Home Left

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ ଅବସ୍ଥାରେ ସୋମବାର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ,…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌ ପଡ଼ିଆରେ ଜିଲା ଦଳ ଚୟନ ହେବ। ଆଗ୍ରହୀ ପୁରୁଷ ଖେଳାଳି ନିଜର ପ୍ରମାଣପତ୍ର…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ ତାଙ୍କ ଅନ୍ତରଙ୍ଗ ମୁହୁର୍ତ୍ତର ଫଟୋ ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ପୋଲିସ ଜଣେ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି ଅଭାବରୁ ତାହା ଭାଙ୍ଗିରୁଜି ଗଲାଣି। ବର୍ଷା ଦିନେ ଛାତରୁ ପାଣି ପଡୁଥିବାରୁ ତାରପୋଲିନ…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ସେପ୍ଟେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ବିଚାର…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ ଅଞ୍ଚଳରେ ପ୍ରାୟ ୯୪ରୁ ଊଦ୍ଧର୍‌ବ ହାତୀ ଥିବା ଜଣାପଡ଼ିଛି। ସନ୍ଧ୍ୟା ହେଲେ ହାତୀପଲ…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ ଏମିତି ଅନେକ ଦିନ ରହିବ, ଯେତେବେଳେ ବ୍ୟାଙ୍କ ଧର୍ମଘଟ ରହିବ। ୟୁନାଇଟେଡ ଫୋରମ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ତ୍ରିକୋଣୀୟ T20 ସିରିଜର ତୃତୀୟ ମ୍ୟାଚ ଅଗଷ୍ଟ ୩୧ରେ ଜିମ୍ବାୱେ ଏବଂ…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ ଖେଳାଯାଇଥିବା ଏହି ମ୍ୟାଚରେ ଇଷ୍ଟ ଜୋନ ସେଣ୍ଟ୍ରାଲ ଜୋନକୁ ୪ ଉଇକେଟ୍‌ରେ ପରାସ୍ତ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ ଗ୍ରାମରେ ଏବେଠାରୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ ଏହି ଲିଗ୍‌ରେ ଏମିତି ଜଣେ ବ୍ୟାଟ୍ସମ୍ୟାନ୍‌ ଅଛନ୍ତି, ଯିଏ ଗୋଟିଏ ମ୍ୟାଚ୍‌ରେ ଦୁଇଟି…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର ଏନ୍‌ଏସିର ଜଣ ଅଧିକାରୀଙ୍କ ସିଧାସଳଖ ସମ୍ପୃକ୍ତି ପ୍ରତିବାଦରେ ଧାମନଗର ଏନ୍‌ଏସି କାର୍ଯ୍ୟାଳୟ ଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?