୫୪୦୦ କୋଟି ପୁଞ୍ଜିନିବେଶକୁ ଅନୁମୋଦନ
ଭୁବନେଶ୍ୱର, ୬ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୫ ତମ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (ଏଚ୍ଏଲ୍ସିଏ)ବୈଠକରେ ମେଟାଲ, ସିମେଣ୍ଟ ଓ ପେଟ୍ରୋକେମିକାଲ ଭଳି ୫୩୫୮.୨୪ କୋଟି ଟଙ୍କାର ୩ଟି ବୃହତ୍ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏଥିରେ ୩୬୬୭ ନିଯୁକ୍ତି ସୁଯୋଗ…
ସୁନାର ବର୍ଗର
ବର୍ଗର ଆଜିକାଲି ପିଲାଙ୍କର ଖୁବ୍ ପସନ୍ଦ । ବିଶ୍ୱରେ ଏମିତିବି କେତେ ଲୋକ ଅଛନ୍ତି ଯେଉଁମାନଙ୍କର ବର୍ଗର ସବୁଠାରୁ ଅଧିକ ପସନ୍ଦ । ତେବେ ଭାରତରେ ଏହି ବର୍ଗର ୧୦ରୁ ୫୦୦ ଟଙ୍କା ମଧ୍ୟରେ ମିଳି ଯାଇଥାଏ । ହେଲେ ୪,୩୩୦…
ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ ସର୍ତ୍ତାବଳୀ ହଟାଅ: ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୧୧ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ କିପରି ଶିକ୍ଷାନୁଷ୍ଠାନ ଖୋଲିବ ସେଥିପାଇଁ ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଚାରବିମର୍ଶ କରୁଛନ୍ତି।…
ଭିତରକନିକାରେ ବିଦେଶୀ ପକ୍ଷୀଙ୍କ ସଂଖ୍ୟା ବଢ଼ିଲା
ରାଜନଗର,୭।୧(ଡି.ଏନ.ଏ.):ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୬ ତାରିଖ ଦିନ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୧୮ ହଜାର ୩୨୬ ପକ୍ଷୀ ଆସିଥିବା…
କାନଝରୀ ଡ୍ୟାମ୍: କେମିତି ଯିବେ
କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅନ୍ତର୍ଗତ କାନଝରୀ ନଦୀରେ ବନ୍ଧାଯାଇଛି କାନଝରୀ ଡ୍ୟାମ୍। ଜଙ୍ଗଲ ପରିବେଷ୍ଟିତ ଏହି ଜଳଭଣ୍ଡାରର ସୌନ୍ଦର୍ଯ୍ୟ ବେଶ ମନରୋମ। ସଦର, ଘଟଗାଁ ଓ ପାଟଣା ବ୍ଲକ ଅଞ୍ଚଳକୁ ଜଳସେଚିତ କରିବା ପାଇଁ ଏହି ପ୍ରକଳ୍ପ ୧୯୭୫ରେ ନିର୍ମାଣ…
ଆମେରିକା ହିଂସା: ଇସ୍ତଫା ଦେଲେ ହ୍ୱାଇଟ ହାଉସର ଦୁଇ ମୁଖ୍ୟ ଅଧିକାରୀ
ୱାଶିଂଟନ,୭ ।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଉଡେନଙ୍କୁ ଅଫିସିୟାଲି ବିଜୟୀ ପ୍ରାର୍ଥୀ ଘୋଷଣା କରାଯିବା ପରେ ଆମେରିକାରେ ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକମାନେ ହିଂସା ସୃଷ୍ଟି କରିଛନ୍ତି । ଏହାକୁ ଦେଖି ବୁଧବାର ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କ…
ହାଇକୋର୍ଟଙ୍କ ନିର୍ଦ୍ଦେଶ: ‘କୋଭିଡ୍ରେ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ବାହାର କରନାହିଁ’
କଟକ ଅଫିସ,୭।୧:ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞାପନ ଅନୁଯାୟୀ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚାକିରିରୁ ବାହାର କରାଯାଇ ପାରିବ ନାହିଁ ବୋଲି ବୁଧବାର ହାଇକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିଚାରପତି ଜଷ୍ଟିସ ବିଶ୍ୱନାଥ…
ଭାଙ୍ଗିଲା ଗତବର୍ଷର ରେକର୍ଡ
ସୋନପୁର,୭।୧(ନି.ପ୍ର.):ନଦୀ, ନାଳ ଓ ବନ୍ଧ ପରିବେଷ୍ଟିତ ସୁବର୍ଣ୍ଣପୁର ଜିଲାରେ ଶୀତକାଳୀନ ପକ୍ଷୀ ଗଣନା ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଜିଲାକୁ ଆସିଥିବା ଜଣାପଡିଛି। ଏଥର ୯୧ ପ୍ରଜାତିର ମୋଟ ୩୫ ହଜାର ୪୬୦ରୁ ଅଧିକ ପକ୍ଷୀ…
ଏହି ମହିଳା ରଚିଲେ ଇତିହାସ, ପୁରୁଷ ଟେଷ୍ଟ ମ୍ୟାଚ୍ରେ ପ୍ରଥମ ମହିଳା ଭାବେ କଲେ ଅମ୍ପାୟାରିଂ
ସିଡନୀ,୭।୧: ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ଲେର୍ ପୋଲୋସାକ ଅମ୍ପାୟାର୍ ହୋଇଛନ୍ତି। ଏହା ସହ ସେ ପୁରୁଷ କ୍ରିକେଟ ମ୍ୟାଚରେ ଅଫିସିଆଲ ପ୍ରଥମ ମହିଳା ଅମ୍ପାୟାର ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।…
ରବିବାର ଶିକ୍ଷାନୁଷ୍ଠାନ ନ ଖୋଲିବାକୁ ଦାବି
ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ସବୁଦିନ ପାଠ ପଢ଼ାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ରବିବାର ପାଠ ପଢ଼ାକୁ ଶିକ୍ଷକମାନେ ନାପସନ୍ଦ କରିଛନ୍ତି। ସରକାରଙ୍କ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ…
ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ
ଭୁବନେଶ୍ୱର, ୭।୧(ବ୍ୟୁରୋ):ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ…
ଦିନେ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ ଗୌତମ ଗମ୍ଭୀର, ଆଜି ଭାରତୀୟ ଦଳରେ ପାଇଲେ ସ୍ଥାନ
ସିଡନୀ,୭।୧: ଭାରତୀୟ ଦ୍ରୁତ ବୋଲର ନବଦୀପ ସଇନି ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଫଳରେ ସେ ଭାରତର ୨୯୯ତମ ଟେଷ୍ଟ କ୍ରିକେଟର ହୋଇଛନ୍ତି। ଆହତ ଉମେଶ ଯାଦବଙ୍କ ସ୍ଥାନରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ପାଇଁ ସେ ଏକାଦଶରେ ସ୍ଥାନ…
Archives


