Home Left

ଏମିତି ଘଡ଼ି: ଏଥିରେ ନାହିଁ ୧୨ ସଂଖ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ଘଡ଼ିରେ ୧୨ ସଂଖ୍ୟା ନାହିଁ କି ଲୋକେ ଘଡ଼ିରେ କେବେ ୧୨ଟା ବାଜୁ ବୋଲି ଚାହାନ୍ତି ନାହିଁ। ଏହି ଦେଶରେ ୧୨ ସଂଖ୍ୟାକୁ ଅଶୁଭ ବୋଲି କୁହାଯାଏ। ସେଥିପାଇଁ ଲୋକେ ପ୍ରତି କଥାରେ…

ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲୋନ ମସ୍କ, ପଛରେ ପଡ଼ିଲେ ଜେଫ୍‌ ବେଜୋସ

ନୂଆଦିଲ୍ଲୀ,୭।୧- ଟେସ୍‌ଲା ମୁଖ୍ୟ ତଥା ବିଲିୟନେୟାର ଉଦ୍ୟୋଗୀ ଏଲୋନ ମସ୍କ ଗୁରୁବାର ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ହୋଇଛନ୍ତି। ସେ ଆମାଜନ ଡଟ୍‌ କମ୍‌ ଆଇଏନ୍‌ସିର ଜେଫ ବେଜୋସଙ୍କୁ ପଛରେ ପକାଇ ଦେଇଛନ୍ତି। ଟେସ୍‌ଲା ଶେୟାରରେ ଘଟିଥିବା ବୃଦ୍ଧିକୁ ମିଶାଇ ମସ୍କଙ୍କ…

କମିଟି ପ୍ରସ୍ତାବକୁ ମାନିବେ ଘରୋଇ ସ୍କୁଲ

କଟକ ଅଫିସ୍‌,୮।୧:ଘରୋଇ ସ୍କୁଲ୍‌ରେ ଫି’ ହ୍ରାସକୁ ନେଇ ଆଗତ ମାମଲାରେ ଗୁରୁବାର ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଫି’ ହ୍ରାସ ସମ୍ପର୍କରେ ହାଇକୋର୍ଟଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ଯେଉଁ ସୁପାରିସ କରିଥିଲେ, ସେହି ଆଧାରରେ ଘରୋଇ ସ୍କୁଲ୍‌ ଗୁଡ଼ିକ…

୩ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌

ଢେଙ୍କାନାଳ ଅଫିସ, ୮।୧ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଢେଙ୍କାନାଳ ଜିଲାର ୩ ଗ୍ରାମକୁ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌ ମିଳିଛି। ଗଁଦିଆ ବ୍ଲକ କାବେରା ମାଧପୁର ପଞ୍ଚାୟତର ଚମଦଳ, ସଦର ବ୍ଲକ ତରଭା ପଞ୍ଚାୟତର ଖଳିବନ୍ଧ ଏବଂ ଭାଲିଆବୋଲକାଟେଣୀ…

ବୃତ୍ତିକୁ ନେଇ ବିବାଦ

ବନ୍ତଳା,୮ା୧(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ସାତକୋଶିଆ ମହାନଦୀ ଗଣ୍ଡରେ ମାଛ ମାରି ଜୀବିକା ନିର୍ବାହ କରୁଥିବା ୨୦୪ ମତ୍ସ୍ୟଜୀବୀ ପରିବାରର କୌଳିକ ବୃତ୍ତିକୁ ନେଇ ବିବାଦ ଦେଖାଦେଇଛି। ଘଡ଼ିଆଳ ବଂଶବୃଦ୍ଧି ପାଇଁ ଗଣ୍ଡର ୧୦ କିଲୋମିଟର ମଧ୍ୟରେ ମାଛ ମାରିବା ଉପରେ…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ: ଆଲର୍ଟ ରହିବାକୁ ସୁରକ୍ଷା ସଂସ୍ଥାକୁ ଗୃହ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହତ୍ୟା ଧମକ ମିଳିଛି। ଦୁଇଦିନ ପୂର୍ବରୁ ନବୀନ ନିବାସକୁ ଏ ନେଇ ଏକ ହାତଲେଖା ବେନାମୀ ଧମକପୂର୍ଣ୍ଣ ଚିଠି ଆସିଛି। ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ମିଳିବା ପରେ ରାଜ୍ୟ ସୁରକ୍ଷା ସଂସ୍ଥାଗୁଡ଼ିକ ସତର୍କ ହୋଇଉଠିଛନ୍ତି।…

