Home Left

ଚାଷୀଙ୍କଠୁ ଲୁଟି ନେଲେ ୧.୨୫ ଲକ୍ଷ ଟଙ୍କା

ଅତାବିରା,୭।୧: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅଧୀନ ଗୋଡଭଗାରେ ଜଣେ ଚାଷୀଙ୍କଠାରୁ ଗୁରୁବାର ଦିନ ଦ୍ୱିପ୍ରହରରେ ୧ଲକ୍ଷ ୨୫ ହଜାର ଟଙ୍କା ଲୁଟ୍‌ ହୋଇଛି। ଖବର ପାଇ ଗୋଡଭଗା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଥିଲେ ମଧ୍ୟ…

ସୋନାଲି ଶେୟାର କଲେ ଥ୍ରୋବ୍ୟାକ୍‌ ଫଟୋ: ଏମିତି ପ୍ରତିକ୍ରିୟା ରଖିଲେ ଆୟୁଷ୍ମାନଙ୍କ ସ୍ତ୍ରୀ

ବଲିଉଡ୍‌ ଫିଲ୍ମ ହମ୍‌ ସାଥ୍‌ ସାଥ୍‌ ହୈ, ଦିଲଜଲେ, ସରଫରୋଶ, ଡୁପ୍ଲିକେଟ ଆଦିରେ କାମ କରିସାରିଛନ୍ତି ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ପ୍ରଶଂସକଙ୍କ ସହ ସବୁବେଳେ ନିଜର ପୁରୁଣା ସ୍ମୃତି ବାଣ୍ଟିଥାନ୍ତି। ନିକଟରେ ସେ ନିଜର ଏକ ପୁରୁଣା ଫଟୋ ସୋସିଆଲ ମିଡିଆରେ…

୪.୬୨ ଲକ୍ଷ ଟଙ୍କା ଠକେଇ, ଫାଇନାନ୍ସ କମ୍ପାନୀର କର୍ମଚାରୀ କହୁଥିବା ଯୁବକ ଗିରଫ

କୋକସରା,୭।୧: କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ରାବଣଗୁଡା ଗ୍ରାମର କିଛି ଲୋକଠାରୁ ୪ ଲକ୍ଷ ୬୨ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲଣ କରିଛି। ଗିରଫ ଅଭିଯୁକ୍ତ ହେଲେ…

ଏହି ୨ ଅକ୍ଷର ନାମଧାରୀ ମହିଳା ସର୍ବଦା ରହିଥାନ୍ତି ଚିନ୍ତାରେ

ରାଶି ଏବଂ ନାମର ପ୍ରଥମ ଅକ୍ଷରରୁ ଝିଅ ତଥା ମହିଳାଙ୍କ ସ୍ବଭାବ ବିଷୟରେ ଜଣାପଡ଼ିଥାଏ। ତେବେ ଏହି ୨ ଅକ୍ଷର ନାମଧାରୀ ମହିଳାମାନେ ସବୁବେଳେ ଚିନ୍ତାରେ ରହିଥାନ୍ତି। ଏହି ୨ ଅକ୍ଷର ହେଲା ‘ପି ’ ଏବଂ ‘କେ’। ‘ପି’ ନାମଧାରୀ…

ଭାରତୀୟ ଦଳର ଚିନ୍ତା ବଢ଼ାଉଛି ପନ୍ତଙ୍କ ଉଇକେଟକିପିଂ

ସିଡ୍‌ନୀ,୭।୧- ସ୍ଥାନୀୟ ସିଡ୍‌ନୀ ଗ୍ରାଉଣ୍ଡରେ ଚାଲିଥିବା ଭାରତ ବିପକ୍ଷ ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଋଷଭ ପନ୍ତଙ୍କ ଉଇକେଟକିପିଂ ଭାରତୀୟ ଦଳର ଚିନ୍ତାର କାରଣ ପାଲଟିଛି। ଅଷ୍ଟ୍ରେଲିଆ ଦଳ ପାଇଁ ପଦାର୍ପଣକାରୀ ଓପନର ଓ୍ବିଲ ପୁକୋଭସ୍କିଙ୍କ ଦୁଇଟି କ୍ୟାଚ୍‌ ହାତ ଛାଡ଼…

