Home Left

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି । ଇରାନର ଅର୍ଦ୍ଧ-ସରକାରୀ ଖବର ସଂସ୍ଥା – ଯାହା ଇରାନର ଅର୍ଦ୍ଧସାମରିକ ରିଭଲ୍ୟୁସନରୀ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର ରାତିରେ ଗୋଟିଏ ବୋଲେରୋ ୨ ଗୋଟି ବାଇକ୍ ଚୋରି ଘଟଣା ପରେ ମଙ୍ଗଳବାର…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ ନିଯୁକ୍ତ ହୋଇଥିବା ରାହାଣେଙ୍କୁ ପୁଣି ଥରେ ଆଇପିଏଲ ୨୦୨୬ରେ ଏହି ଦାୟିତ୍ୱ ତୁଲାଇବାର…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ,…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି।ଏହି କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପରିଗଣନାକାରୀ ଏବଂ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର ଧରପକଡ ଅଭିଯାନ ଜାରି ରହିଛି । ଚଳିତ ମାସ ୨୧ ରୁ ୩୧…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ଏନେଇ ସେ ପ୍ରଦେଶ କଂଗ୍ରେସ କମିଟି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇଛି। ସିଜିମାଳୀ ଖଣି ପ୍ରକଳ୍ପ ଦ୍ୱାରା…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପି.ଜଗଦୀଶ ଦୋରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ କମାଣ୍ଡର ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁଯାୟୀ, ଥାନାଧିକାରୀ ରୁନୁ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଟୁନା ସେଠୀଙ୍କ କନ୍ୟା ଅର୍ଚ୍ଚିତା ସେଠୀ(୧୬)।ସୋମବାର ମଧ୍ୟାହ୍ନରେ ଦିଗପହଣ୍ଡି ଥାନା ଏଏସଆଇ ଦିଲ୍ଲୀପ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି । ଏହାକୁ ନେଇ ଜିଲାରେ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?