Home Left

ଦୀପିକାଙ୍କ ଜନ୍ମଦିନର ସବୁ କେକ୍‌ ଖାଇଦେଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ନୂଆ ବର୍ଷ ଅବସରରେ ତାଙ୍କର ସମସ୍ତ ଇନଷ୍ଟାଗ୍ରାମ ପୋଷ୍ଟ ଡିଲିଟ କରି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ଯଦିଓ ଦୀପିକା ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି। ଆଜିକାଲି ଦୀପିକା ଇନଷ୍ଟାଗ୍ରାମରେ ଲାଟେଷ୍ଟ ଟ୍ରେଣ୍ଡସ ’ପୋଷ୍ଟ ପିକ୍ଚର୍‌ ଅଫ’…

ତୈଳ ସନ୍ଧାନରେ ଫୁଟୁଛି ଡିନାମାଇଟ୍‌, ଫାଟିଲା ଘର

ଗୋପ,୧୧।୧(ଡି.ଏନ୍‌.ଏ.): ପୁରୀ ଜିଲାର ଗୋପ, କୋଣାର୍କ ଅଞ୍ଚଳରେ ତୈଳ ସନ୍ଧାନ ଚାଲୁଥିବାବେଳ ମାଟି ତଳେ ଡିନାମାଇଟ ଫୁଟୁଛି। ଗାଁ ନିକଟରେ ଡିନାମାଇଟ ଫୁଟୁଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡୁଛନ୍ତି। ଏପରିକି ଡିନାମାଇଟ ଫୁଟିବାରୁ ଗୋପ ବ୍ଲକ ଅଧୀନ ଆମ୍ବିଳି ଗାଁରେ ଘର, ଛାତ…

ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟରୁ ଜାଡେଜା ଆଉଟ୍‌, ଆବଶ୍ୟକ ପଡିଲେ ପେନ୍‌କିଲର ନେଇ ବ୍ୟାଟିଂ କରିବେ

ସିଡ୍‌ନୀ,୧୧।୧(ପି.ଟି.): ଚଳିତ ତୃତୀୟ ଟେଷ୍ଟର ତୃତୀୟ ଦିନରେ ଆହତ ହୋଇଥିବା ଭାରତୀୟ ସିନିୟର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏବେ ଆଗାମୀ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜର ପ୍ରଥମ ଦୁଇଟି ମ୍ୟାଚରୁ ବାଦ୍‌ ପଡିଛନ୍ତି। ମିଚେଲ ଷ୍ଟାର୍କଙ୍କ ଏକ ଶର୍ଟ ବଲ୍‌ରେ…

୧୬୦ ସ୍ଥାନରେ ହେବ କୋଭିଡ୍‌ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ରାଜ୍ୟରେ ୧୬୦ଟି ସ୍ଥାନରେ କୋଭିଡ୍‌ ଟିକାକରଣ ହେବ। ଏଥିପାଇଁ ସେସନ୍‌ ସାଇଟ୍‌ ନିର୍ଦ୍ଧାରଣ କରାଯାଇଛି। ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଘରୋଇ ଡାକ୍ତରଖାନାକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ। ଏ…

ଆଜିଠୁ ଖୋଲିବ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଏହି ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି ୟୁଜି…

ବାଉଁଶ କାରିଗରଙ୍କୁ ସ୍ବାବଲମ୍ବୀ କରିବାକୁ ପ୍ରୟାସ

ବାଲେଶ୍ୱର ଅଫିସ, ୧୧।୧-କୌଳିକ ବୃତ୍ତିକୁ ପାଥେୟ କରି ପରିବାର ଭରଣପୋଷଣ କରୁଥିବା ବାଉଁଶ କାରିଗରଙ୍କ ପରିବାର ଦୟନୀୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କୁ ମିଳୁନି ପ୍ରସ୍ତୁତ ସାମଗ୍ରୀର ଉଚିତ୍‌ ମୂଲ୍ୟ। ବିକ୍ରି ଲାଗି ସ୍ବତନ୍ତ୍ର ବଜାର ନାହିଁ। ସରକାରୀ ସହାୟତା ମିଳିବା ଏମାନଙ୍କ…

