Home Left

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା। କିଛି ମାସ ବ୍ୟବଧାନ ପରେ ସେମାନଙ୍କର ଓଜନ ପୂର୍ବାପେକ୍ଷା କେତେକାଂଶରେ ନିୟନ୍ତ୍ରଣରେ ରହିଥିବା…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କରିବାକୁ ଅନୁମତି ମିଳିଛି। ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଇସଲାମିକ ରିଭୋଲ୍ୟୁସନାରୀ…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ପ୍ରକାଶ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ, ବିକ୍ରି ପାଇଁ ଗଚ୍ଛିତ ଖାଦ୍ୟ ସାମଗ୍ରୀର ପ୍ରସ୍ତୁତି ଓ ସମାପ୍ତି ତାରିଖ ଯାଞ୍ଚ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ ଗ୍ରାମରୁ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ୍ ସମ୍ବାଇ ପଞ୍ଚାୟତର ଘଞ୍ଚ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି । ପୋଲିସର ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ଯୁବତୀ ଜଣକ ଘରେ ଏକା…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଦେଶ ଭିତରେ LPG ଷ୍ଟକ ହ୍ରାସ ପାଇବାକୁ ଦୃଷ୍ଟିରେ ରଖି, ସରକାରୀ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲ ଏବଂ ମନୀଷ ସିସୋଦିଆଙ୍କୁ ଦିଆଯାଇଥିବା ଆଶ୍ୱସ୍ତି ସମ୍ପର୍କରେ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା ନାମକ ଜଣେ ବ୍ୟକ୍ତିଙ୍କ କୋଠାଘର ଛାତ ଉପରେ ନିର୍ମିତ ଅଧାକାନ୍ଥ ଭୁଷୁଡ଼ି ଜଣେ…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ଏକ ଦନ୍ତା ହାତୀ ଗାଁରେ ପଶି ଥିଲା। ପରେ ହାତୀଟି ଗାଁରେ ଉତ୍ପାତ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ ପୂଜା । ସବୁଠି ମାଙ୍କ ଆରାଧନା ଓ ପୂଜାର୍ଚ୍ଚନା ହେଉଛି। ମାଙ୍କ ମୂର୍ତ୍ତି ମଣ୍ଡପ ବିଦ୍ୟୁତ ରଙ୍ଗୀନ ଆଲୋକ ମାଳାରେ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ସୂଚନା ଅନୁଯାୟୀ, ପଡୋଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?