‘ହନିମୁନ୍ ପଲିଟିକ୍ସ’ ବୟାନକୁ ନେଇ କାହିଁକି ରାଗୁଛନ୍ତି ତେଜପ୍ରତାପ
ପାଟନା,୯ ।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନରାମ ମାଂଝି ଆର୍ଜେଡି ନେତା ତେଜସ୍ୱୀ ଯାଦବଙ୍କ ବିରୋଧରେ ଦେଇଥିବା ‘ହନିମୁନ’ ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ତେଜସ୍ୱୀଙ୍କ ବଡ ଭାଇ ତେଜପ୍ରତାପ ଯାଦବ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ବୃଦ୍ଧାବସ୍ଥାର ଯତ୍ନ…
ବଣାଇଁ-ଟେନ୍ସା-ବରସୁଁଆ ରାସ୍ତାରେ ହାତୀ: ଶୁଣ୍ଢ ବଢାଇ ମାଗୁଛି ଖାଦ୍ୟ
ବଣାଇଁ, ୯।୧ (ସ୍ବ.ପ୍ର.): ବଣାଇଁ ବନଖଣ୍ଡର ଟେନ୍ସା-ବରସୁଁଆ ରାଜ ରାସ୍ତାରେ ଏକ ହାତୀକୁ ଗତ କିଛିଦିନ ହବ ଦେଖିବାକୁ ମିଳୁଛି। ହାତୀଟି ଗାଡିଗୁଡିକୁ ଅଟକ ରଖି ଖାଦ୍ୟ ଅନ୍ବେଷଣରେ ଚାଳକମାନଙ୍କ ନିକଟକୁ ଯାଇ ଶୁଣ୍ଢ ବଢାଇ ଖାଦ୍ୟ ମାଗୁଥିବା ଦେଖିବାକୁ ମିଳୁଛି।…
୧୦୦ ଦିନ ଗୋଟିଏ ପୋଷାକ ପିନ୍ଧି ରେକର୍ଡ କଲେ ଏହି ଝିଅ: ମିଳିଲା ଏମିତି ପୁରସ୍କାର
ଗୋଟିଏ ପୋଷାକକୁ ଜଣେ ବ୍ୟକ୍ତି ଅତି ବେଶିରେ ୨ରୁ ୩ ଦିନ ପର୍ଯ୍ୟନ୍ତ ପିନ୍ଧିପାରିବ। କିନ୍ତୁ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ, ବୋଷ୍ଟନର ସାରା ରବିନ୍ସ ନାମ୍ନୀ ଝିଅ ୩ ମାସରୁ ଊର୍ଦ୍ଧ୍ୱ ଅର୍ଥାତ୍ ୧୦୦ ଦିନ ଗୋଟିଏ ପୋଷାକ…
ଦୁର୍ଗାଦେବୀ ସାହିରୁ ଚୋରି ଉଦ୍ୟମ, ଥାନାରେ ଏତଲା
ଗଞ୍ଜାମ,୯।୧(ଡି.ଏନ୍.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ. ୩ ଦୁର୍ଗାଦେୀ ସାହିର ବିଶ୍ୱନାଥ ପାଢ଼ୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ପଣ୍ଡ ହୋଇଥିଲା। ଏ ନେଇ ଶନିବାର ବିଶ୍ୱନାଥ ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପ୍ରକାଶ…
ଗଞ୍ଜାମ ଏନ୍ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଗଞ୍ଜାମ,୯।୧(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଞ୍ଚଳରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ ଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି l ଠିକା ନେଇଥିବା ସଂସ୍ଥାର ବେପରୁଆ ନୀତି ଯୋଗୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସହର ସାରା କୁଢ଼କୁଢ଼ ଅଳିଆ ଆବର୍ଜନା…
କରୋନା ଟିକା ପାଇଁ ମୋଦିଙ୍କୁ ପତ୍ର ଲେଖିଲେ ବ୍ରାଜିଲ ରାଷ୍ଟ୍ରପତି
ବ୍ରାସିଲିୟା,୯ ।୧: ଭାରତରେ ପ୍ରସ୍ତୁତ ସ୍ୱଦେଶୀ କରୋନା ଭ୍ୟାକ୍ସିନକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଯିବା ପରେ ଏବେ ଖୁବଶୀଘ୍ର କରୋନା ଟିକାକରଣ ଆରମ୍ଭ ହୋଇଯିବ ବୋଲି ଆଶା କରାଯାଉଛି । ଇତିମଧ୍ୟରେ ବ୍ରାଜିଲ ରାଷ୍ଟ୍ରପତି ଜାୟର ବୋଲସୋନାରୋ ପ୍ରଧାନମନ୍ତ୍ରୀ…
ବନ୍ୟଜନ୍ତୁ, ପକ୍ଷୀ ପ୍ରେମରେ ପରିବାରର ୪ ସଦସ୍ୟ
ପାରାଦୀପ, ୯।୧(ସ୍ବ.ପ୍ର.): ବନ୍ୟପ୍ରାଣୀ ଓ ପକ୍ଷୀ ବହୁ ସମୟରେ ଶିକାରୀମାନଙ୍କ ଶିକାର ହେଉଥିବା ବେଳେ ସେମାନଙ୍କ ସୁରକ୍ଷା ପ୍ରତି ଲୋକେ ଯତ୍ନବାନ ହେଉନାହାନ୍ତି। ଏପରିସ୍ଥଳେ ଜଗତ୍ସିଂହପୁର ଜିଲାର ପାରାଦୀପର ଗୋଟିଏ ପରିବାରର ୪ ଜଣ ସଦସ୍ୟ ବନ୍ୟଜନ୍ତୁ ସଂରକ୍ଷଣ ଓ ପକ୍ଷୀଗଣନାରେ…
ଭାଜପାକୁ ଦୋଷ ଦେଲେ ନୀତୀଶ!
