ମେଦ ବହୁଳତାରୁ ମୁକ୍ତି ପାଇବାକୁ ଚାହୁଛନ୍ତି.. ଆପଣାନ୍ତୁ ଏହି ସହଜ ଉପାୟ
ଆଧୁନିକ ଜୀବନଶୈଳୀ, ଅନିୟମିତ ଖାଦ୍ୟପେୟ ଯୋଗୁ ଅନେକେ ମେଦବହୁଳତାର ଶିକାର ହେଉଛନ୍ତି। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି କେହି ଜିମ୍ ଯାଉଥିବା, କେହି କେହି ଡାଏଟ ଫଲୋ କରିଥାନ୍ତି। ମାତ୍ର ମହୁରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରିରହିଛ, ଯାହା…
ମସ୍ତିଷ୍କର ଆକାର, ବିକାଶ ଯୋଗୁ ଦେଖାଦିଏ ଏସବୁ …
ଅନ୍ୟକୁ ଭଲ ପାଇବା ଏବଂ ଇର୍ଷା କରିବା ଆଦି ସମ୍ବେଦନଶୀଳ ଗୁଣ ମଣିଷ ମଧ୍ୟରେ ରହିଥାଏ। ଏହା ଦ୍ୱାରା ମଣିଷ ଅନ୍ୟ ପ୍ରତି ସହାନୁଭୁତି, ଇର୍ଷା ଓ ଭଲ ପାଇବା ପ୍ରଦର୍ଶନ କରିଥାଏ। ପ୍ରେମର ପରିପ୍ରକାଶ ପାଇଁ ମଣିଷ ଚୁମ୍ବନ ଦେଇଥାଏ।…
ବାପୁ ନାଦକର୍ଣ୍ଣୀଙ୍କ ବିରଳ କ୍ରିକେଟ୍ ରେକର୍ଡ…
ଚେନ୍ନାଇ,୧୨।୧: ଟେଷ୍ଟ୍ କ୍ରିକେଟରେ ଜଣେ କଞ୍ଜୁସ୍ ବୋଲର ଭାବେ ଭାରତୀୟ କ୍ରିକେଟର ବାପୁ ନାଦକର୍ଣ୍ଣୀଙ୍କ ନାମରେ ରେକର୍ଡ ରହିଛି। ୫୭ ବର୍ଷ ତଳେ ନାଦକର୍ଣ୍ଣୀ ଏକ ବିରଳ ରେକର୍ଡର ଅଧିକାରୀ ହୋଇଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୧୩୧ ବଲ ବୋଲିଂ କରି…
କାକର ଉପରେ ଚାଲିଲେ ମିଳିବ ଏସବୁ ସୁଫଳ…
କେତେକଙ୍କର ପାଦ ଶୀତଦିନେ ଫାଟିଥାଏ। ପରିବେଶ ଶୁଷ୍କ ହେବାରୁ ଏହାର ପ୍ରଭାବ ଶରୀର ଉପରେ ପଡ଼ି ଏପରି ହୋଇଥାଏ। ପାଚନ କ୍ରିୟାରେ ଅନିୟମିତତା ମଧ୍ୟ ଏହାର ମୁଖ୍ୟ କାରଣ। ସବୁଜ ପନିପରିବା, ଶାଗ, କମଳା, ଅମୃତଭଣ୍ଡା, ଟମାଟୋ, କଦଳୀ ଆଦି ଖାଇଲେ…
ପ୍ରତି ମ୍ୟାଚ୍ରେ କେତେ ଟଙ୍କା ରୋଜଗାର କରନ୍ତି ଭାରତୀୟ ଖେଳାଳି
ନୂଆଦିଲ୍ଲୀ: ବୋର୍ଡ ଅଫ କଣ୍ଟ୍ରୋଲ ଫର୍ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କ୍ରିକେଟରମାନଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛି। ବୋର୍ଡ ସୟଦ ମୁସ୍ତାକ ଅଲି ଟ୍ରଫି (୨୦୨୧) ପାଇଁ ଖେଳାଳିଙ୍କ ମ୍ୟାଚ ଫି ବୃଦ୍ଧି କରିଛି। ଗତ ରବିବାରଠାରୁ ମୁସ୍ତାକ…
୨୮ ହଜାର ଲାଞ୍ଚ ନେଇ ଗିରଫ ହେଲେ ତହସିଲ କିରାଣି
ବଲାଙ୍ଗୀର ଅଫିସ,୧୧ା୧: ଜଣେ ବ୍ୟକ୍ତିଙ୍କ ଜମି ରେକର୍ଡ ଅଫ୍ ରାଇଟ୍ (ଆର୍ଓଆର୍) କରାଇ ଦେବାକୁ କହି ୨୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଜିଲା ମୁରିବାହାଲ ତହସିଲ ଅଫିସର ବରିଷ୍ଠ କିରାଣି ତଥା ରେକର୍ଡ କିପର ଅସିତ୍ କୁମାର…
ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଦୁଇଭାଇ
ବରଗଡ଼ ଅଫିସ୍,୧୧।୧: ଏକାଧିକ ସଡ଼କ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରିବା ସହ ସେମାନଙ୍କ ଜୀବନ ରକ୍ଷା କରିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଯୋଖିପାଲି ଗ୍ରାମର ଦୁଇଭାଇ ଦିବସ କୁମାର ସାହୁ ଓ ଆକାଶ କୁମାର ସାହୁଙ୍କୁ ସୋମବାର ବରଗଡ଼…
ଛତିଶଗଡ଼ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଭାର ସମ୍ଭାଳିଲେ ଓଡ଼ିଆ ପୁଅ
ଭୁବନେଶ୍ୱର୍,୧୧।୧(ବ୍ୟୁରୋ): ୧୯୯୨ ବ୍ୟାଚର ଆଇଏଏସ୍ ଅଧିକାରୀ ସୁବ୍ରତ ସାହୁ ଅତିରିକ୍ତ ଭାବେ ଛତିଶଗଡ଼ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟଗତ କାରଣରୁ ଛୁଟିରେ ଅଛନ୍ତି। ତେଣୁ ତାଙ୍କ ସ୍ଥାନରେ ସୁବ୍ରତଙ୍କୁ ନିଯୁକ୍ତି ନେଇ…
ସେଲ୍ଫି ନେଲାବେଳେ ନଦୀରେ ଯୁବତୀ ଖସିପଡ଼ିବା ଭିଡିଓ ଭାଇରାଲ
ବାଲିଶଙ୍କରା୧୧।୧: ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍ନଦୀର ଘୋଘର କନାକୁଣ୍ଡ ଘାଟରେ ଗତ ୩ ତାରିଖରେ ପିକ୍ନିକ୍ କରିବାକୁ ଯାଇଥିବା ଜଣେ ଯୁବତୀ ସେଲ୍ଫି ନେବାବେଳେ ନଦୀ ଭିତରେ ଖସିପଡ଼ିଥିଲେ। ସେହି ସମୟର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ…
ବିଜୁ ସେତୁ ଭୁଶୁଡିବା ଘଟଣା: ଯନ୍ତ୍ରୀ, ଠିକାଦାରଙ୍କ ନାମରେ ମାମଲା
ନବରଙ୍ଗପୁର/ଉମରକୋଟ,୧୧ା୧: ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡିବା ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଜନ(୨)ର ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାମଲ ଉମରକୋଟ ଥାନାରେ ସହକାରୀ…
ଗୋଟିଏ ରାତିରେ ୫ ଲକ୍ଷ ଜରିମାନା ଆଦାୟ
ପୁରୁଷୋତ୍ତମପୁର,୧୧ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଇଲାକାର ଋଷିକୁଲ୍ୟା ନଦୀରୁ ବେଆଇନ୍ ଭାବେ ବାଲି ଚାଲାଣ ହେଉଛି। ତହସିଲ ପ୍ରଶାସନ ପକ୍ଷରୁ ଏହାର ଧରପଗଡ଼ ହେଉଛି। ରବିବାର ଗୋଟିଏ ରାତିରେ ୫ ଲକ୍ଷ ଟଙ୍କାର ଜରିମାନା ଆଦାୟ ହେଇଛି। ଯାହାକି ପୁରୁଷୋତ୍ତମପୁର ତହସିଲରେ…
ଲୁଟି ନେଇଥିଲେ ୨.୩୫ ଲକ୍ଷ ଟଙ୍କା: ବେଶି ସମୟ ରଖି ପାରିଲେନି ପାଖରେ
ବରଗଡ଼ ଅଫିସ୍,୧୧।୧: ବରଗଡ଼ ସହରର ଏକ ହୋଟେଲ ପରିସରରୁ ରବିବାର ୨.୩୫ ଲକ୍ଷ ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାଫାଶ ହୋଇଛି । ସ୍ଥାନୀୟ ଟାଉନ ଥାନା ପୋଲିସ ଲୁଟ୍ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ…
Archives


