Home Left

ପାଠପଢ଼ା ସ୍ଥିତି ପରଖିଲେ ଗଣଶିକ୍ଷାମନ୍ତ୍ରୀ : ବିଜେବିରେ ଯୁକ୍ତ ୨ ଖୋଲିବାକୁ ପ୍ରସ୍ତାବ

ଖୋର୍ଦ୍ଧା ଅଫିସ/ଯାଁଳା/ବେଗୁନିଆ,୧୧ା୧(ଡି.ଏନ୍‌.ଏ.): ରାଜ୍ୟ ସରକାର ଦୀର୍ଘ ୯ମାସ ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍‌ କଟକଣାରେ ସ୍କୁଲ ଖୋଲିଛନ୍ତି। ପାଠପଢ଼ା କିପରି ଚାଲିଛି, ଏନେଇ ସୋମବାର ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଖୋର୍ଦ୍ଧାର ବିଭିନ୍ନ ବିଦ୍ୟାଳୟର ସ୍ଥିତି…

ହ୍ବାଟ୍ସଆପ୍‌ ଛାଡ଼ୁଛନ୍ତି ୟୁଜର୍ସ

ମୁମ୍ବାଇ, ୧୨ା୧: ନୂଆ ପ୍ରିଭେସି ପଲିସି ୟୁଜର୍ସଙ୍କ ପାଇଁ ବାଧ୍ୟତାମୂଳକ କରାଯିବା ପରେ ଏବେ ବିକଳ୍ପ ବାଛିବାରେ ବ୍ୟସ୍ତ ହ୍ବାଟ୍ସଆପ୍‌୍‌ ବ୍ୟବହାରକାରୀ। ଅପଡେଟ୍‌ ପରେ ମୂଳ କମ୍ପାନୀ ଫେସ୍‌ବୁକ୍‌ ସହ ହ୍ବାଟ୍ସଆପ୍‌ ୟୁଜର୍ସ ସେମାନଙ୍କ ବ୍ୟକ୍ତିଗତ ତଥ୍ୟ ଶେୟାର ହେବା ସର୍ତ୍ତକୁ…

‘ଟ୍ରମ୍ପ୍‌ଙ୍କୁ ବହିଷ୍କାର ନ କଲେ ମହାଭିଯୋଗ’

ନ୍ୟୁୟର୍କ, ୧୨।୧(ଆଇଏଏନ୍‌ଏସ୍‌): ଆମେରିକା ଉପରାଷ୍ଟ୍ରପତି ମାଇକ୍‌ ପେନ୍ସ ଓ କ୍ୟାବିନେଟ ସାମ୍ବିଧାନିକ କ୍ଷମତାର ଉପଯୋଗ କରି ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ବହିଷ୍କାର କରନ୍ତୁ। ନଚେତ୍‌ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଅଣାଯିବ ବୋଲି ପ୍ରତିନିଧି ସଭା ସ୍ପିକର ନାନ୍ସି…

ହନୁମା ବିହାରୀ ‘କ୍ରିକେଟର୍‌ ହତ୍ୟାକାରୀ’

କୋଲକତା,୧୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ ବିନା ହାର୍‌ ଜିତ୍‌ରେ ଶେଷ ହୋଇଛି। ୪୦୭ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରି ଭାରତୀୟ ବ୍ୟାଟ୍ସମ୍ୟାନ୍‌ ହାର୍‌ ନ ମାନି ମ୍ୟାଚ୍‌କୁ ଡ୍ର’ କରିବାରେ ସକ୍ଷମ…

ସାଉଦି ସହରରେ ଚାଲିବନି କାର୍‌

ରିୟାଦ, ୧୨ା୧: ସାଉଦି ଆରବରେ ବିନା ରାସ୍ତାରେ ନୂଆ ସହର ନିର୍ମାଣ କରିବାକୁ ଯାଉଛନ୍ତି ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ। ଶୂନ କାର୍ବନ ଗ୍ୟାସ୍‌ ନିର୍ଗମନ ଲକ୍ଷ୍ୟରେ ଏହି ସହରରେ କୌଣସି କାର୍‌ ଚାଲିବନି ବୋଲି ପ୍ରୋଜେକ୍ଟର ଲକ୍ଷ୍ୟ ରହିଛି। ୨୬,୫୦୦…

