ସନ୍ତୁଳନ ହରାଉଛି ମଙ୍ଗଳ ଗ୍ରହ
ଓ୍ବାଶିଂଟନ,୧୨।୧: ମଙ୍ଗଳ ଗ୍ରହ ସମ୍ପର୍କରେ ମହାକାଶ ବିଜ୍ଞାନୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଧୀରେଧୀରେ ମଙ୍ଗଳ ଗ୍ରହ ନିଜର ସନ୍ତୁଳନ ହରାଇ ବସୁଛି। ନିଜ ଅକ୍ଷ ଚାରିପଟେ ଘୂରିବା ସମୟରେ ଏଭଳି ଅନିୟମିତତା ସୃଷ୍ଟି ହେଉଛି। ତେବେ ଏଭଳି କେଉଁ କାରଣରୁ…
ଗୋଟିଏ ଗୋଡ଼ରେ ୨୮୦୦ କିମି ଯାତ୍ରାକରି ରେକର୍ଡ
ଭୋପାଳ, ୧୨।୧: ମଧ୍ୟପ୍ରଦେଶର ପାରା ସାଇକେଲ ଚାଳକ ତାନ୍ୟା ଡାଗା ଇତିହାସ ସୃଷ୍ଟି କରିଛନ୍ତି। ସେ ୪୨ ଦିନରେ ସାଇକେଲ ଯୋଗେ ୨୮୦୦ କିମି ଯାତ୍ରା କରିଛନ୍ତି। ଏହି ୪୨ ଦିନରେ ତାନ୍ୟା ଜାମ୍ମୁ କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୂରତା ଅତିକ୍ରମ…
ନବମ ଶ୍ରେଣୀ ଛାତ୍ରୀଛାତ୍ର ଘରୁ ଫେରାର ହୋଇ କଲେ ବିବାହ, ଆଉ ତା’ ପରେ…
ଗୁଜୁରାଟର ଛାନିରେ ନବମ ଶ୍ରେଣୀରେ ପଢ଼ୁଥିବା ଦୁଇ ଛାତ୍ରୀଛାତ୍ର ପରସ୍ପରକୁ ଭଲ ପାଉଥିଲେ। ମାତ୍ର କରୋନା କଟକଣା ଲାଗି ସ୍କୁଲ ଖୋଲୁ ନ ଥିବାରୁ ଉଭୟଙ୍କ ଦେଖା ହୋଇ ପାରୁ ନଥିଲା। ଏଭଳି ପରିସ୍ଥିତିରେ ଦୁହେଁଦୁହିଁକୁ ଖୋଜୁଥିଲେ। ପରେ ଉଭୟ ବିବାହ…
ଭାରତୀୟ ଦଳକୁ କ୍ଷମା ମାଗିଲେ ଏହି ଖେଳାଳି
ସିଡ୍ନୀ, ୧୨।୧: ଅଷ୍ଟ୍ରେଲିଆର ତାରକା ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ଣ୍ଣର ମଙ୍ଗଳବାର ଭାରତୀୟ ଖେଳାଳିଙ୍କ ଉପରେ ଜାତିଆଣ ମନ୍ତବ୍ୟକୁ ବିରୋଧ କରି ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ନିକଟରେ କ୍ଷମା ମାଗିଛନ୍ତି। ଓ୍ବାର୍ଣ୍ଣର କହିଛନ୍ତି, ତୃତୀୟ ଟେଷ୍ଟ ସମୟରେ ଯାହା ଘଟିଥିଲା ଏବଂ…
ବାଇକ୍କୁ ଶୁଣ୍ଢରେ ଟେକି କଚାଡିଲା ହାତୀ
ପାଟଣା,୧୨।୧(ସ୍ବ.ପ୍ର.): କିଛିଦିନ ବ୍ୟବଧାନରେ ପୁଣି କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ସୋମବାର ବିଳମ୍ବିତ ରାତିରେ ତୋଣ୍ଡ ବିଟ୍ ଅନ୍ତର୍ଗତ ସଡ଼ଙ୍ଗବାହାଳୀ ଗ୍ରାମରେ ଏକ ଗୋଠ ଛଡା ଦନ୍ତାହାତୀ ପଶି ଗ୍ରାମର ମଦନ ସୁନ୍ଦର ମହାନ୍ତଙ୍କ ଘର…
ରାଜ୍ୟରେ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ…
ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରଶ୍ନ: ସ୍କୁଲ ଖୋଲିବା ପରେ କିଭଳି ଲାଗୁଛି ପିଲେ
