ମହାଯୋଦ୍ଧା
କର୍ତ୍ତବ୍ୟ ପାଇଁ ସେ ସବୁବେଳେ ବାଜି ଲଗାଇ ଦେଇଥାଏ ନିଜ ଜୀବନକୁ। ପରିବାରରେ ଯେମିତି ଭିନ୍ନ ଭିନ୍ନ ରୂପରେ ସେ ତା’ର ଦାୟିତ୍ୱ ସମ୍ପାଦନ କରିଥାଏ ଠିକ୍ ସେମିତି କାର୍ଯ୍ୟକ୍ଷେତ୍ରରେ ବି ପ୍ରଦର୍ଶନ କରିଥାଏ ଅଦମ୍ୟ ସାହସିକତା। କେତେବେଳେ କୋମଳ ସେ…
ଖୁସି ଖବର: ରାହୁଲ ଦ୍ରାଭିଡଙ୍କୁ ମିଳିପାରେ ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୧୧।୫: ଭାରତୀୟ କ୍ରିକେଟ ଦଳ ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି। ଭାରତର ପୂର୍ବତନ ଭେଟେରାନ ଖେଳାଳି ରାହୁଲ ଦ୍ରାବିଡ ଶ୍ରୀଲଙ୍କା ଗସ୍ତରେ ଦଳର କୋଚ ହେବାର ସମ୍ଭାବନା ରହିଛି। ଜୁଲାଇରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ…
ଖରାଦିନେ ତ୍ୱଚାର ଯତ୍ନ
ଖରାଦିନେ ମୁହଁର ତ୍ୱଚାକୁ ଧୂଳି ଏବଂ ଝାଳ ହେବାରୁ ଦୂରେଇ ରଖନ୍ତୁ। ଝାଳ ସହିତ ଅତ୍ୟଧିକ ଧୂଳି ରହିଲେ ଖୁବଶୀଘ୍ର ମୁହଁରେ ବ୍ରଣ ହୋଇଥାଏ। ତେଣୁ ଦିନକୁ ଅତି କମରେ ତିନି ଚାରି ଥର ମୁହଁ ଧୁଅନ୍ତୁ। କିନ୍ତୁ ସବୁଥର ଫେସ୍…
ଦ୍ୱିତୀୟ ଡୋଜ୍ ନେବେ କେବେ, ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ଟିକାର ପ୍ରଥମ ଡୋଜ୍ ନେଇଥିବା ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍ କେବେ ନେବେ ସେନେଇ ବିଭିନ୍ନ ପ୍ରଶ୍ନ ଉଙ୍କି ମାରୁଛି। ତେବେ ଜାତୀୟ ଟାସ୍କ୍…
ସତ ଲୁଚାଉଛି ସିଏମ୍ସି
କଟକ ଅଫିସ, ୧୧।୫: ଜିଲାରେ କରୋନାର ୨ୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ସତୀଚୌରା ଶ୍ମଶାନରେ କରୋନା ମୃତକଙ୍କ ଦାହ ସଂସ୍କାର…
ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା
ଭୁବନେଶ୍ୱର,୧୧।୫(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଉଛି। ସେଥିପାଇଁ ଲୋକେ ଟିକା ନେବାକୁ ଆତୁର। ଫଳରେ ଟିକାକରଣ କେନ୍ଦ୍ରରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳୁଛି। ଭୁବନେଶ୍ୱର, କଟକଠାରୁ ଆରମ୍ଭ କରି ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକମାନେ ସକାଳୁ ପ୍ରବଳ ଭିଡ଼…
ଭାସ୍କର୍ଯ୍ୟ ଶିଳ୍ପୀ ଜଗତର ପିତାମହ ଥିଲେ ରଘୁନାଥ
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ସୋମବାର ଏକାଡେମୀ କାର୍ଯ୍ୟାଳୟରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ରଘୁନାଥଙ୍କ ଆତ୍ମାର ସଦ୍ଗତି ନିମନ୍ତେ ୨ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା। ରଘୁନାଥ…
ଅନାଥ, ଅବହେଳିତ ଶିଶୁଙ୍କ ଯତ୍ନ ନିଅ
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଅନାଥ, ଅବହେଳିତ ଏବଂ ଯେଉଁ ପିଲାମାନଙ୍କ ମାତାପିତା କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଚିକିତ୍ସିତ ହେଉଛନ୍ତି, ସେହି ପିଲାମାନଙ୍କ ଉପଯୁକ୍ତ ଯତ୍ନ ନେବା ଲାଗି ରାଜ୍ୟ ସରକାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ସୋମବାର ସମନ୍ବିତ ଶିଶୁ ବିକାଶ…
କରୋନା ପାଇଁ ଅଟକିଛି ତଦନ୍ତ
ଭୁବନେଶ୍ୱର,୧୧।୫(ବ୍ୟୁରୋ:) ଝିଅ ଯୋଗାଇବାକୁ ଜଣେ ସିପାହିଙ୍କ ଉପରେ ଚାପ ପକାଇବା ସହ ତାଙ୍କୁ ମାନସିକ ନିର୍ଯାତନା ଦେଉଥିବା ନେଇ ଆର୍ମ୍ଡ ଡିସିପି ବିଜୟ କୁମାର ସାହୁଙ୍କ ନାମରେ ଏପ୍ରିଲ ୫ରେ ଅଭିଯୋଗ ଆସିଥିଲା। ଓଏସ୍ଏପି ସିପାହି ନୀହାର ରଞ୍ଜନ ନାୟକଙ୍କ ସ୍ତ୍ରୀ…
ପୋଲିସରେ ବଡ଼ ଧରଣର ବଦଳି: ୨୬ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ
ବରଗଡ ଅଫିସ,୧୧।୫- ବରଗଡ ଜିଲା ପୋଲିସରେ ବଡ଼ ଧରଣର ବଦଳି ହୋଇଛି। ଜିଲାରେ କାର୍ଯ୍ୟରତ ୨୬ଜଣ ପୋଲିସ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ ୭ଜଣ ଇନ୍ସପେକ୍ଟର, ୧୧ଜଣ ସବ ଇନ୍ସପେକ୍ଟର ଏବଂ ୮ଜଣ ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର ଅଛନ୍ତି।…
ବଦଳିଲା ୧ନଂ. ପରିବା ହାଟ ନିୟମ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍ଡାଉନ୍ ସମୟରେ ପରିବା ହାଟ ସକାଳ ୬ଟାରୁ ୧୨ଟା ଯାଏ ଖୋଲା ରହିବାକୁ ନିୟମ ହୋଇଥିଲା। ତେବେ ହାଟରେ ଲୋକଙ୍କ ଅତ୍ୟଧିକ ଗହଳି ଦେଖିବାକୁ ମିଳୁଥିବାରୁ ଏହି ନିୟମରେ କିଛିଟା ପରିବର୍ତ୍ତନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ହାଟ ପାଖକୁ…
ଆଉ ୩ ସ୍ଥାନରେ ଡ୍ରାଇଭ୍ ଇନ୍ ଭାକ୍ସିନ
ଭୁବନେଶ୍ୱର, ୧୧।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତ ହାର ଦିନକୁ ଦିନ ବଢି ଚାଲିଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ଗତ ୮ତାରିଖରୁ ଦ୍ୱିତୀୟ ଡୋଜ୍ ଟିକାକରଣ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା…