ପାଟନା,୯ ।୧: ବିହାର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣିଥରେ ସହଯୋଗୀ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦୋଷ ଦେଇଛନ୍ତି । ସେ କହିଛନ୍ତି ତାଙ୍କ କାର୍ଯ୍ୟକାଳ ମଧ୍ୟରେ ବିହାରରେ ପୂର୍ବରୁ ଏମିତି ହୋଇ ନ ଥିଲା ବା…
କଲ୍ଗାର୍ଲ ଲୋଭ ଦେଖାଇ ଖାଲି କରିଦେଲେ ଆକାଉଣ୍ଟ
ଭୁବନେଶ୍ୱର,୯।୧(ବ୍ୟୁରେ) : ସୁନ୍ଦରୀ ତରୁଣୀଙ୍କ ମୋହ ଦେଖାଇ ଫସାଇବା ପରେ ଟଙ୍କା ଲୁଟୁଛନ୍ତି ସାଇବର ଠକ। ରାଜଧାନୀର ଜଣେ ଯୁବକଙ୍କୁ ଏଭଳି ମୋହରା ବନାଇ ତାଙ୍କ ଆକାଉଣ୍ଟକୁ ଖାଲି କରିଦେଇଛନ୍ତି ସାଇବର ଠକ। ମାତ୍ର ୨୦ ମିନିଟ୍ ଫୋନରେ କଥା ହେବା…
ଧର୍ମାନ୍ତରୀକରଣ ମାମଲା: ୮୬ ଅଭିଯୁକ୍ତଙ୍କ ମଧ୍ୟରେ ୭୯ ମୁସଲମାନ
ଲକ୍ଷ୍ନୌ,୯।୧: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଧର୍ମାନ୍ତରୀକରଣ ଅଧ୍ୟାଦେଶ ଅନ୍ତର୍ଗତ ୧୬ଟି ମାମଲାରେ ୮୬ ଅଭିଯୁକ୍ତଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ଅଭିଯୁକ୍ତଙ୍କ ମଧ୍ୟରେ ୭୯ ଜଣ ମୁସଲମାନ ରହିଛନ୍ତି। ଏହି ମାମଲାରେ ୫୪ ଜଣଙ୍କୁ…
ସିଡନୀ ଟେଷ୍ଟ: ଭାରତ ୨୪୪ରେ ଅଲ୍ଆଉଟ୍; ଅଷ୍ଟ୍ରେଲିଆକୁ ପ୍ରାରମ୍ଭିକ ଝଟକା
ସିଡନୀ,୯।୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ତୃତୀୟ ଦିନରେ ଶନିବାର ଖେଳ ଜାରି ରହିଛି। ଘରୋଇ ଟିମ୍ ପ୍ରଥମ ପାଳିରେ ୩୩୮ ରନ୍ କରିଥିବା ବେଳେ ଭାରତ ପ୍ରଥମ ପାଳିରେ ୨୪୪ ରନ୍ କରି ଅଲ୍ଆଉଟ୍ ହୋଇଛି। ଫଳରେ ଘରୋଇ…
ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ଦେଖିଲେ କୁଳପତି
ଚଣ୍ଡିଖୋଲ, ୯ା୧(ଡ଼ି.ଏନ.ଏ): ବଡ଼ଚଣା ବ୍ଲକ୍ ଅନ୍ତର୍ଗତ ସିହାଠାରେ ନିର୍ମାଣ ଚାଲିଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ପରିସରରେ ଶୁକ୍ରବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଓ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ କ୍ଷେତ୍ର ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ…
Archives