ବଲାଙ୍ଗୀର,୧୨ା୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମଙ୍ଗଳବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ସ୍କୁଲ ପରିଦର୍ଶନ କରିଛନ୍ତି। ସେ ବଲାଙ୍ଗୀର ସହର ପିପି ଏକାଡେମୀ ଓ ପୃଥ୍ବୀରାଜ ହାଇସ୍କୁଲ ପରିଦର୍ଶନ କରି ଛାତ୍ର ଓ ଶିକ୍ଷକମାନଙ୍କ ସହ…
ବେଷ୍ଟଫ୍ରେଣ୍ଡ୍ ହୋଇପାରନ୍ତି ଧୋନୀ-କୋହଲିଙ୍କ ଝିଅ
ପୁରୁଣା ବନ୍ଧୁ ଏବଂ ସମ୍ପର୍କ କେବେବି ଭୁଲିହୁଏ ନାହିଁ। ଏମିତି ସମ୍ପର୍କ ଭାରତର ଏବେକାର ଅଧିନାୟକ ବିରାଟ କୋହଲି ଏବଂ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀଙ୍କ ମଧ୍ୟରେ ରହିଛି। ଆପଣମାନେ ଜାଣି ଆଶ୍ଚର୍ଯ୍ୟ ହେବ ଯେ, କୋହଲିଙ୍କ ସ୍ତ୍ରୀ…
୭ ବର୍ଷ ପରେ ପ୍ରଥମ ଉଇକେଟ୍ ନେଇ କାନ୍ଦିଲେ ଏହି କ୍ରିକେଟର୍
ଥିରୁଭାନନ୍ତପୁରମ,୧୨।୧: ଭାରତୀୟ ବୋଲର ଏସ ଶ୍ରୀସନ୍ଥ ୭ ବର୍ଷ ପରେ କ୍ରିକେଟ ପଡ଼ିଆକୁ ଫେରିଛନ୍ତି। ସୟଦ ମୁସ୍ତାକ ଅଲି ଟ୍ରଫିରେ ସେ କେରଳ ପକ୍ଷରୁ ଖେଳୁଛନ୍ତି। କେରଳ ଦଳର ପେସ୍ ଆକ୍ରମଣର ନେତୃତ୍ୱ ନେଇଥିବା ଶ୍ରୀସନ୍ଥ ପୁଡୁଚେରୀ ବିପକ୍ଷରେ ଚାରି ଓଭରରେ…
ଶାହରୁଖଙ୍କ ଘର ଆଗରେ ଧାରଣାରେ ବସିଲେ ଏହି ଯୁବକ
୨୦୦୭ରେ ମୁକ୍ତିଲାଭ କରିଥିବା ଶାହରୁଖ ଖାନଙ୍କ ଫିଲ୍ମ ‘ଓମ ଶାନ୍ତି ଓମ’ ନିଜେ କହିଥିଲେ, ‘ଯଦି ତୁମେ ହୃଦୟରୁ କିଛି ଚାହୁଁଛ, ତେବେ ତୁମକୁ ଏକାଠି କରିବା ପାଇଁ କେହି ରୋଗିପାରିବେ ନାହିଁ’। ଶାହରୁଖ ଫିଲ୍ମରେ ଏକଥା କହିଥିଲେ। କିନ୍ତୁ ତାଙ୍କ…
ମହିଳାଙ୍କ ଗଳାକାଟି ବିଭତ୍ସ ହତ୍ୟା
ଭଣ୍ଡାରିପୋଖରୀ,୧୨।୧(ଡି.ଏନ୍.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ନୂଆ ପୋଖରୀ ଗ୍ରାମରେ ଜଣେ ବିବାହିତା ମହିଳାଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମହିଳା ଜଣକ ହେଲେ ରାଧାରାଣୀ ମହାନ୍ତି। ରାଧାରାଣୀଙ୍କ ସ୍ବାମୀ ନାରାୟଣ ମହାନ୍ତି ବାହାରେ ରହି କାମ କରୁଥିବା ବେଳେ…
୧୨ ଘଣ୍ଟା ଚପଲ ପିନ୍ଧିଲେ କମ୍ପାନୀ ଦେବ ୪ ଲକ୍ଷ ଟଙ୍କା
ମହାମାରୀ କରୋନା ଯୋଗୁ ବେରୋଜଗାର ବୃଦ୍ଧି ପାଇଛି। ଅନେକ ଲୋକ ନିଜର ଚାକିରି ହରାଇଛନ୍ତି। ମାତ୍ର ଏବେ ଘରେ ବସିରହି ଲକ୍ଷ ଲକ୍ଷ ଟଙ୍କା ଆୟ କରିବାର ଅଫର ଆସିଛି। ଏଥିପାଇଁ ବେଶୀ କିଛି ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ।…
Archives


