ଟିକା ସମ୍ପୂର୍ଣ୍ଣ ନିରାପଦ, ଫଳପ୍ରଦ
ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଆସନ୍ତା ୧୬ ତାରିଖରୁ କରୋନା ଟିକାକରଣ ଆରମ୍ଭ ହେବ। ଏଥିପାଇଁ ରାଜ୍ୟରେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ପ୍ରଥମେ କେବଳ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯିବ। ମାତ୍ର ସେମାନଙ୍କ ପରିବାରକୁ…
ତୃତୀୟ ଟେଷ୍ଟ ପୂର୍ବରୁ ଭାରତକୁ ଲାଗିଲା ଡବଲ୍ ଝଟ୍କା
ସିଡନୀ,୧୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଖେଳାଳି ଆହତ ହେବା ଜାରି ରହିଛିି। ଏହା ସତ୍ତ୍ୱେ ଟିମ ଇଣ୍ଡିଆ ମେଲବୋର୍ନରେ ଏକ ଐତିହାସିକ ବିଜୟ ହାସଲ କରି ସିଡନୀରେ ଡ୍ର ’କରିଥିଲା। ଭାରତ ପାଇଁ ଏକ…
ପଥ ଓଗାଳିଛି ଆର୍ଇଟି ସର୍ଭେ
ଯାଜପୁର ଅଫିସ,୧୨।୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ଆରଇଟି(ରିକନାନ୍ସ ଇଞ୍ଜିନିୟରିଂ-କମ୍-ଟ୍ରାଫିକ) ସର୍ଭେ ରିପୋର୍ଟରେ ସ୍ଥଗିତ ରଖାଯାଇଛି। ରେଳଲାଇନର କ୍ଷମତା ଅନୁସାରେ ବର୍ତ୍ତମାନ ପରିପ୍ରେକ୍ଷୀରେ ନୂତନ ରେଳଲାଇନର ଆବଶ୍ୟକତା ନାହିଁ ବୋଲି ଆରଇଟି…
ସାମ୍ନାକୁ ଆସିଲା ବିରାଟ-ଅନୁଷ୍କାଙ୍କ ଝିଅର ପ୍ରଥମ ଫଟୋ
ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବିରାଟ ସୋସିଆଲ ମିଡିଆରେ ଏକ ନୋଟ ଲେଖି ନିଜ ପ୍ରଶଂସକଙ୍କ ସହ…
୧୩ରେ ପେନ୍ସନ୍, ଜିପିଏଫ୍ ଅଭିଯୋଗ ଶୁଣାଣି ହେବ
ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନା ସମୟରେ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ଯୋଗୁ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନେ ସେମାନଙ୍କର ପେନ୍ସନ୍ ଓ ଭବିଷ୍ୟନିଧି ପାଣ୍ଠି(ଜିପିଏଫ୍) ପ୍ରାପ୍ୟ ଠିକ୍ ସମୟରେ ପାଇପାରି ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଧାନ ମହାଲେଖାକାର(ଏ.ଜି.)ଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା…
ଭୁବନେଶ୍ୱରରେ ମାରି ଗଞ୍ଜାମରେ ଫିଙ୍ଗିଥିଲେ
ଜଗନ୍ନାଥପ୍ରସାଦ,୧୨।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଭୂଷଣ୍ଡପାଳ ଛକ ନିକଟ ଧାନବିଲରୁ ଗତ ଡିସେମ୍ବର ୨ରେ ଯୁବତୀଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ମୃତ ଯୁବତୀ ଜଣକ ହେଲେ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମାହାନା ଗ୍ରାମର ପୂଜା ସେଠୀ।…
ପୋଲିସ ହାଜତରେ ମୃତ୍ୟୁ ହୋଇନି: ସରକାର
କଟକ ଅଫିସ୍,୧୨।୧: ପୁରୀ ବାସେଳିସାହି ଥାନା ହାଜତରେ ଅଭିଯୁକ୍ତ କେ. ରମେଶ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସୋମବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି। ରମେଶଙ୍କ ହାଜତରେ ମୃତ୍ୟୁ ହୋଇନାହିଁ ବୋଲି ସରକାର…
ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଉପରେ ପାରଦ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ହଠାତ ଶୀତ ଗାଏବ ହୋଇଯାଇଛି। ଆଉ ଶୀତ ବସ୍ତ୍ରର ଆବଶ୍ୟକତା ପଡୁନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରୁ ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀକୁ ଛୁଇଁଲାଣି। ପାରଦ ସ୍ବାଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ…
ରାଉରକେଲାରୁ ବିଜେଡି ନେତା ଗିରଫ
ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୨।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗ୍ରାମାଞ୍ଚଳ ପୋଲିସ ସୋମବାର ଅଭିଯୁକ୍ତ ବିଜେଡି ନେତା ଭିକାରୀ ସ୍ବାଇଁଙ୍କୁ ଗିରଫ କରିଥିବା ଜଣାପଡ଼ିଛି। କିନ୍ତୁ ପୋଲିସ ଏନେଇ ମୁହଁ ଖୋଲୁନାହିଁ। ଏ ସମ୍ପର୍କରେ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍ପି ପ୍ରଦ୍ୟୁମ୍ନ…
ପାଇକ କଳାକୁ ନାହିଁ ପ୍ରୋତ୍ସାହନ
ବନ୍ତଳା,୧୨ା୧ ଶତ୍ରୁ ଆକ୍ରମଣ ବେଳେ ରାଜାଙ୍କ ଗଡ଼କୁ ସୁରକ୍ଷା ଦେଉଥିଲେ। ପାରମ୍ପରିକ ଅସ୍ତ୍ରଶସ୍ତ୍ରଧରି ଇଂରେଜମାନଙ୍କ ପଥରୋଧ କରିଥିଲେ। ସ୍ବତନ୍ତ୍ର ସମରକଳାରେ ନିପୁଣ କ୍ଷତ୍ରିୟ ପାଇକମାନେ ସେତେବେଳେ ନିଜ ସାହସ, ବୀରତ୍ୱ ପାଇଁ ବେଶ୍ ପ୍ରଶଂସା ପାଉଥିଲେ। ହେଲେ ଅନୁଗୋଳ ଜିଲା ପ୍ରଶାସନ…
ପୁକୋଭସ୍କି ଆହତ
ସିଡ୍ନୀ, ୧୨ା୧ (ପି.ଟି.)-ଭାରତ ବିପକ୍ଷ ତୃତୀୟ ଡ୍ର’ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆର ପଦାର୍ପଣକାରୀ ବ୍ୟାଟ୍ସମ୍ୟାନ ଓ୍ବିଲ୍ ପୁକୋଭସ୍କି ଆହତ ହୋଇଛନ୍ତି। ସ୍କାନ ପାଇଁ ତାଙ୍କୁ ସ୍ଥାନୀୟ ଏକ ହସ୍ପିଟାଲକୁ ନିଆଯାଇଥିଲା। ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡ ଚତୁର୍ଥ ଦିବସ ଖେଳ ବେଳେ ଭାରତ…
କେନିନ୍ଙ୍କୁ ହରାଇଲେ ସାକାରି
ଆବୁଧାବି, ୧୨ା୧ (ଏପି)-ଅଷ୍ଟ୍ରେଲିଆନ ଓପନ ଚାମ୍ପିୟନ ସୋଫିଆ କେନିନ୍ ସିଜନ ଆରମ୍ଭ ଆବୁଧାବି ଓପନ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲ ପର୍ଯ୍ୟାୟରୁ ବିଦାୟ ନେଇଛନ୍ତି। ଗ୍ରୀକ୍ ଖେଳାଳି ତଥା ୯ମ ସିଡ୍ ମାରିଆ ସାକାରି ୨-୬, ୬-୨, ୬-୦ ସେଟ୍ରେ କେନିନ୍ଙ୍କୁ ପରାସ୍ତ…
Archives


