ଜାତୀୟ ସଙ୍ଗୀତ ବାଜୁଥିବାବେଳେ ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର୍
ସିଡନୀ,୭।୧: ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଜାତୀୟ ସଂଗୀତରେ ଭାବପ୍ରବଣ ହୋଇଥିଲେ। ସିରାଜ ତାଙ୍କ ଭାବନାକୁ ନିୟନ୍ତ୍ରଣ କରିପାରି ନ ଥିଲେ ଏବଂ…
ଅଷ୍ଟ୍ରେଲିଆକୁ ପ୍ରାରମ୍ଭିକ ଝଟ୍କା
ସିଡନୀ,୭।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟେଷ୍ଟ ସିରଜ୍ର ତୃତୀୟ ମ୍ୟାଚ ସିଡନୀରେ ଆରମ୍ଭ ହୋଇଛି। ଟସ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଘରୋଇ ଟିମ୍ ପ୍ରଥମେ ବ୍ୟାଟିଂ କରିବାକୁ ଆସି ୩.୩…
ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଣବଳାତ୍କାର ପରେ ହତ୍ୟା
ଲକ୍ଷ୍ନୌ, ୭।୧(ପି.ଟି.): ଉତ୍ତରପ୍ରଦେଶର ବୁଦାଉଁ ଜିଲାରେ ଜଣେ ୫୦ ବର୍ଷୀୟ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଗଣବଳାତ୍କାର କରାଯିବା ସହ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ମନ୍ଦିରର ଜଣେ ମହନ୍ତ ଓ ତାଙ୍କର ଦୁଇ ସହଯୋଗୀ ସମ୍ପୃକ୍ତ ଥିବା ପୋଲିସ କହିଛି।…
ପୂର୍ବତନ ଟିଡିପି ମନ୍ତ୍ରୀ ଗିରଫ
ହାଇଦ୍ରାବାଦ, ୭।୧: ଜମି ବିବାଦକୁ ନେଇ ୩ ଭାଇଙ୍କୁ ଅପହରଣ କରିଥିବା ଅଭିଯୋଗରେ ବୁଧବାର ଆନ୍ଧ୍ରପ୍ରଦେଶର ଜଣେ ପୂର୍ବତନ ଟିଡିପି ମନ୍ତ୍ରୀଙ୍କୁ ଗିରଫ କରାଯାଇଛି। ୨୦୦ କୋଟି ଟଙ୍କାର ଏକ ଜମି ବାବଦକୁ ନେଇ ପୂର୍ବତନ ମନ୍ତ୍ରୀ ଭୂମା ଅଖିଳ ପ୍ରିୟା…
କୃଷି ଆଇନ ବିରୋଧରେ ଆବେଦନର ଶୁଣାଣି ୧୧ରେ
ନୂଆଦିଲ୍ଲୀ, ୭।୧(ପି.ଟି.): ନୂଆ କୃଷି ଆଇନକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି ୧୧ ତାରିଖରେ କରିବାକୁ ସୁପ୍ରିମକୋର୍ଟ ବୁଧବାର କହିଛନ୍ତି। ଏଥିସହିତ ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନକୁ ନେଇ ଦେଖାଦେଇଥିବା ସମସ୍ୟା ଉପରେ ଆବେଦନର ମଧ୍ୟ ସେହିଦିନ ଶୁଣାଣି…
ସୁଦୃଢ଼ କରିବାକୁ ମିଳୁନି ସହଯୋଗ
ଅନୁଗୋଳ ଅଫିସ,୭ା୧: କ୍ରୀଡ଼ା କ୍ଷେତ୍ରରେ ଅନୁଗୋଳ ଜିଲାକୁ ଆଗୁଆ କରିବାର ଯୋଜନା କରିଛି ଜିଲା ପ୍ରଶାସନ। ଜିଲାସ୍ତରରୁ ଯେପରି ଜାତୀୟ, ଅନ୍ତର୍ଜାତୀୟସ୍ତରର ଖେଳାଳି ସୃଷ୍ଟି ହୋଇପାରିବେ ସେଥିପାଇଁ କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ କରାଯିବା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ବ୍ଲକ ଅଞ୍ଚଳରେ ଖେଳ…
ମାର୍ଚ୍ଚ ପହିଲାରୁ ସ୍ପେକ୍ଟ୍ରମ ନିଲାମ
ନୂଆଦିଲ୍ଲୀ: ମାର୍ଚ୍ଚ ପହିଲାରୁ ସ୍ପେକ୍ଟ୍ରମ ନିଲାମ ଆରମ୍ଭ ହେବ। ୩.୯୨ ଲକ୍ଷ କୋଟି ଟଙ୍କାର ରେଡିଓ ଓ୍ବେଭକୁ ଏଥର ନିଲାମ କରାଯିବ ବୋଲି ଜଣାପଡିଛି। ଟେଲିକମ ବିଭାଗ ବୁଧବାର ଏ ନେଇ ବିଧିବଦ୍ଧ ନୋଟିସ ଜାରି କରିଛି। ରେଡିଓ ଓ୍ବେଭର ମୂଳ…
ଓଡ଼ିଶା ଟି୨୦ କ୍ରିକେଟ ଲିଗ୍: ପୁମାସ ୫ ଉଇକେଟରେ ବିଜୟୀ
ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍ଜିଏମ୍ ଟି୨୦ କ୍ରିକେଟ ଲିଗ୍ର ବୁଧବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପୁମାସ ୫ ଉଇକେଟରେ ଜାଗୁଆର୍ସକୁ ପରାସ୍ତ କରିଛି। ଜାଗୁଆର୍ସ ୨୦ ଓଭରରେ…
କରନଙ୍କୁ ବିବାହ କରିବା ପୂର୍ବରୁ ଜନ୍ ଆବ୍ରାହମ୍ଙ୍କ ସହିତ ୯ ବର୍ଷ ଲିଭ୍ଇନ୍ରେ ଥିଲେ ବିପାଶା…
ମୁମ୍ବାଇ,୭।୧: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ବିପାଶା ବସୁଙ୍କୁ ଗୁରୁବାର ୪୧ ବର୍ଷ ପୂରିଛି। ସେ ୪୨ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୭୯ ଜାନୁୟାରୀ ୭ରେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ବହୁ ଫିଲ୍ମରେ ସେ ନିଜର ଅଭିନୟ ଦକ୍ଷତା ପ୍ରତିପାଦିତ କରି…
ଅର୍ଥନୀତିଜ୍ଞଙ୍କ ସହ ମୋଦିଙ୍କ ଆଲୋଚନା ୮ରେ
ନୂଆଦିଲ୍ଲୀ: ଦେଶର ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆଲୋଚନା କରିବେ। କୋଭିଡ୍-୧୯ ଯୋଗୁ ଘରୋଇ ବଜାର ପ୍ରଭାବିତ ହୋଇଛି। ବଜାରର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ବିଭିନ୍ନ କ୍ଷେତ୍ର ବିଶେଷଜ୍ଞଙ୍କ ସହ ମୋଦି ଏଭଳି ଆଲୋଚନାରେ…
ନିତ୍ୟ ଖାଆନ୍ତୁ ଏହି ଫଳ, ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମିଳିବ ମୁକ୍ତି
କଥାରେ ଅଛି ‘ଆନ୍ ଆପଲ ଏ ଡେ କିପ୍ସ ଦ ଡକ୍ଟର ଆଓ୍ବେ’। ଏହାର ଅର୍ଥ ଯଦି ଜଣେ ପ୍ରତ୍ୟହ ଗୋଟିଏ ସେଓ ଖାଏ ତେବେ ତାକୁ ଜୀବନରେ ଡାକ୍ତରଙ୍କ ଆବଶ୍ୟକତା ପଡ଼େ ନାହିଁ। ବିଶେଷକରି ଏହାକୁ ସକାଳେ ଖାଇବା ଭଲ।…
ହାତରୁ ଚିହ୍ନନ୍ତୁ ଲୋକଙ୍କୁ , ଜାଣନ୍ତୁ କିଏ କିପରି…
ହସ୍ତରେଖା ଶାସ୍ତ୍ର ଅନୁଯାୟୀ, ରେଖା ଗଠନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ରେଖାର ଗଠନ, ଲମ୍ବ ଏବଂ ଘନତାକୁ ଦେଖି ଅନେକ ଜିନିଷ ଆକଳନ କରାଯାଇପାରେ। ଆସନ୍ତୁ ଜାଣିବା କିପରି ରେଖା ଭାଗ୍ୟ ସହିତ ଜଡ଼ିତ । > ଯଦି…
Archives