ଅଭିନେତ୍ରୀ ଚିତ୍ରାଙ୍କ ମୃତ୍ୟୁର ତଦନ୍ତ କରିବ ସିସିବି

ମୁମ୍ବାଇ,୭।୧: ଲୋକପ୍ରିୟ ତାମିଲ ଅଭିନେତ୍ରୀ ଭିଜେ ଚିତ୍ରାଙ୍କ ମୃତ୍ୟୁର ତଦନ୍ତ ଭାର ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ(ସିସିବି)କୁ ଗୁରୁବାର ହସ୍ତାନ୍ତର କରାଯାଇଛି। ୨୦୨୦ ଡିସେମ୍ବର ୯ରେ ପୋଲିସ ଏକ ହୋଟେଲ ରୁମରୁ ଅଭିନେତ୍ରୀ ଚିତ୍ରାଙ୍କ ମୃତଦେହ ଜବତ କରିଥିଲା। ଅନ୍ୟ ଏକ ମାମଲାରେ…

ଦୀର୍ଘ ଦିନର କଟକଣା ପରେ କାଲିଠୁ ଖୋଲିବ ଧବଳେଶ୍ୱରଙ୍କ ପୀଠ

କଟକ ଅଫିସ, ୭।୧: ଆଠଗଡର ପ୍ରସିଦ୍ଧ ଧବଳେଶ୍ୱର ମନ୍ଦିର ଶୁକ୍ରବାରଠାରୁ ଖୋଲିବ। କରୋନା କଟକଣା ମଧ୍ୟରେ ସକାଳୁ ବାବା ଧବଳେଶ୍ୱରଙ୍କ ପୀଠ ଖୋଲାଯିବ। ଏ ନେଇ ଗୁରୁବାର ଆଠଗଡ଼ ଉପଜିଲାପାଳଙ୍କ ସଭା ଗୃହରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଥମେ ପୂଜକ…

ଧରିତ୍ରୀ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, ସାଇଙ୍କ ଚିକିତ୍ସା ପାଇଁ ବଢୁଛି ସହଯୋଗର ହାତ

ବରଗଡ଼ ଅଫିସ,୭।୧: ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ-୧ ନିଗମାନନ୍ଦ ବିହାରସ୍ଥିତ ଏକ ଭଡ଼ାଘରେ ରହୁଥିବା ପୂଜା ୟାଦବ ଓ କଲ୍ଲୁ ୟାଦବଙ୍କ ଏକ ଶିଶୁପୁତ୍ର ସାଇ ଗୁରୁତର ଅସୁସ୍ଥ ଅଛନ୍ତି। ତାଙ୍କ ବୟସ ୧୪ ମାସ ହୋଇଥିବା ବେଳେ…

ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ ଜୀବନରେ ସଫଳତା ପାଇଥାଏ। ଏହି କ୍ରମରେ ଚାଣକ୍ୟ ଶତ୍ରୁଙ୍କୁ ମିତ୍ର କରିବାର ଦୁଇଟି…

ଅପେକ୍ଷାରେ କରିନା

ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ କରିନା କପୁର ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରିଥାନ୍ତି। ନିକଟରେ ତାଙ୍କର ଏକ ଫଟୋ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହି…

ଏକଦା ଗୋଟିଏ ବଖରା ଘରେ ସ୍ତ୍ରୀ,ପିଲାଙ୍କ ସହ ରହୁଥିଲେ ଏହି ଅଭିନେତା; ଏବେ ଆମିରଙ୍କ ଘର ନିକଟରେ କିଣିଲେ ବଙ୍ଗଳା

ବମ୍ବେ: ବଲିଉଡ୍‌ର ଏପରି କିଛି କଳାକାର ଅଛନ୍ତି , ଯେଉଁମାନେ ନିଜର ଅଭିନୟ ଚାତୁରୀରେ ଦର୍ଶକଙ୍କୁ ବାନ୍ଧି ରଖନ୍ତି। ସେମାନଙ୍କ ମଧ୍ୟରୁ ଅଭିନେତା ପଙ୍କଜ ତ୍ରିପାଠୀ ଜଣେ। ଖଳନାୟକଠାରୁ ଆରମ୍ଭ କରି ହାସ୍ୟ ଅଭିନେତା ତଥା ଅନ୍ୟ ଭୂମିକାରେ ସେ ମନ…

ପ୍ରଥମ ଥର ଝିଅଙ୍କ ସହ ବିଜ୍ଞାପନରେ ନଜର ଆସିଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଝିଅ ଜିଭା ଏବେ ମାତ୍ର ୫ ବର୍ଷର। ମାତ୍ର ୫ ବର୍ଷ ବୟସରୁ ସେ ଆୟ କରିବା ଆରମ୍ଭ କରିଦେଇଛନ୍ତି। ନିକଟରେ ଜିଭା ବାପା ଧୋନୀଙ୍କ ସହ ଏକ ବିସ୍କୁଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri