Home Left

ବିଷାକ୍ତ ଗ୍ୟାସ୍‌ ଲିକ୍‌ ଘଟଣା: ୨ ଡିଜିଏମ୍‌ ଅଧିକାରୀ ନିଲମ୍ବିତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଉରକେଲା/ ସୁନ୍ଦରଗଡ଼, ୬।୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ କାରଖାନାର ୨ ଡିଜିଏମ୍‌ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ ଅଧିକାରୀ…

୬୩ ବର୍ଷରେ ଝାରସୁଗୁଡ଼ା-ପୁରୀ ପଦଯାତ୍ରା: ସୁସ୍ଥ ସମାଜ ଗଠନ ଉଦ୍ଦେଶ୍ୟ

ଲଖନପୁର,୬।୧(ଡି.ଏନ.ଏ.): ନିଶା ମୁକ୍ତ ସୁସ୍ଥ ସମାଜ ଗଠନ ନେଇ ଆଗେଇ ଆସିଛନ୍ତି ୬୩ ବର୍ଷୀୟ ଅବସରପ୍ରାପ୍ତ ବିଦ୍ୟୁତ୍‌ କର୍ମଚାରୀ ଅଭିରାମ ସତପଥୀ। ଅଭିରାମଙ୍କ ଘର ଝାରସୁଗୁଡ଼ା ଜିଲା ଦୁର୍ଲଗା ଗ୍ରାମରେ। ଅବସର ପରେ ସେ ଅସୁସ୍ଥ ହୋଇପଡିଥିଲେ। ଏନେଇ ସେ ଡାକ୍ତରଙ୍କ…

ଦିଲ୍ଲୀ କ୍ୟାପିଟାଲ୍ସର ସହାୟକ କୋଚ୍‌ ପ୍ରବୀଣ ଆମ୍ରେ

ନୂଆଦିଲ୍ଲୀ,୬।୧- ପୂର୍ବତନ ଭାରତୀୟ କ୍ରିକେଟର ପ୍ରବୀଣ ଆମ୍ରେ ସହାୟକ କୋଚ୍‌ ଭାବେ ଦିଲ୍ଲୀ କ୍ୟାପିଟାଲ୍ସ ସହ ଯୋଡ଼ି ହୋଇଛନ୍ତି। ଆଗାମୀ ଦୁଇ ଆଇପିଏଲ ସିଜନ ପାଇଁ ପ୍ରବୀଣଙ୍କ ସହ ଚୁକ୍ତି କରାଯାଇଥିବା ଦିଲ୍ଲୀ ଫ୍ରାଞ୍ଚାଇଜ ପକ୍ଷରୁ ବୁଧବାର କୁହାଯାଇଛି। ଦିଲ୍ଲୀ ଦଳ…

ସିଡ୍‌ନୀ ଟେଷ୍ଟ: ଦର୍ଶକଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ

ସିଡ୍‌ନୀ,୬।୧- ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟରେ ଦର୍ଶକମାନଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଦର୍ଶକମାନେ ଷ୍ଟାଡିୟମରେ ପୂରା ସମୟ ମାସ୍କ ପିନ୍ଧିବେ। କେବଳ ଖାଇବା ଓ ପିଇବାବେଳେ ସେମାନେ ମାସ୍କ…

ଯୁବକରୁ ଟ୍ରାନ୍ସଓମ୍ୟାନ୍‌ ପାଲଟିଲେ ବଲିଉଡ୍‌ର ଏହି ଟପ୍‌ ଡିଜାଇନର: କହିଲେ ‘ମୁଁ ସ୍ବପ୍ନିଲ ନୁହେଁ ସାୟଶା’

ବମ୍ବେ: ବଲିଉଡ୍‌ର ନାମୀଦାମୀ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ, କରିନା କପୁର ଖାନ୍‌, ଅନୁଷ୍କା ଶର୍ମା, ସନି ଲିଓନି, କଟ୍ରିନା କୈଫ, ଶ୍ରଦ୍ଧା କପୁରଙ୍କ ଡିଜାଇନର ସ୍ବପ୍ନିଲ ସିନ୍ଦେ ଏବେ ଟ୍ରାନ୍ସଓମ୍ୟାନ୍‌ ପାଲଟିଛନ୍ତି। ସେ ନିଜ ନାମକୁ ବଦଳାଇ ସାୟଶା ସିନ୍ଦେ କରିଛନ୍ତି।…

ବ୍ରାଣ୍ଡ ଅସଲି ମାଲ୍‌ ନକଲି: ଅମୃତଭଣ୍ଡା ଗଛର ପତ୍ରରୁ ହେଉଥିଲା ଚା’

କଟକ ଅଫିସ,୬।୧: ଅସଲି ବ୍ରାଣ୍ଡ ଭିତରେ ରହିଛି ନକଲି ଚା’ ପତି। ଏଭଳି ଘଟଣା ଦେଖିବାକୁ ମିଳୁଛି କଟକ ସହରରେ। ଧୂପକାଠି, ଘିଅ, ପନିର, ପୂଜା ସାମଗ୍ରୀ ପରେ କଟକରୁ ପୁଣି ମିଳିଛି ଏଭଳି ନକଲି ଚା’ ପତି । ବୁଧବାର…

ଶାହିଦଙ୍କ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି ଅନନ୍ୟା !

ବମ୍ବେ: କଥାରେ ଅଛି ଲୁଚିଛି ନା ଗୋଡ ଦୁଇଟା ଦିଶୁଛି। ସେଭଳି କିଛି ଘଟିଛି ଚୁଲବୁଲି ଅନନ୍ୟା ପାଣ୍ଡେଙ୍କ କ୍ଷେତ୍ରରେ। ଏବେ ସେ ବଲିଉଡ୍‌ ଅଭିନେତା ଶାହିଦ କପୁରଙ୍କ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି । ଛୁଟି କଟାଇବା ହେଉ ଅଥବା କୌଣସି…

ସିଡନୀ ଟେଷ୍ଟ ପାଇଁ ଭାରତ ଏକାଦଶ ଘୋଷଣା: ରୋହିତ ସାମିଲ, ଏହି ଖେଳାଳିଙ୍କୁ ମିଳିଲା ଡେବ୍ୟୁର ସୁଯୋଗ

ସିଡନୀ,୬।୧: ଗୁରୁବାରଠାରୁ ସିଡନୀରେ ହେବାକୁ ଯାଉଥିବା ଅଷ୍ଟ୍ରେଲିଆ ବିପକ୍ଷ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ କ୍ରିକେଟ ଦଳ ଏକାଦଶ ଘୋଷଣା କରିଛି। ଯୁବ ଫାଷ୍ଟ ବୋଲର ନବଦୀପ ସାଇନିଙ୍କୁ ଦଳରେ ସାମିଲ କରାଯାଇଛି। ସାଇନି ତାଙ୍କର ଟେଷ୍ଟ ଡେବ୍ୟୁ…

ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଟିମ୍‌ ପାଲଟିଲା ନ୍ୟୁଜିଲାଣ୍ଡ, ପଛରେ ପଡ଼ିଲା ଚିର ପ୍ରତିନ୍ଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୬।୧: ବିଶ୍ୱର ଏକ ନମ୍ବର ଟେଷ୍ଟ କ୍ରିକେଟ୍‌ ଟିମ୍‌ ହୋଇଛି ନ୍ୟୁଜିଲାଣ୍ଡ। ଚିରପ୍ରତିନ୍ଦ୍ୱନ୍ଦୀ ଅଷ୍ଟ୍ରେଲିଆକୁ ପଛରେ ପକାଇ ଆଇସିସି ର଼୍ୟାକିଂରେ ପ୍ରଥମ ସ୍ଥାନ ହାସଲ କରିଛି ଦଳ। ଜାନୁୟାରୀ ୩ରୁ ଏଠାରେ ଖେଳାଯାଉଥିବା ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟର ଚତୁର୍ଥ…

କାର୍‌ ଛାତରେ ୧୦ରୁ ଊର୍ଦ୍ଧ୍ୱ ସାଇକେଲ ରଖି ନେଉଛନ୍ତି ଚାଳକ, ଲୋକେ କହିଲେ…

ପ୍ରତ୍ୟେକ ଦେଶରେ ନିଜସ୍ବ ଟ୍ରାଫିକ ନିୟମ ରହିଛି। ଯଦି ଏହା ଦେଶର ଏକ ବଡ଼ ସହର ହୋଇଥାଏ ତେବେ ଏଥିପ୍ରତି ଅଧିକ ଧ୍ୟାନ ଦିଆଯାଇଥାଏ। ସେହିପରି ଏକ ଦେଶ ହେଉଛି ଅଷ୍ଟ୍ରେଲିଆ। ଏହାକୁ ବିଚିତ୍ର ଦେଶ କୁହାଯାଏ। ଏବେ ଏକ ଅଜବ…

ଟେନ୍‌ସା ଫାଣ୍ଡି ଅଧିକାରୀଙ୍କୁ ତୀର ମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତ ରାୟ ମୁଣ୍ଡା ସମେତ ୩ ଗିରଫ

ବଣାଇଁ,୬।୧(ସ୍ବ.ପ୍ର. ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଟେନ୍‌ସା ଫାଣ୍ଡି ଅଧିକାରୀ ଅଶୋକ ବେହେରାଙ୍କୁ ମଙ୍ଗଳବାର ତୀର ମାଡ ହୋଇଥିଲା। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ରାୟ ମୁଣ୍ଡା ମୁଖ୍ୟ ଅଭିଯୁକ୍ତଙ୍କ ସହ ଅନ୍ୟ ଦୁଇଜଣଙ୍କୁ ମଧ୍ୟ…

ଏ ହେଉଛନ୍ତି ‘ପାକିସ୍ତାନର ହଲ୍କ’: ବ୍ରେକ୍‌ଫାଷ୍ଟରେ ଖାଆନ୍ତି ୪ କୁକୁଡା, ୩୬ ଅଣ୍ଡା, ୩ କିଗ୍ରା ମାଂସ, ୫ ଲିଟର କ୍ଷୀର

ଦୁନିଆର ସବୁଠାରୁ ଶକ୍ତିଶାଳୀ ବ୍ୟକ୍ତି କିଏ, ଆପଣ ଜାଣନ୍ତି କି ? ହୁଏତ ଏହାର ଉତ୍ତର ହୁଏତ ବ୍ରାୟନ ଶୋ, ଏଡି ହଲ୍‌ ଅଥବା ହାଫଥୋର ଜନ୍‌ସନ୍‌ ହୋଇପାରେ। କିନ୍ତୁ ପାକିସ୍ତାନର ଜଣେ ବ୍ୟକ୍ତି ଅଛନ୍ତି ଯିଏ ନିଜକୁ ସବୁଠାରୁ ଶକ୍ତିଶାଳୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri