ବ୍ରିସ୍ବେନ ହୋଟେଲରେ କୌଣସି ବ୍ୟବସ୍ଥା ନ ଥିବା ଟିମ୍ ଇଣ୍ଡିଆର ଅଭିଯୋଗ ପରେ ହସ୍ତକ୍ଷେପ କଲା ବିସିସିଆଇ
ନୂଆଦିଲ୍ଲୀ,୧୨।୧: ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ମ୍ୟାଚ୍ ପାଇଁ ଭାରତୀୟ ଦଳ ମଙ୍ଗଳବାର ବ୍ରିସବେନରେ ପହଞ୍ଚିଛି। ରହଣୀ ବ୍ୟବସ୍ଥା ହୋଇଥିବା ହୋଟେଲରେ ପହଞ୍ଚତ୍ବା ପରେ ଖେଳାଳିମାନଙ୍କୁ ସୂଚନା ଦିଆଯାଇଥିଲା ଯେ, ସେମାନଙ୍କୁ କୌଣସି ରୁମ୍ ସର୍ଭିସ ଓ ହାଉସ୍କିପିଂ…
ପରିଦର୍ଶନ ସମୟରେ ମନ୍ତ୍ରୀ ମାସ୍କ ନ ପିନ୍ଧିବାକୁ ନେଇ ଚର୍ଚ୍ଚା
ଦେଓଗାଁ,୧୨ା୧: ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଓଗାଁ ପଞ୍ଚାୟତ ସମିତି ହାଇସ୍କୁଲ ଗସ୍ତବେଳେ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ସମୟରେ ମାସ୍କ ପରିଧାନ କରି ନ ଥିଲେ। ଏହା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ତ୍ରୀଙ୍କ ସହ ଆସିଥିବା ଅଧିକାରୀମାନେ ମାସ୍କ…
ଷ୍ଟିଭ ସ୍ମିଥଙ୍କୁ ଛାଡ଼ିପାରେ ରାଜସ୍ଥାନ ରୟାଲ୍ସ
ନୂଆଦିଲ୍ଲୀ,୧୨ା୧- ଆଇପିଏଲ ଦଳ ରାଜସ୍ଥାନ ରୟାଲ୍ସ ତା’ର ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଛାଡ଼ିବାକୁ ଚିନ୍ତା କରୁଛି। ଏ ନେଇ ଆସନ୍ତା ସପ୍ତାହରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଫ୍ରାଞ୍ଚାଇଜ ଦଳରେ ରଖିବାକୁ ଚାହୁଁଥିବା ଖେଳାଳିଙ୍କ ତାଲିକା ପ୍ରକାଶ ପୂର୍ବରୁ ଏହା ସ୍ପଷ୍ଟ ହେବ।…
ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୨୩ମାସର ଶିଶୁ
ବଲାଙ୍ଗୀର ଅଫିସ,୧୨ା୧: ଭାରତର ପ୍ରାଦେଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେ କର୍ଡ କରଛନ୍ତି। ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍ପ୍ରକାଶ ସାହୁଙ୍କ…
ଜଲିକଟ୍ଟୁ ଦେଖି କୃଷକଙ୍କୁ ସମର୍ଥନ କରିବେ ରାହୁଲ
ନୂଆଦିଲ୍ଲୀ୧୨।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ତାମିଲନାଡୁ ଗସ୍ତ କରିବେ। ଗସ୍ତ ବେଳେ ପୋଙ୍ଗଲ ପର୍ବ ପାଳନ ଅବସରରେ ମଦୁରାଇରେ ଆୟୋଜିତ ହେଉଥିବା ‘ଜଲିକଟ୍ଟୁ’(ଷଣ୍ଢ ଲଢେଇ) କାର୍ଯ୍ୟକ୍ରମରେ ଯୋଗଦେଇ କୃଷକଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇବେ ବୋଲି ଦଳର ତାମିଲନାଡୁ ମୁଖ୍ୟ…
ଦିଲ୍ଲୀରୁ ଚୋରି କରି ବିହାରରେ ବାଣ୍ଟୁଥିଲେ ଟଙ୍କା, ସୁନାଗହଣା: ଧରାପଡ଼ିବା ପରେ..
ନୂଆଦିଲ୍ଲୀ: ହରିଶ୍ଚନ୍ଦ୍ରଙ୍କୁ ଦାନବୀର ବୋଲି କୁହାଯାଏ। ହେଲେ ଦିଲ୍ଲୀରେ ଏଭଳି ଜଣେ ଚୋର ଧରାପଡ଼ିଛନ୍ତି, ଯାହାଙ୍କୁ ଦାନବୀରଙ୍କଠାରୁ କମ୍ ନୁହେଁ ବୋଲି କୁହାଯାଉଛି। କଥାଟି ସିନେମା କାହାଣୀ ପରି ଲାଗିଲେ ହେଁ ସତ। ତେବେ ଫରକ ଏତିକି ଲୁଟେରାଜଣଙ୍କ ନିଜସ୍ବ ସ୍ବାର୍ଥ…
ରିଲିଜ୍ ହେଲା ‘ଦ ପାୱାର’ର ଟ୍ରେଲର
ମୁମ୍ବାଇ: ଆଜିକାଲି ବଲିଉଡ୍ର କିଛି ବଡ ବଡ ଫିଲ୍ମକୁ ନେଇ ଚର୍ଚ୍ଚା ଯୋର ଧରିଛି । କିଛିର ଶୁଟିଂ ଜାରି ରହିଛି ତ ଆଉ କିଛି ରିଲିଜ୍ ଅପେକ୍ଷାରେ ରହିଛି । ଇତିମଧ୍ୟରେ ଜଣାଶୁଣା ଅଭିନେତା ବିଦ୍ୟୁତ ଜାମୱାଲା ଓ ଶ୍ରୁତି…
ବାଇକ୍ରେ ୭ଜଣଙ୍କୁ ବସାଇ ନେଉଥିଲେ ଏହି ବ୍ୟକ୍ତି, ପୋଲିସ ଦେଖିବା ପରେ..
ଢାକା: ଆଜିକାଲିର ସମୟରେ ଯାନବାହନର ବହୁଳ ବ୍ୟବହାରକୁ ନେଇ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅନେକ ଟ୍ରାଫିକ୍ କଟକଣା ଲଗାଯାଇଛି। ଯେପରିକି ହେଲମେଟ୍ ପିନ୍ଧିବା, ଦୁଇଚକିଆ ଯାନରେ ଦୁଇରୁ ଅଧିକ ଲୋକଙ୍କ ଯାତାୟାତକୁ ମନା କରାଯାଇଛି।…
କୋହଲିଙ୍କୁ ପଛରେ ପକାଇଲେ ସ୍ମିଥ୍
ଦୁବାଇ,୧୨।୧: ସିଡ୍ନୀ ଟେଷ୍ଟ ପରେ ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ବଡ଼ ପରିବର୍ତ୍ତନ ଘଟିଛି। ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ। ଭାରତ ବିପକ୍ଷ ତୃତୀୟ ଟେଷ୍ଟର ଉଭୟ ଇନିଂସରେ ମୋଟ…
ଭାଇରାଲ ହେଉଛି ଜାହ୍ନବୀଙ୍କ ବେଲି ଡ୍ୟାନ୍ସ
ମୁମ୍ବାଇ: ବଲିଉଡ୍ ଡିଭା ତଥା ହିନ୍ଦୀ ଫିଲ୍ମର ପ୍ରଥମ ନାୟିକା ସୁପରଷ୍ଟାର କୁହାଯାଉଥିବା ଶ୍ରୀଦେବୀ ଆମ ଗହଣରେ ନାହାନ୍ତି ସତ । ହେଲେ ତଙ୍କ ଅଭିନୟ ଓ ଡ୍ୟାନ୍ସ ଆଜିବି ଜୀବିତ ହୋଇ ରହିଛି ଦର୍ଶକଙ୍କ ହୃଦୟରେ । ଆଉ ଏବେ…
୩ ମାସ ଯାଏ ସରକାରଙ୍କୁ ଟଙ୍କାଟିଏ ବି ଦେବେନି ସିନେମାହଲ୍ ମାଲିକ
ଥିରୁଅନନ୍ତପୁରମ୍, ୧୨।୧: ମହାମାରୀ କରୋନାଠାରୁ ରକ୍ଷା ପାଇବା ପାଇଁ ବିଗତ ଏକ ବର୍ଷ ହେବ ସମସ୍ତ ଦେଶ ଏବଂ ରାଜ୍ୟ ସରକାର ଲୋକଙ୍କୁ ସହାୟତା ଯୋଗାଇ ଆସୁଛନ୍ତି। ଏହି ଭାଇରସ ଯୋଗୁ ସମସ୍ତେ ବହୁତ କଷ୍ଟ ସହିଛନ୍ତି। କିନ୍ତୁ ସିନେମା କ୍ଷେତ୍ରରେ…
ସର୍ଜରୀ ପରେ ପ୍ରଶଂସକଙ୍କୁ ଏଭଳି ବାର୍ତ୍ତା ଦେଲେ ଏହି ଭାରତୀୟ ଅଲ୍ରାଉଣ୍ଡର
ସିଡନୀ,୧୨।୧: ଭାରତୀୟ କ୍ରିକେଟ ଟିମ୍ର ଅଲ୍ରାଉଣ୍ଡର ରବିନ୍ଦ୍ର ଜାଡେଜା ଆହତ ହେବା ପରେ ଚତୁର୍ଥ ଟେଷ୍ଟରୁ ବାହାର ହୋଇଛନ୍ତି। ଅଷ୍ଟ୍ରେଲିଆରେ ସେ ନିଜ ଆଙ୍ଗୁଠିର ସର୍ଜରୀ କରାଇଛନ୍ତି। ଏହାପରେ ସେ ନିଜର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକଙ୍କୁ…
Archives