ଅଷ୍ଟ୍ରେଲୀୟମାନେ ସୀମା ଅତିକ୍ରମ କରିଛନ୍ତି

ସିଡ୍‌ନୀ, ୧୧ା୧ (ପି.ଟି.)-ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଭାରତୀୟ ଖେଳାଳିଙ୍କ ପ୍ରତି ଅଷ୍ଟ୍ରେଲିଆ ଦର୍ଶକଙ୍କ ଜାତିଆଣ ଟିପ୍ପଣୀ ଏକ ନୂଆକଥା ନୁହେଁ। ତେବେ ଏଥର ସେମାନେ ସୀମା ଅତିକ୍ରମ କରିଯାଇଥିବା ଭାରତର ପୁରୁଖା ଅଫ୍‌ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କହିଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷ…

ବର୍ଣ୍ଣବୈଷମ୍ୟ ଆକ୍ଷେପକୁ ଆଇସିସିର ନିନ୍ଦା: କାର୍ଯ୍ୟାନୁଷ୍ଠାନ ନେଇ ସିଏଠାରୁ ରିପୋର୍ଟ ମାଗିଲା

ଦୁବାଇ,୧୧।୧(ପି.ଟି.): ଚଳିତ ତୃତୀୟ ଟେଷ୍ଟର ଚତୁର୍ଥ ଦିବସରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କୁ କେତେକ ଦର୍ଶକ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିଲେ। ଏ ନେଇ ପଡିଆରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା ଓ ଖେଳ କିଛି ସମୟ ବନ୍ଦ ରହିଥିଲା। ଫଳରେ…

ଫିଲ୍ମରେ ସଫଳ ମାତ୍ର ପ୍ରେମରେ ବିଫଳ ଏହି କଳାକାର

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀ-ଅଭିନେତା ଏକାଠି କାମ କରୁକରୁ କେତେବେଳେ ସେମାନଙ୍କ ମଧ୍ୟରେ ପ୍ରେମ ହୋଇଯାଇଥାଏ। ଏଥିରୁ କିଛ ପ୍ରେମ ସଫଳ ହୋଇଥିବାବେଳେ ଆଉ କିଛି ବିଫଳ ହୋଇଛି। ବଲିଉଡ୍‌ର କିଛି ଅଭିନେତା ଅଭିନୟରେ ବେଶ୍‌ ସଫଳ ହୋଇଥିବାବେଳେ ପ୍ରେମରେ ବିଫଳ ହୋଇଛନ୍ତି।…

ପେନ୍‌ଙ୍କୁ ଜରିମାନା

ଦୁବାଇ,୧୧।୧(ପି.ଟି.): ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସନ୍ତୋଷ ଜାହିର କରି ଅଷ୍ଟ୍ରେଲିଆ ଅଧିନାୟକ ଟିମ୍‌ ପେନ୍‌ ଜରିମାନାର ସମ୍ମୁଖୀନ ହୋଇଛନ୍ତି। ସିଡ୍‌ନୀରେ ଚାଲିଥିବା ଭାରତ ବିପକ୍ଷ ତୃତୀୟ ଟେଷ୍ଟର ତୃତୀୟ ଦିନରେ ଅମ୍ପାୟରଙ୍କ ଏକ ନିଷ୍ପତ୍ତିରେ ଅସହମତି ପ୍ରକାଶ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ…

ଗ୍ଲାମରସ୍‌ ଦୁନିଆରୁ ଦୂରେଇ ଗଲେ ଆଶିକି ଗର୍ଲ…

ମୁମ୍ବାଇ,୧୧।୧: ବଲିଉଡ୍‌ ଅଭିନେତ୍ରୀ ତଥା ଆଶିକି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଅନୁ ଅଗ୍ରଓ୍ବାଲ ସୋମବାର ନିଜର ୫୧ ବର୍ଷ ପୂରଣ କରିଛନ୍ତି। ସେ ୫୨ ବର୍ଷରେ ପାଦ ଦେଇଛନ୍ତି। ୧୯୬୯ ଜାନୁୟାରୀ ୧୧ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ।…

ଗଛକୁ ପୂଜା କଲେ ମାନସିକ ହେଉଛି ପୂରଣ …

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri