ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା ଜଙ୍ଗଲରେ ଦେଖିବା ପାଇଁ ମିଳଛି। ଏକ କୁଳପ୍ରଥାକୁ ନେଇ ତମ୍ବୁପଡି ଭୋଜି ଭାତର…
ବୋଟ୍ରୁ କାଢ଼ୁଥିଲେ ମାଛ ହଠାତ୍ ଟଳିପଡ଼ିଲେ…
ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା ଘଟିଛିା। ବୋଟ ମଧ୍ୟରୁ ମାଛ ବାହାର କରିବା ବେଳେ ସୋମବାର ଏହି ଅଘଟଣ…
ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା
ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମରେ ପହଞ୍ଚିଥିଲେ। ଉକ୍ତ ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀ ଓ ତ୍ରିନାଥ…
ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ ସମ୍ପର୍କ ବିଷୟରେ ବିତର୍କ ସୃଷ୍ଟି କରିଛି। ଉଡ଼ାଣ ଆରମ୍ଭ ହେବାର କିଛି ସମୟ…
ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…
ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ଦରପୋଡା ଶବ ଗାଁରେ ପଡି ରହିଛି ।…
ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ
ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ । ପ୍ରାୟ ଅଧଘଣ୍ଟା ରାସ୍ତା ଅବରୋଧ ଯୋଗୁ ଯାତାୟତରେ ବାଧା ସୃଷ୍ଟି ହୋଇଥିଲା। ଏପରି…
ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…
ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ ଏକ ନିଶା ଇଞ୍ଜେକ୍ସନ ଦେଇଥିଲେ। ପରବର୍ତ୍ତୀ ସମୟରେ, ସେ ତାଙ୍କର ଅଶ୍ଳୀଳ ଭିଡିଓ…
ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ
ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା ଯୋଗୁ ଅଶୋଧିତ ତୈଳ ମୂଲ୍ୟ ପ୍ରତି ବ୍ୟାରେଲ ପ୍ରତି $୧୧୨ରେ ପହଞ୍ଚିଛି, ଯେତେବେଳେ…
ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…
କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍ସିର ଉତ୍ଥାନ ପତ୍ତନ ପରିବର୍ତ୍ତନକୁ ପ୍ରତିଫଳିତ କରେ। ମମତା ବାନାର୍ଜୀଙ୍କ ରାଜନୈତିକ ଗଡ଼ ବୋଲି ବିବେଚନା କରାଯାଉଥିବା…
ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…
ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ ଆମଦାନୀ ହ୍ରାସ ପାଇଛି। ଫଳସ୍ବରୂପ, ତୈଳ ବିପଣନ କମ୍ପାନୀଗୁଡ଼ିକ ସେମାନଙ୍କର ଉପଲବ୍ଧ ଷ୍ଟକ…
ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି
ନୂଆଦିଲ୍ଲୀ,୨୩।୩: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି ମାରିଛନ୍ତି । ସେହିପରି ପୁରୁଷ ବର୍ଗରେ ଜଣେ ପାକିସ୍ତାନୀ ଖେଳାଳି ଏହି…