ଲୋଗୋ ବ୍ୟାଗ୍‌ ବିକି ଦେଢ଼ ଲକ୍ଷ ଜରିମାନା

ହାଇଦ୍ରାବାଦ୍‌, ୧୨ା୧: ଲୋଗୋ ଥିବା ପ୍ଲାଷ୍ଟିକ ବ୍ୟାଗକୁ ୬ ଟଙ୍କାରେ ବିକ୍ରି କରି ଏକ ଷ୍ଟୋର ମାଲିକଙ୍କୁ ଦେଢ଼ ଲକ୍ଷ ଟଙ୍କା ଜରିମାନା ଭରିବାକୁ ପଡ଼ିଛି। ହାଇଦ୍ରାବାଦର ଓ୍ବାଇ ସଞ୍ଜୟ ନାମକ ଜଣେ ବ୍ୟକ୍ତି ଏ ନେଇ ଅଭିଯୋଗ କରିବା ପରେ…

ଟିକା ସମ୍ପୂର୍ଣ୍ଣ ନିରାପଦ, ଫଳପ୍ରଦ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଆସନ୍ତା ୧୬ ତାରିଖରୁ କରୋନା ଟିକାକରଣ ଆରମ୍ଭ ହେବ। ଏଥିପାଇଁ ରାଜ୍ୟରେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ପ୍ରଥମେ କେବଳ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯିବ। ମାତ୍ର ସେମାନଙ୍କ ପରିବାରକୁ…

ତୃତୀୟ ଟେଷ୍ଟ ପୂର୍ବରୁ ଭାରତକୁ ଲାଗିଲା ଡବଲ୍‌ ଝଟ୍‌କା

ସିଡନୀ,୧୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଖେଳାଳି ଆହତ ହେବା ଜାରି ରହିଛିି। ଏହା ସତ୍ତ୍ୱେ ଟିମ ଇଣ୍ଡିଆ ମେଲବୋର୍ନରେ ଏକ ଐତିହାସିକ ବିଜୟ ହାସଲ କରି ସିଡନୀରେ ଡ୍ର ’କରିଥିଲା। ଭାରତ ପାଇଁ ଏକ…

ପଥ ଓଗାଳିଛି ଆର୍‌ଇଟି ସର୍ଭେ

ଯାଜପୁର ଅଫିସ,୧୨।୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ଆରଇଟି(ରିକନାନ୍ସ ଇଞ୍ଜିନିୟରିଂ-କମ୍‌-ଟ୍ରାଫିକ) ସର୍ଭେ ରିପୋର୍ଟରେ ସ୍ଥଗିତ ରଖାଯାଇଛି। ରେଳଲାଇନର କ୍ଷମତା ଅନୁସାରେ ବର୍ତ୍ତମାନ ପରିପ୍ରେକ୍ଷୀରେ ନୂତନ ରେଳଲାଇନର ଆବଶ୍ୟକତା ନାହିଁ ବୋଲି ଆରଇଟି…

ସାମ୍ନାକୁ ଆସିଲା ବିରାଟ-ଅନୁଷ୍କାଙ୍କ ଝିଅର ପ୍ରଥମ ଫଟୋ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବିରାଟ ସୋସିଆଲ ମିଡିଆରେ ଏକ ନୋଟ ଲେଖି ନିଜ ପ୍ରଶଂସକଙ୍କ ସହ…

୧୩ରେ ପେନ୍‌ସନ୍‌, ଜିପିଏଫ୍‌ ଅଭିଯୋଗ ଶୁଣାଣି ହେବ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନା ସମୟରେ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ଯୋଗୁ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନେ ସେମାନଙ୍କର ପେନ୍‌ସନ୍‌ ଓ ଭବିଷ୍ୟନିଧି ପାଣ୍ଠି(ଜିପିଏଫ୍‌) ପ୍ରାପ୍ୟ ଠିକ୍‌ ସମୟରେ ପାଇପାରି ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଧାନ ମହାଲେଖାକାର(ଏ.ଜି.)ଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା…

ଭୁବନେଶ୍ୱରରେ ମାରି ଗଞ୍ଜାମରେ ଫିଙ୍ଗିଥିଲେ

ଜଗନ୍ନାଥପ୍ରସାଦ,୧୨।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଭୂଷଣ୍ଡପାଳ ଛକ ନିକଟ ଧାନବିଲରୁ ଗତ ଡିସେମ୍ବର ୨ରେ ଯୁବତୀଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ମୃତ ଯୁବତୀ ଜଣକ ହେଲେ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମାହାନା ଗ୍ରାମର ପୂଜା ସେଠୀ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri