୍ରରେ ୬ଟି ରାଶିର ବ୍ୟକ୍ତିଙ୍କ ପ୍ରତି ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତୁ ଜାଣିବା…
ଦୁର୍ଘଟଣାଗ୍ରସ୍ତ ବିମାନର ମିଳିଲା ରେକଡର
ଜାକର୍ତ୍ତା, ୧୨ା୧- ଗତ ସପ୍ତାହରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଶ୍ରୀଓ୍ବିଜୟ ଏୟାର ପ୍ଲେନର ଭଗ୍ନାଂଶରୁ ରେକଡର ଠାବ କରିଛନ୍ତି ଇଣ୍ଡୋନେସିଆ ଅଧିକାରୀ। ବିମାନର ରେକର୍ଡିଂ ଡିଭାଇସକୁ ଜାକର୍ତ୍ତାର ପୋର୍ଟ ନିଆଯାଇଥିବା ନେଭିର ପକ୍ଷରୁ କୁହାଯାଇଛି। ସ୍ଥାନୀୟ ଗଣମାଧ୍ୟମରେ ଏକ ପ୍ଲାଷ୍ଟିକ ବକ୍ସରେ ଉକ୍ତ…
ଦିଲ୍ଲୀକୁ ସାଇକେଲରେ ଯାତ୍ରାକଲେ ମୁକ୍ତିକାନ୍ତ
ରାଉରକେଲା ଅଫିସ,୧୨ା୧-ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଦିଲ୍ଲୀରେ କୃଷକମାନେ ଆନ୍ଦୋଳନ କରୁଛନ୍ତି। ପ୍ରାୟ ୮୦ରୁ ଊର୍ଦ୍ଧ୍ୱ କୃଷକଙ୍କ ମୃତ୍ୟୁ ଘଟିଲାଣି। କୃଷକମାନଙ୍କ ସହ ଆନ୍ଦୋଳନରେ ନିଜକୁ ସାମିଲ କରିବା ପାଇଁ ରାଉରକେଲାର ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ସାଇକେଲ ଯୋଗେ ରାଉରକେଲାରୁ…
ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ
ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍ଏସ୍) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍ ଜେଟ୍ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ, ବରଗଡ଼ ଏମ୍ପି ସୁରେଶ ପୂଜାରୀ, ସୁନ୍ଦରଗଡ଼ ଏମ୍ପି…
କୋଟିପତି ଉପନିର୍ବାହୀ ଯନ୍ତ୍ରୀ ନିଲମ୍ବିତ
ଗୁଣପୁର,୧୨।୧(ଡି.ଏନ୍.ଏ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଉଦ୍ଧବ ପାଢ଼ୀ ଗତ ୨୫ରେ ଗିରଫ ହୋଇଥିଲେ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ତାଙ୍କୁ ନିଲମ୍ବିତ କରିଛନ୍ତି।…
ସାଇନା, ପ୍ରଣୟଙ୍କ ରିପୋର୍ଟ ନେଗେଟିଭ, ଖେଳିବେ ଦ୍ୱିତୀୟ ରାଉଣ୍ଡରେ
ବ୍ୟାଙ୍କକ୍, ୧୨ା୧ (ପି.ଟି.)- ଭାରତର ଟପ୍ ବ୍ୟାଡ୍ମିଣ୍ଟନ ଖେଳାଳି ସାଇନା ନେହ୍ବାଲ ଓ ଏଚ. ଏସ୍. ପ୍ରଣୟଙ୍କ ମଙ୍ଗଳବାର ହୋଇଥିବା କୋଭିଡ୍ ଟେଷ୍ଟର ରିପୋର୍ଟ ନେଗେଟିଭ ଆସିଛି। ଫଳରେ ଦୁହେଁ ଥାଇଲାଣ୍ଡ ଓପନ୍ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ। ଏ ନେଇ…
ଶୂଲିଆଯାତ୍ରା: ବଳି ପକାଯିବ, ମହୋତ୍ସବ ହେବ ନାହିଁ
ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୧: ଆଦିବାସୀଙ୍କ ପ୍ରସିଦ୍ଧ ଶୂଲିଆ ଯାତ୍ରା ଆସନ୍ତା ୧୯ତାରିଖ ପୌଷଶୁକ୍ଳ ପକ୍ଷ ପ୍ରଥମ ମଙ୍ଗଳବାର ବଲାଙ୍ଗୀର ଜିଲା ଖଇରଗୁଡା ବଡଖଳା ଓ କୁମରିଆ ସାନଖଳାଠାରେ ପାରମ୍ପରିକ ରୀତିନୀତିରେ ପାଳନ କରାଯିବ। କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ…
Archives