ଆଜିଠାରୁ ସ୍କୁଲ

ଭୁବନେଶ୍ୱର,୮ା୧(ବ୍ୟୁରୋ):ଦୀର୍ଘମାସର ପ୍ରତୀକ୍ଷା ପରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବାକୁ ଯାଉଛି। ପ୍ରାୟ ୯ମାସ ଧରି ବନ୍ଦ ରହିବା ପରେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଯିବେ। ଏଥିଲାଗି ନିର୍ଦ୍ଧାରିତ ସମୟ ପୂର୍ବରୁ କ୍ୟାମ୍ପସ ପରିସରରେ ଥିବା ଆସବାବପତ୍ର,…

ପୂର୍ବାଞ୍ଚଳ ପ୍ରତିଭା ଚୟନ ଜୋନାଲ କମିଟିରେ ପ୍ରବୋଧ

ଭୁବନେଶ୍ୱର, ୮।୧ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଏନ୍‌ଆଇଏସ୍‌ ଆଥଲେଟିକ୍‌ କୋଚ୍‌ ତଥା ଅନ୍ତର୍ଜାତୀୟ ଟେକ୍ନିକାଲ ଅଫିସିଆଲ ପ୍ରବୋଧ କୁମାର ମହାନ୍ତିଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟର ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଅନ୍ତର୍ଗତ ପୂର୍ବାଞ୍ଚଳର ପ୍ରତିଭା ଚୟନ ଜୋନାଲ…

ମୌରିସିଓଙ୍କ ଡବଲ ଗୋଲ: ଓଡ଼ିଶା ଏଫ୍‌ସିର ପ୍ରଥମ ବିଜୟ

ବାମ୍ବୋଲିମ୍‌, ୮।୧-ଡିଏଗୋ ମୌରିସିଓଙ୍କ ଡବଲ ଗୋଲ ବଳରେ ଓଡ଼ିଶା ଏଫ୍‌ସି ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ଗୁରୁବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଷ୍ଟୁଆର୍ଟ ବକ୍ସଟରଙ୍କ ପ୍ରଶିକ୍ଷଣପ୍ରାପ୍ତ ଦଳ ୪-୨ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି। ଏଠାରେ ୯ମ ମ୍ୟାଚ…

ରଶ୍‌ ଫିଲ୍ମର କିସିଂ ସିନ୍‌ ସାଗରିକାଙ୍କୁ ରାତାରାତି କରିଥିଲା ଷ୍ଟାର…

ମୁମ୍ବାଇ,୮।୧: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା ଘାଟଗେଙ୍କୁ ଶୁକ୍ରବାର ୩୪ ବର୍ଷ ପୂରଣ ହୋଇଛି। ସେ ୩୫ ବର୍ଷରେ ପାଦ ଥାପିଛନ୍ତି। ୧୯୮୬ ଜାନୁୟାରୀ ୮ରେ କୋହ୍ଲାପୁରଠାରେ ସେ ଜନ୍ମଗ୍ରହଣ କରିଥିଲେ। ଜାତୀୟସ୍ତରୀୟ…

ଏହିସବୁ ଖାଦ୍ୟ ସଜ ଅପେକ୍ଷା ଅଧିକ ସ୍ବାଦିଷ୍ଠ ହୋଇଥାଏ ବାସିରେ

ପ୍ରାୟ ସମସ୍ତଙ୍କୁ ଗରମ ଖାଦ୍ୟ ପସନ୍ଦ। ଏହା ସ୍ବାଦିଷ୍ଠ ହେବା ସହ ସ୍ବାସ୍ଥପକ୍ଷେ ହିତକର ମଧ୍ୟ। ଅପରପକ୍ଷେ ଶୀତଦିନେ ଥଣ୍ଡା ଖାଦ୍ୟ କଥା ଭାବିଲେ ମନ ପାଣିଚିଆ ହୋଇଯାଏ। ହେଲେ କ’ଣ ଆପଣ ଜାଣନ୍ତି, ଏପରି କିଛି ଖାଦ୍ୟ ରହିଛି ଯାହାକୁ…

ପିତାଙ୍କ ଜୀବନ ବଞ୍ଚାଇଥିବା ଯୁବତୀଙ୍କ ପ୍ରେମରେ ପଡିଲେ ଏହି କ୍ରିକେଟର୍‌

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଭାରତ ପାଇଁ ଆଜି ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ପୂର୍ବରୁ ଏକଦିବସୀୟ ଏବଂ ଟି୨୦ରେ ଭଲ ପ୍ରଦର୍ଶନ କରିଥିବା ସଇନିଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri